Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଖେଳ
୭ଟି ରାଜ୍ୟରେ ଖୋଲିବ ୧୪୩ଟି ଖେଲୋ ଇଣ୍ଡିଆ ସେଣ୍ଟର।
ନୂଆଦିଲ୍ଲୀ, ୨୬ା୫ (ବ୍ୟୁରୋ)- ତୃଣମୂଳସ୍ତରରୁ ପ୍ରତିଭା ଚିହ୍ନଟ ଲକ୍ଷ୍ୟ ନେଇ ୭ଟି ରାଜ୍ୟରେ ୧୪୩ ଖେଲୋ ଇଣ୍ଡିଆ ସେଣ୍ଟର ଖୋଲିବା ଲାଗି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ଥିର କରିଛି। ଏ ବାବଦରେ ୧୪.୩୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ମହାରାଷ୍ଟ୍ର, ମିଜୋରାମ, ଗୋଆ, କର୍ନାଟକ,…
Read More...
Read More...
୨୦୨୩ ରେ ଅନୁଷ୍ଠିତ ହେବ ଏସିଆ କପ୍।
ଦୁବାଇ, ୨୩।୫ : ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଯୋଗୁ ଏସିଆ କପ୍ର ୨୦୨୧ ସଂସ୍କରଣ ୨୦୨୩ରେ ଅନୁଷ୍ଠିତ ହେବ। ଏହି ବର୍ଷର ଏସିଆର ସବୁଠୁ ବଡ଼ କ୍ରିକେଟ ଟୁର୍ନାମେଣ୍ଟ ପ୍ରଥମେ ପାକିସ୍ତାନରେ ଅନୁଷ୍ଠିତ ହେବାର ଥିଲା। ପରେ ଏହା ଶ୍ରୀଲଙ୍କାରେ ଆୟୋଜିତ କରାଯିବା ନେଇ ଧାର୍ଯ୍ୟ ହୋଇଥିଲା। କିନ୍ତୁ…
Read More...
Read More...
ପୁଣି ଖେଳ ହେବ ଆଇପିଏଲ।
ନୂଆଦିଲ୍ଲୀ,୨୩।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଅବଶିଷ୍ଟ ମ୍ୟାଚ ସଂଯୁକ୍ତ ଆରବ ଏମିରେଟ୍ସରେ ଖେଳାଯିବାର ସମ୍ଭାବନା ରହିଛି। ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ଏହି ମ୍ୟାଚ ଖେଳାଯିବ। ଏହାପୂର୍ବରୁ ବୋର୍ଡ ଏହି ମ୍ୟାଚ ପାଇଁ ଦୁଇଟି ବିକଳ୍ପ ଉପରେ ବିଚାର କରୁଥିଲା। ଏଥିରେ ଇଂଲଣ୍ଡ ଏବଂ ୟୁଏଇ…
Read More...
Read More...
ପାଣ୍ଡିଆନଙ୍କୁ ମିଳିଲା ହକି ପ୍ରେସିଡେଣ୍ଟ ଆଓ୍ବାର୍ଡ।
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡିଶା ସରକାରଙ୍କ ଉନ୍ନତି ମୂଳକ କାର୍ଯ୍ୟର ମଙ୍ଗ ଧରିଥିବା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍) ପକ୍ଷରୁ ଶନିବାର ଏହି ପୁରସ୍କାର ପ୍ରଦାନ…
Read More...
Read More...
ଜାତୀୟ କ୍ରୀଡା ପୁରସ୍କାର ପାଇଁ ଦରଖାସ୍ତ ଆହ୍ୱାନ।
ନୂଆଦିଲ୍ଲୀ, ୨୧ା୫ (ବ୍ୟୁରୋ)-କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଦରଖାସ୍ତ ଆହ୍ବାନ କରାଯାଇଛି। କୋଭିଡ୍ ଯୋଗୁ କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ପ୍ରାର୍ଥୀମାନଙ୍କୁ ଅନ୍ଲାଇନ୍ରେ ଆବେଦନ କରିବା ଲାଗି କୁହାଯାଇଛି। ଆବେଦନର ଶେଷ ଦିବସ ଜୁନ୍ ୨୧…
Read More...
Read More...
