banner
Breaking
Browsing Category

ଖେଳ

ବ୍ରୋଞ୍ଜ ପାଇଁ ଲଢିବ ଭାରତ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଶ୍ୱକପର ପ୍ରତିଟି ମ୍ୟାଚରେ ଆକର୍ଷଣ ଖେଳ ପ୍ରଦର୍ଶନ କରିଥିବା ଭାରତ ଶେଷରେ ବ୍ରୋଞ୍ଜ ପାଇଁ ଲଢେଇ କରିବ। କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଜର୍ମାନୀ ୪-୨ ଗୋଲରେ…
Read More...

ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ଼ ଯୋଜନାରେ ସାମିଲ ହେଲା କନ୍ଧମାଳ

ଫୁଲବାଣୀ : ଫୁଲବାଣୀର ମିନି ଷ୍ଟାଡିୟମରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ନିଜର ତଥା ନିଜ ପରିବାରର ଚିକିତ୍ସା ପାଇଁ ମୋ ରାଜ୍ୟର ଲୋକେ ଆଉ ଜମିବାଡି ବନ୍ଧା ପକାଇବେ ନାହିଁ।…
Read More...

ଜୁନିୟର ହକି ବିଶ୍ବକପ୍ ପାଇଁ ତିନି ଓଡିଶା ଖେଳାଳି ମନୋନୀତ

ଭୁବନେଶ୍ବର,୧୧।୧୧: ହକି ଇଣ୍ଡିଆ ପକ୍ଷରୁ ୨୧ବର୍ଷରୁ କମ ଜୁନିୟର ହକି ବିଶ୍ବକପ୍‌ ଲାଗି ଭାରତୀୟ ଦଳ ଘୋଷଣା କରାଯାଇଛି। ୧୮ ଜଣିଆ ଟିମରେ ଓଡିଶାରୁ ୩ଜଣଙ୍କୁ ସୁଯୋଗ ମିଳିଛି। ସେମାନେ ହେଲେ ଅଭିଷେକ ଲାକ୍ରା, ସୁନୀଲ ଜୋଜୋ ଓ ସୁଦୀପ ସାମିଲ। ଅଧିନାୟକତ୍ବ କରିବେ ବିବେକ ପ୍ରସାଦ ସାଗର । ତେବେ…
Read More...

ଆରସିବିର ନୂଆ କୋଚ୍ ନିଯୁକ୍ତ

ବେଙ୍ଗାଲୁରୁ, ୧୦।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଆଗାମୀ ସଂସ୍କରଣ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସଞ୍ଜୟ ବାଙ୍ଗରଙ୍କୁ ମୁଖ୍ୟ କୋଚ୍‌ ନିଯୁକ୍ତ କରିଛି। ପୂର୍ବରୁ ସେ ଦଳର ବ୍ୟାଟିଂ ପରାମର୍ଶଦାତା ଥିଲେ। ତାଙ୍କୁ ୨ ବର୍ଷ ପାଇଁ ଏହି ଦାୟିତ୍ୱ ଦିଆଯାଇଥିବା ଆରସିବି…
Read More...

ବିନା ଦର୍ଶକରେ ହେବ ଜୁନିୟର ହକି ବିଶ୍ବ କପ୍।

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା ଦର୍ଶକରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଗହଳିରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା ଥିବାରୁ…
Read More...

ଆଇପିଏଲରେ ସାମିଲ ହେଲେ ଦୁଇଟି ନୂଆ ଦଳ।

ନୂଆଦିଲ୍ଲୀ,୨୫।୧୦: ଆଗାମୀ ସିଜନରୁ ଆଇପିଏଲ ପରିବାରରେ ସାମିଲ ହୋଇଛନ୍ତି ଲକ୍ଷ୍ନୌ ଓ ଅହମ୍ମଦାବାଦ ଦୁଇଟି ନୂଆ ଫ୍ରାଞ୍ଚାଇଜ। ଆରପିଏସ୍‌ଜି ଗ୍ରୁପ୍‌ ଓ ଅନ୍ତର୍ଜାତୀୟ ଇନଭେଷ୍ଟମେଣ୍ଟ ଫାର୍ମ ସିଭିସି କ୍ୟାପିଟାଲ ଆଇପିଏଲର ନୂଆ ଫ୍ରାଞ୍ଚାଇଜର ମାଲିକାନା ହାସଲ କରିଛନ୍ତି। ଆରପିଏସ୍‌ଜି ଗ୍ରୁପ୍‌…
Read More...

