banner
Breaking
Browsing Category

ଦେଶ ବିଦେଶ

ଚିନ୍ତା ବଢାଇ ଲାଣି କରୋନା

ଭୁବନେଶ୍ୱର,୨୩।୧୨(ବ୍ୟରୋ): ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ। ଯାହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ତେବେ କରୋନା ସ୍ଥିତିକୁ ନେଇ କ’ଣ ପଦକ୍ଷେପ…
Read More...

ଭାରତୀୟ ସେନାରେ ସାମିଲ ହେବ ପ୍ରଳୟ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ : ଭାରତୀୟ ସେନାରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ପ୍ରଳୟ ସାମିଲ ହେବାକୁ ଯାଉଛି । ଏନେଇ ବିଚାର ବିମର୍ଶ ଚାଲିଛି। ଏହି କ୍ଷେପଣାସ୍ତ୍ର ୧୫୦ ରୁ ୫୦୦ କିଲୋମିଟର ଦୂରରେ ଅବସ୍ଥିତ ଶତ୍ରୁ ସ୍ଥିତିକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ପାରିବ। ଏହା ଏକ ଗାଇଡେଡ ମିଜାଇଲ । ଏଥିରେ…
Read More...

ଆନ୍ତର୍ଜାତୀୟ ସଂଖ୍ୟାଲଘୁ ଅଧିକାର ଦିବସ ପାଳିତ

ଭୁବନେଶ୍ୱର,: ସଂଖ୍ୟାଲଘୁ ସେଲ୍ ପକ୍ଷରୁ ଆନ୍ତର୍ଜାତୀୟ ସଂଖ୍ୟାଲଘୁ ଅଧିକାର ଦିବସ ଭୁବନେଶ୍ୱରର ଗୀତ ଗୋବିନ୍ଦ ସଦନ ଠାରେ ପାଳିତ ହୋଇଯାଇଛି । ଓଡିଶା ସଂଖ୍ୟାଲଘୁ ସଂପ୍ରଦାୟ ତରଫରୁ ଆୟୋଜିତ ଓ ବିଜେଡି ଭୁବନେଶ୍ୱର ଜିଲ୍ଲା ଉପସଭାପତି ମୁଶାରଫ ଖାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ…
Read More...

ମୃତ ମଣିଷ ଜୀବିତ ହେବେ: ବିଜ୍ଞାନ

ବିଜ୍ଞାନର ଦ୍ରୁତ ବିକାଶ ମନୁଷ୍ୟକୁ ବୋଧହୁଏ ଅତ୍ୟଧିକ ଆତ୍ମବିଶ୍ୱାସୀ କରିଦେଇଛି । ଏଥିପାଇଁ ପ୍ରକୃତିକୁ ଚ୍ୟାଲେଞ୍ଜ ଦେବାରେ ମଧ୍ୟ ସେମାନେ ପଛଘୁଂଚା ଦେଉ ନାହାନ୍ତି । ଏବେ ମୃତ୍ୟୁ ମଣିଷକୁ ଜୀବିତ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି । ପ୍ରିୟଜନଙ୍କ ମୃତ୍ୟୁ ପରେ ଶବର ଅନ୍ତ୍ୟେଷ୍ଟି…
Read More...

ପୁଣି ଚାଇନାକୁ ଫେରିଲା କରୋନା

ବେଜିଂ : ପୁଣି ଚାଇନାକୁ କରୋନା ମହାମାରୀ ଫେରିଛି। ଦେଶରେ ଦିନକୁ ଦିନ ବଢୁଥିବା କରୋନା ମାମଲା ଯୋଗୁଁ ପରିସ୍ଥିତି ପୁଣି ସଙ୍କଟ ଜନକ ହୋଇଛି। ରାଜଧାନୀ ବେଜିଂରେ କରୋନା ଲକଡାଉନ ଅଧୀନରେ କଡା ପ୍ରତିବନ୍ଧକ ଲଗାଯାଇଛି। କରୋନା ଆକ୍ରାନ୍ତଙ୍କ ଦୈନିକ ସଂଖ୍ୟା ୩୧,୪୫୪ ଛୁଇଁଛି। ବେଜିଂରେ କରୋନାଙ୍କ…
Read More...

ଏଥର ଧରିବ ଇ-ଡିଟେକଶନ୍ ପୋର୍ଟାଲ

ଭୁବନେଶ୍ୱର : ବିନା ଦଲିଲରେ ଯାତାୟାତ କରୁଥିବା ଯାନକୁ ଧରିବ ଇ-ଡିଟେକ୍‌ଶନ(ଚିହ୍ନଟ)। ପରିବହନ ବିଭାଗ ପକ୍ଷରୁ ଏ ନେଇ ଏକ ଇ-ଚିହ୍ନଟ ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ୨୦୨୩ ଜାନୁୟାରୀ ପହିଲାରୁ ଜାତୀୟ ରାଜପଥରେ ଇ-ଚିହ୍ନଟ ଆରମ୍ଭ ହେବ। ସର୍ବସାଧାରଣ ରାସ୍ତାରେ ଯିବା ପାଇଁ ଯାନବାହନଗୁଡ଼ିକର…
Read More...

ଏଥର ମହାସମାରୋହରେ ପାଳିତ ହେବ ସମ୍ବିଧାନ ଦିବସ

ଭୁବନେଶ୍ୱର : ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀ ହେବାର ଦିବସ ନଭେମ୍ବର ୨୬କୁ ସାରା ଦେଶରେ ସମ୍ବିଧାନ ଦିବସ ରୂପେ ପାଳନ ପାଇଁ ଜାତୀୟ ସ୍ତରରେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରାଜ୍ୟ ସରକାରଙ୍କୁ ପତ୍ର ଲେଖି ଜଣାଇଛନ୍ତି ।…
Read More...

୭୧ ହଜାର ୫୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ନିଯୁକ୍ତି ମେଳା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ୭୧,୦୫୬ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ନିଯୁକ୍ତି ମେଳା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି…
Read More...

ଚାଇନା ଓ ପାକିସ୍ତାନ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ : ଆତଙ୍କବାଦକୁ ପ୍ରୋତ୍ସାହନ ମାମଲାରେ ଚାଇନା ଏବଂ ପାକିସ୍ତାନ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆତଙ୍କବାଦୀ ପାଣ୍ଠି ଯୋଗାଡ ରୋକିବା ଲାଗି ଶୁକ୍ରବାରଠାରୁ ଦିଲ୍ଲୀରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ ମନ୍ତ୍ରୀସ୍ତରୀୟ ସମ୍ମିଳନୀରେ ମୋଦି ନାଁ ନ ନେଇ ଦୁଇ ଦେଶକୁ…
Read More...

ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ ଦେଶର ୫୦ ତମ ବିଚାରପତି

ନୂଆଦିଲ୍ଲୀ : ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ଦେଶର ସିଜେଆଇ ଭାବେ ଦୀର୍ଘ ୨ ବର୍ଷ ଧରି କାମ କରିବେ। ତାଙ୍କ କାର୍ଯ୍ୟକାଳ ୨୦୨୪ରେ ଶେଷ ହେବ। ଜଷ୍ଟିସ…
Read More...