banner
Breaking
Browsing Category

ଜୀବନ ଚର୍ଯ୍ୟା

ଶହୀଦ୍ କ୍ୟାପଟେନ୍ ଆଶୁତୋଷ କୁମାରଙ୍କ ପ୍ରତିମୂର୍ତ୍ତି ସ୍ଥାପନ

ଭୁବନେଶ୍ୱର,୫/୪(ବ୍ୟୁରୋ): ମରଣୋତ୍ତର ସୂର୍ଯ୍ୟଚକ୍ରରେ ସମ୍ମାନିତ ଭୁବନେଶ୍ବର ସୈନିକ ସ୍କୁଲର ପୂର୍ବତନ ଛାତ୍ର ଶହୀଦ୍ କ୍ୟାପଟେନ୍ ଆଶୁତୋଷ କୁମାରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ସୈନିକ ସ୍କୁଲ ପ୍ରାଙ୍ଗଣରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶହୀଦ୍…
Read More...

ପଞ୍ଚଭୂତରେ ବୀଲିନ ହେଲେ ବାପି’ଦା

ମୁମ୍ବାଇ : କିମ୍ବଦନ୍ତୀ ସଜ୍ଞୀତଜ୍ଞ ବାପି ଲାହିରୀଙ୍କୁ ତାଙ୍କ ପ୍ରିୟଜନଙ୍କ ଉପସ୍ଥିତିରେ ମୁମ୍ବାଇର ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯାଇଛି। ତାଙ୍କ ପୁଅ ବପ୍ପା ଲାହିରୀ ବାପାଙ୍କୁ ମୁଖାଗ୍ନି ଦେଇଥିଲେ। ଅଭିନେତ୍ରୀ ବିଦ୍ୟା ବାଲାନ, ଭୂଷଣ କୁମାର, ଶକ୍ତି କପୁର, ସୁନୀଲ ପାଲ, ଶାନ,…
Read More...

ରୋଜ ଡେ ର ମଜା ନେବେ ପ୍ରେମୀଯୁଗଳ

ଭୁବନେଶ୍ୱର,୭।୨(ବ୍ୟୁରୋ): ବର୍ଷକର ଅପେକ୍ଷା ପରେ ଆସିଛି ପ୍ରେମୀ ଯୁଗଳଙ୍କ ପାଇଁ ବିଶେଷ ଦିନ ଭାଲେଣ୍ଟାଇନ୍ସ ଡେ’। ଏ ନେଇ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି। ଫେବୃୟାରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ ହେଉଥିବାବେଳେ ୭ତାରିଖ ସୋମବାରଠାରୁ ଆରମ୍ଭ ହେଉଛି ଭାଲେଣ୍ଟାଇନ୍ସ ଓ୍ବିକ୍‌…
Read More...

ପଞ୍ଚଭୂତରେ ବିଲୀନ ହେଲେ ସୁର ସମ୍ରାଜ୍ଞୀ

ମୁମ୍ବାଇ, ୬।୨ : ଭାରତ ମାତାର ସୁଯୋଗ୍ୟ ସୁର ସମ୍ରାଜ୍ଞୀ, ମହାନ ଗାୟିକା ଲତା ମଙ୍ଗେସକରଙ୍କର ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଶିବାଜୀ ପାର୍କଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଲତାଙ୍କୁ ଲୋତକ ଭରା ଆଖିରେ ଦେଶବାସୀ ଚିର ବିଦାୟ ଦେଇଛନ୍ତି। ଭାଇ ହୃଦୟନାଥ ମଙ୍ଗେସକର…
Read More...

ସୁର ସମ୍ରାଜ୍ଞୀ ଭାରତ ରତ୍ନ ଲତା ମଙ୍ଗେସକରଙ୍କ ପରଲୋକ

ଭୁବନେଶ୍ୱର,୬।୨: ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍‌ ଗାୟିକା ଲତା ମଙ୍ଗେସ୍‌କରଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଗତ ମାସରେ ୯୨ବର୍ଷୀୟା ଲତା କୋଭିଡ୍‌-୧୯ରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଭର୍ତ୍ତି…
Read More...

ମିହିରଙ୍କୁ ଦିଆଯିବ ଗାର୍ଡ ଅଫ ଅନର

କଟକ , ୧୧।୧: ଓଲିଉଡ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ମଙ୍ଗଳବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସିତ ହେବା ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସନ୍ଧ୍ୟାରେ ମିହିରଙ୍କ ମରଶରୀରକୁ ଡାକ୍ତରଖାନାରୁ ସିଡିଏ ସେକ୍ଟର ୮ ସ୍ଥିତ ତାଙ୍କ ବାସଭବନକୁ…
Read More...

କେଜରିଓ୍ବାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୪ ।୨: ରାଜଧାନୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କରୋନାରେ ସଂକ୍ରମିତ ହୋଇଛନ୍ତି । ଟୁଇଟ୍‌୍ କରି ସେ ନିଜେ ଏହି ସୂଚନା ଦେଇଛନ୍ତି । ତାଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଦେବାରୁ…
Read More...

ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଶୁକ୍ରବାର ପୂର୍ବାହ୍ନ ୯ଟା.୩୦ରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ସକାଳୁ ସେ ହଠାତ୍‌ ତଳେ ପଡ଼ି ଯାଇଥିବା ବେଳେ ଘରେ ହିଁ…
Read More...

ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କର ଦକ୍ଷିଣ ଆଫ୍ରିକା ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ରହିଛି। ସେ କରୋନା…
Read More...

ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ କରି କହିଛନ୍ତି, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ…
Read More...