banner
Breaking
Browsing Category

ଖେଳ

ହାଇଦ୍ରାବାଦକୁ ହରାଇଲା ଲକ୍ଷ୍ନୌ

ଲକ୍ଷ୍ନୌ, ୭।୪: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୧୦ମ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଲକ୍ଷ୍ନୌ ସୁପର ଜାଏଣ୍ଟସ୍‌ ଲଢୁଆ ପ୍ରଦର୍ଶନ କରି ହାଇଦ୍ରାବାଦକୁ ୫ ଉଇକେଟରେ ପରାସ୍ତ କରିଛି। ଫଳରେ ଲକ୍ଷ୍ନୌ ୩…
Read More...

ମୁମ୍ବାଇ ଇଣ୍ଡିଆନ୍ସ ଡବ୍ଲୁପିଏଲ ଚମ୍ପିୟାନ

ମୁମ୍ବାଇ,୨୬।୩: ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଉଥିବା ମହିଳା ପ୍ରିମିୟର ଲିଗର ପ୍ରଥମ ସିଜନର ଫାଇନାଲ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ବିଜୟୀ ହୋଇଛି। ଫଳରେ ପ୍ରିମିୟର ଲିଗର ପ୍ରଥମ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ…
Read More...

ଆସନ୍ତା କାଲି ଦିନିକିଆ ସିରିଜର ଅନ୍ତିମ ମ୍ୟାଚ

ଭୁବନେଶ୍ବର,୨୧।୩(ବ୍ୟୁରୋ): ରାଜ୍ୟର ୧୨ ଜିଲାକୁ କୁଆପଥର ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ, କୁଆପଥର ବର୍ଷା ଏବଂ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ…
Read More...

କିଟ୍ ଓ କିସରେ ସର୍ବଭାରତୀୟ ଚେସ ଉଦଯାପିତ

ଭୁବନେଶ୍ୱର : କିଟ୍‌ ଓ କିସ୍‌ରେ ସର୍ବଭାରତୀୟ ସିଭିଲ ସର୍ଭିସେସ୍‌ ଚେସ୍‌ ଉଦ୍‌ଯାପିତ ହୋଇଛି। ପୁରୁଷ ବର୍ଗରେ ଆରଏସ୍‌ବି ଚେନ୍ନାଇ ଓ ମହିଳା ବର୍ଗରେ କେରଳ ଦଳଗତ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛନ୍ତି। ପୁରୁଷ ବର୍ଗରେ ଆରଏସ୍‌ବି ମୁମ୍ବାଇ ଦ୍ୱିତୀୟ ସ୍ଥାନ ଓ ସିସିଏସ୍‌ସିଏସ୍‌ବି ଦିଲ୍ଳୀ ତୃତୀୟ…
Read More...

ଭାରତ ୧୦ ଓ୍ବିକେଟରେ ହାରିଲା

ବିଶାଖାପାଟଣା,୧୯।୩: ମିଚେଲ ମାର୍ଶ ଏବଂ ଟ୍ରାଭିସ ହେଡଙ୍କ ଅର୍ଦ୍ଧଶତକ ସହାୟତାରେ ଅଷ୍ଟ୍ରେଲିଆ ଦଳ ଦ୍ୱିତୀୟ ଦିନିକିଆରେ ଭାରତକୁ ୧୦ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ କଙ୍ଗାରୁ ଦଳ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛି। ମୁମ୍ବାଇରେ ଭାରତ ପ୍ରଥମ ଦିନିକିଆ ଜିତିଥିଲା। ବର୍ତ୍ତମାନ…
Read More...

୫ ଓ୍ବିକେଟରେ ଜିତିଲା ଇଣ୍ଡିଆ

ମୁମ୍ବାଇ : ଅଷ୍ଟ୍ରେଲିଆ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲାକୁ ଭାରତ ୫ ଉଇକେଟରେ ଜିତି ନେଇଛି। ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌ ରାହୁଲ ମ୍ୟାଚ୍‌ର ହିରୋ ସାଜି କଠିନ ପରିସ୍ଥିତିରୁ ଦଳକୁ ବିଜୟୀ କରିବାରେ ସଫଳ ହୋଇଛନ୍ତି। ମ୍ୟାଚ୍‌ରେ…
Read More...

ସୈାରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ଵ

ନୂଆଦିଲ୍ଲୀ : ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ୱ ମିଳିଛି। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସର ‘ଡାଇରେକ୍ଟର ଅଫ୍‌ କ୍ରିକେଟ୍‌’ ନିଯୁକ୍ତ କରାଯାଇଛି। ଗାଙ୍ଗୁଲି ଦିଲ୍ଲୀ ଫ୍ରାଞ୍ଚାଇଜରେ ଯୋଗ ଦେଇସାରିଛନ୍ତି ଏବଂ ଦିଲ୍ଲୀର ତାଲିମ ଶିବିରରେ ମଧ୍ୟ ଉପସ୍ଥିତ ଅଛନ୍ତି,…
Read More...

ଆଇସିସି ଟେଷ୍ଟ ଚାମ୍ପିୟନସିପ ଫାଇନାଲରେ ଭାରତ

ଅହମ୍ମଦାବାଦ୍‌ : ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛି ଭାରତ। ଲଗାତର ଦ୍ୱିତୀୟ ଥର ପାଇଁ ଭାରତ ଏହି ଉପଲବ୍ଧି ହାସଲ କରିଛି। ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲାଣ୍ଡର ରୋମାଞ୍ଚକର ବିଜୟ ସହିତ ଫାଇନାଲରେ ଭାରତର ସ୍ଥାନ ନିଶ୍ଚିତ ହୋଇଛି। ଅଷ୍ଟ୍ରେଲିଆ ଫାଇନାଲରେ…
Read More...

ଟେଷ୍ଟ କ୍ରିକେଟରେ ବିରାଟଙ୍କ ୭୫ ତମ ଶତକ

ନୂଆଦିଲ୍ଲୀ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୪୮୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତର ବ୍ୟାଟିଂ ଜାରି ରହିଛି। ରବିବାର…
Read More...

ମୁମ୍ବାଇ ଇଣ୍ଡିଆନ୍ସର ଦ୍ବିତୀୟ ବିଜୟ

ମୁମ୍ବାଇ : ହିଲି ମାଥ୍ୟୁସଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ମହିଳା ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…
Read More...