banner
Breaking
Browsing Category

ଜୀବନ ଚର୍ଯ୍ୟା

ମିଶ୍ରଣ।ପର୍ବରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଶୁକ୍ରବାର ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବର୍ଷିଛନ୍ତି। ଦଳୀୟ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଧର୍ମେନ୍ଦ୍ର ସିଧାସଳଖ…
Read More...

କୃଷି ଆଇନ ପ୍ରତ୍ୟାହାର କଲେ ମୋଦି

ନୂଆଦିଲ୍ଲୀ,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶକୁ ସମ୍ବୋଧିତ କରିଛନ୍ତି। ଦେବ ଦୀପାବଳି ଏବଂ ଗୁରୁ ନାନକ ଦେବ ଜୀଙ୍କର ପବିତ୍ର ପ୍ରକାଶ ପର୍ବର ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଦୀପାବଳି ଏବଂ…
Read More...

ପୁର୍ବତନ କର୍ପୋରେଟର ରଞ୍ଜନ ଜେନାଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ପିଲାଙ୍କ ମୁହଁରେ ହସ ଫୁଟାଇବା ପାଇଁ ବାପା ମା’ଙ୍କ ଠାରୁ ଆତ୍ମୀୟ ସ୍ୱଜନ ପର୍ଯ୍ୟନ୍ତ ସମସ୍ତେ ବିଭିନ୍ନ ପ୍ରକାରର ଚେଷ୍ଟା କରିଥାନ୍ତି । ପିଲାଙ୍କ ମୁହଁରେ ହସ ଫୁଟିଲେ ସମସ୍ତଙ୍କର ମନ ପ୍ରଫୁଲ୍ଲିତ ହୋଇଉଠେ । ସମସ୍ତ ବାଧାବିଘ୍ନ ନିମିଶକ ମଧ୍ୟରେ ଦୂର ହୋଇଯାଏ । ତେଣୁ ପିଲାଙ୍କ…
Read More...

ପଇଡ ପାଣି ଶରୀର ପାଇଁ କେତେ ଉପକାରୀ ଜାଣନ୍ତୁ

ପଇଡ଼ ପାଣି ସ୍ବାସ୍ଥ୍ୟ ଲାଗି ଅନେକ ଉପକାରୀ। କେବଳ ସେତିକି ନୁହେଁ, ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ରହିଥାଏ। ଏହା ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇବା ସହ ବିଭିନ୍ନ ରୋଗରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ପଇଡ଼ ପାଣିର ଔଷଧୀୟ ଗୁଣ ସମ୍ପର୍କରେ କିଛି ଟିପ୍ସ… – ଓଜନ ବୃଦ୍ଧି, ପେଟଥଣ୍ଡା…
Read More...

ଚେନ୍ନାଇରେ ପ୍ରବଳ ବର୍ଷା।

ଚେନ୍ନାଇ, ୭।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ତାମିଲନାଡୁ ଉତ୍ତର ଉପକୂଳ ଅଞ୍ଚଳରେ ଶନିବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହେବା ସହ ଲୋକଙ୍କ ଘରେ ପାଣି ପଶିଛି। ଏନେଇ ଜୀବନଯାତ୍ରା ପ୍ରଭାବିତ ହୋଇଛି। ରବିବାର ପ୍ରଶାସନ ପକ୍ଷରୁ…
Read More...

ଧର୍ମେନ୍ଦ୍ରଙ୍କୁ ଭେଟିଲେ କ୍ଷୁଦ୍ର ଗ୍ରହ ଆବିଷ୍କାରକ ଓଡିଆ ଝିଅ ବନୀତା

ନବରଙ୍ଗପୁର : କ୍ଷୁଦ୍ର ଗ୍ରହର ଆବିଷ୍କାରକ ନବରଙ୍ଗପୁରର ଓଡିଆ ଝିଅ ବନୀତା ଦାସ ମଙ୍ଗଳବାର ନୂଆ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି। ମନ୍ତ୍ରୀ ପ୍ରଧାନ ବନୀତାଙ୍କୁ ସାଧୁବାଦ ଜଣାଇଛନ୍ତି। କ୍ଷୁଦ୍ର ଗ୍ରହ ଆବିଷ୍କାର କରି ବନୀତା ଓଡିଆ ମାଟିକୁ ଗର୍ବିତ…
Read More...

ପୁଣି ବଢିଲା ତେଲ ଦର।

ଭନୂଆଦିଲ୍ଲୀ,୪।୧୦: କ୍ରମାଗତ ଚତୁର୍ଥ ଦିନ ଲାଗି ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ଡିଜେଲ ୩୩ ପଇସା ଏବଂ ପେଟ୍ରୋଲ ୨୬ ପଇସା ବଢ଼ିଛି। ଫଳରେ ଏଠାରେ ଡିଜେଲ ଲିଟର…
Read More...

ସୁନାମଧନ୍ୟା ସାହିତ୍ୟିକା ମନୋରମା ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ବିଶିଷ୍ଟ ତଥା ସୁନାମଧନ୍ୟା ସାହିତ୍ୟିକା, କବୟତ୍ରି, ସାମ୍ବାଦିକା, ସମ୍ପାଦିକା, ସମାଜସେବୀ, ଅଧ୍ୟାପିକା ତଥା ‘ସମାଜ’ର ପୂର୍ବତନ କାର୍ଯ୍ୟକାରୀ ସମ୍ପାଦିକା ଡକ୍ଟର ମନୋରମା ମହାପାତ୍ରଙ୍କର ଆଜି କଟକ ବଡ଼ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ବୟସ…
Read More...

ପାଣ୍ଡିଆନଙ୍କୁ ମିଳିଲା ହକି ପ୍ରେସିଡେଣ୍ଟ ଆଓ୍ବାର୍ଡ।

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡିଶା ସରକାରଙ୍କ ଉନ୍ନତି ମୂଳକ କାର୍ଯ୍ୟର ମଙ୍ଗ ଧରିଥିବା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍‌) ପକ୍ଷରୁ ଶନିବାର ଏହି ପୁରସ୍କାର ପ୍ରଦାନ…
Read More...

ଶିକ୍ଷାବିତ୍ ସନ୍ତୋଷ ଦାସଙ୍କ ପରଲୋକ।

ଭୁବନେଶ୍ୱର,୨୦/୫:-ଶୈଳଶ୍ରୀବିହାର ଓ ନିଳାଦ୍ରୀବିହାର ଅଞ୍ଚଳର ଜଣାଶୁଣା ସମାଜସେବୀ ତଥା ବିଶିଷ୍ଟ ଶିକ୍ଷାବିତ୍ ସନ୍ତୋଷ ଦାସଙ୍କର ବୁଧବାର ରାତ୍ର ୩ଟା ସମୟରେ କରୋନାରେ ପରଲୋକ ହୋଇ ଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା । ସେ କରୋନାରେ ପିଡିତ ହୋଇ ପଟିଆ ସ୍ଥିତ ଏକ ଘରୋଇ…
Read More...