ଭାରତର ବୃହତ ପରାଜୟ। ୧୦ ୱିକେଟରେ ଜିତିଲା ପାକିସ୍ତାନ।

ଦୁବାଇ୨୫/୧୦(ବ୍ୟୁରୋ) : ‌ବିଶ୍ବକପ୍‌ରେ ପାକିସ୍ତାନ ବିପକ୍ଷରେ କ୍ରମାଗତ ୧୨ଟି ମ୍ୟାଚ୍‌ ଜିତିବା ପରେ ଭାରତୀୟ ଦଳ ୧୩ଶ ମ୍ୟାଚ୍‌ରେ ପ୍ରଥମ ପରାଜୟ ଭୋଗିଛି । ଚଳିତ ଟ୍ବେଣ୍ଟି୨୦ ବିଶ୍ବକପ୍‌ରେ ସବୁ ଆକଳନ ଓ ପୂର୍ବ ରେକର୍ଡକୁ ଭୁଲ୍‌ ପ୍ରମାଣିତ କରି ଭାରତକୁ ୧୦ ୱିକେଟରେ ପାକିସ୍ତାନ ପରାସ୍ତ…
Read More...

ଋତୁପୂର୍ଣ୍ଣା ପାଇବେ ଏକଲବ୍ୟ ପୁରସ୍କାର।

ଭୁବନେଶ୍ୱର,୨୪।୧୦: ବ୍ୟାଡମିଣ୍ଟନ ଷ୍ଟାର ଖେଳାଳି ଋତୁୁପର୍ଣ୍ଣା ପଣ୍ଡା ଚଳିତବର୍ଷ ଏକଲବ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ପୁରସ୍କାର ବାବଦରେ ତାଙ୍କୁ ୫ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଏ ନେଇ ରବିବାର ଏକଲବ୍ୟ ପୁରସ୍କାର ଜୁରୀ କମିଟି ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
Read More...

ବାରବାଟୀରେ ହେବ ସବୁବର୍ଷ ଆଇପିଏଲ ମ୍ୟାଚ।

କଟକ,୨୨/୧୦ : ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସିର ଖବର। କଟକର ବାରବାଟୀ ଷ୍ଟାଡିୟମ୍‌ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍‌)ର ଏକ ସ୍ଥାୟୀ ଆୟୋଜକ ହେବାର ସମ୍ଭାବନା ଉଜ୍ଜ୍ବଳ ହୋଇଛି। ୨୦୨୨ରୁ ଆଇପିଏଲ୍‌ରେ ଆଉ ୨ଟି ନୂଆ ଦଳ ସାମିଲ ହେବେ। ଫଳରେ ବର୍ତ୍ତମାନ ଖେଳୁଥିବା ୮ଟି ଦଳ ବଦଳରେ…
Read More...

ମୁମ୍ବାଇର ପ୍ଲେ ଅପ ଆଶା ଧୂଳିସାତ।

ଆବୁଧାବି,୮।୧୦: ଟସ୍‌ ଠାରୁ ଆରମ୍ଭ କରି ମ୍ୟାଚ୍‌ର ଫଳାଫଳ ପର୍ଯ୍ୟନ୍ତ ସବୁ କିଛି ଜିତି ନେଇଛି ମୁମ୍ବାଇ ଇଣ୍ଡିଆନ୍ସ। ତଥାପି ଆବଶ୍ୟକ ନେଟ୍‌ ରନରେଟ୍‌କୁ ହାସଲ କରି ପାରି ନାହିଁ ରୋହିତ ଶର୍ମାଙ୍କ ଦଳ। ମୁମ୍ବାଇ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ୪୨ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ…
Read More...