ଶିବସୁନ୍ଦରଙ୍କୁ ମିଳିଲା ଜାତୀୟ ମହିଳା ଦଳର ଦାୟିତ୍ୱ।
ଭୁବନେଶ୍ୱର, ୧୭।୫– ଓଡ଼ିଶା କ୍ରିକେଟ ପାଇଁ ସୋମବାର ଆସିଛି ଏକ ଖୁସି ଖବର। ରାଜ୍ୟର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କ୍ରିକେଟର ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ୍ ନିଯୁକ୍ତ କରାଯାଇଛି। ଟିମ୍ ଇଣ୍ଡିଆର ପୂର୍ବତନ ଟେଷ୍ଟ ଓପନର ଇଂଲଣ୍ଡ ବିପକ୍ଷ ଆଗାମୀ ସିରିଜରେ…
Read More...
Read More...
କରୋନାରେ କ୍ରିକେଟ ଖେଳାଳି ଜାଡେଜାଙ୍କ ମୃତ୍ୟୁ।
ସୌରାଷ୍ଟ୍ର୍ୟ,୧୬।୫: ସମଗ୍ର ଦେଶ କରୋନାର ଦ୍ୱିତୀୟ ଲହର ସହିତ ଲଢୁଛି । ଏହି ମହାମାରୀ ଅନେକ ଲୋକଙ୍କୁ ନିଜ ପ୍ରିୟଜନଙ୍କଠାରୁ ଅଲଗା କର ଦେଇଛି। ଏବେ କ୍ରୀଡା ଜଗତରୁ ବଡ ଝଟ୍କା ଲାଗିଛି। ପୂର୍ବତନ ଭାରତୀୟ ଅଲରାଉଣ୍ଡର ରାଜେନ୍ଦ୍ରସିଂ ଜାଡେଜା କରୋନାରେ ପ୍ରାଣ ହରାଇଛନ୍ତି। ତାଙ୍କ ମୃତ୍ୟୁରେ…
Read More...
Read More...
ଇ°ଲଣ୍ଡ ଗ୍ରସ୍ତ ପାଇଁ ଭାରତ ମହିଳା ଦଳ ଘୋଷିତ ।
ନୂଆଦିଲ୍ଲୀ, ୧୫।୫-ଇଂଲଣ୍ଡ ବିପକ୍ଷ ୭ ମ୍ୟାଚ ବିଶିଷ୍ଟ ଟୁର୍ ପାଇଁ ଶୁକ୍ରବାର ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ ହୋଇଛି। ଶେଫାଳି ବର୍ମା ପ୍ରଥମଥରପାଇଁ ଦିନିକିଆ ଦଳରେ ସାମିଲ ହୋଇଥିବାବେଳେ ଶିଖା ପାଣ୍ଡେ ଓ ତାନିୟା ଭାଟିଆ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଝାଡ଼ଖଣ୍ଡ ଉଇକେଟ କିପର-ବ୍ୟାଟର…
Read More...
Read More...
ଟେଷ୍ଟ ରାଙ୍କି°ରେ ଭାରତ ନମ୍ବର ୧
ନୂଆଦିଲ୍ଲୀ, ୧୩।୫: ଆଇସିସି ପକ୍ଷରୁ ଗୁରୁବାର ତାଜା ଟେଷ୍ଟ ଟିମ୍ ର଼୍ୟାଙ୍କିଂ ଜାରି କରାଯାଇଛି। ଏଥିରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲିଷ୍ଟ ଭାରତ ଓ ନ୍ୟୁଜିଲାଣ୍ଡ ଯଥାକ୍ରମେ ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଭାରତୀୟ ଟିମ୍କୁ ଗୋଟିଏ ରେଟିଂ ପଏଣ୍ଟ ମିଳିଥିଲା।…
Read More...
Read More...
ନୂଆ ରୁପରେ ଆସୁଛି ପବଜୀ ଗେମ୍।
ନୂଆଦିଲ୍ଲୀ,୭।୫: ଭାରତରେ ପବ୍ଜୀ ଗେମ୍ ବହୁ ଲୋକପ୍ରିୟ। ମାତ୍ର ସୁରକ୍ଷା ଦୃଷ୍ଟିରୁ ଏହାକୁ ଗତବର୍ଷ ବ୍ୟାନ୍ କରାଯାଇଥିଲା। ଫଳରେ ଏହାର ପ୍ରଶଂସକମାନେ ନିରାଶ ହୋଇଥିଲେ। ବର୍ତ୍ତମାନ ପବ୍ଜୀର ପ୍ରଶଂସକମାନଙ୍କ ପାଇଁ ଖୁସି ଖବର। ପବ୍ଜୀ ଗେମ୍ର ନିର୍ମାଣକାରୀ କମ୍ପାନୀ ‘କ୍ରାଫ୍ଟନ’…
Read More...
Read More...