Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଖେଳ
ଶିବସୁନ୍ଦରଙ୍କୁ ମିଳିଲା ଜାତୀୟ ମହିଳା ଦଳର ଦାୟିତ୍ୱ।
ଭୁବନେଶ୍ୱର, ୧୭।୫– ଓଡ଼ିଶା କ୍ରିକେଟ ପାଇଁ ସୋମବାର ଆସିଛି ଏକ ଖୁସି ଖବର। ରାଜ୍ୟର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କ୍ରିକେଟର ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ୍ ନିଯୁକ୍ତ କରାଯାଇଛି। ଟିମ୍ ଇଣ୍ଡିଆର ପୂର୍ବତନ ଟେଷ୍ଟ ଓପନର ଇଂଲଣ୍ଡ ବିପକ୍ଷ ଆଗାମୀ ସିରିଜରେ…
Read More...
Read More...
କରୋନାରେ କ୍ରିକେଟ ଖେଳାଳି ଜାଡେଜାଙ୍କ ମୃତ୍ୟୁ।
ସୌରାଷ୍ଟ୍ର୍ୟ,୧୬।୫: ସମଗ୍ର ଦେଶ କରୋନାର ଦ୍ୱିତୀୟ ଲହର ସହିତ ଲଢୁଛି । ଏହି ମହାମାରୀ ଅନେକ ଲୋକଙ୍କୁ ନିଜ ପ୍ରିୟଜନଙ୍କଠାରୁ ଅଲଗା କର ଦେଇଛି। ଏବେ କ୍ରୀଡା ଜଗତରୁ ବଡ ଝଟ୍କା ଲାଗିଛି। ପୂର୍ବତନ ଭାରତୀୟ ଅଲରାଉଣ୍ଡର ରାଜେନ୍ଦ୍ରସିଂ ଜାଡେଜା କରୋନାରେ ପ୍ରାଣ ହରାଇଛନ୍ତି। ତାଙ୍କ ମୃତ୍ୟୁରେ…
Read More...
Read More...
ଇ°ଲଣ୍ଡ ଗ୍ରସ୍ତ ପାଇଁ ଭାରତ ମହିଳା ଦଳ ଘୋଷିତ ।
ନୂଆଦିଲ୍ଲୀ, ୧୫।୫-ଇଂଲଣ୍ଡ ବିପକ୍ଷ ୭ ମ୍ୟାଚ ବିଶିଷ୍ଟ ଟୁର୍ ପାଇଁ ଶୁକ୍ରବାର ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ ହୋଇଛି। ଶେଫାଳି ବର୍ମା ପ୍ରଥମଥରପାଇଁ ଦିନିକିଆ ଦଳରେ ସାମିଲ ହୋଇଥିବାବେଳେ ଶିଖା ପାଣ୍ଡେ ଓ ତାନିୟା ଭାଟିଆ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଝାଡ଼ଖଣ୍ଡ ଉଇକେଟ କିପର-ବ୍ୟାଟର…
Read More...
Read More...
ଟେଷ୍ଟ ରାଙ୍କି°ରେ ଭାରତ ନମ୍ବର ୧
ନୂଆଦିଲ୍ଲୀ, ୧୩।୫: ଆଇସିସି ପକ୍ଷରୁ ଗୁରୁବାର ତାଜା ଟେଷ୍ଟ ଟିମ୍ ର଼୍ୟାଙ୍କିଂ ଜାରି କରାଯାଇଛି। ଏଥିରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲିଷ୍ଟ ଭାରତ ଓ ନ୍ୟୁଜିଲାଣ୍ଡ ଯଥାକ୍ରମେ ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଭାରତୀୟ ଟିମ୍କୁ ଗୋଟିଏ ରେଟିଂ ପଏଣ୍ଟ ମିଳିଥିଲା।…
Read More...
Read More...
ନୂଆ ରୁପରେ ଆସୁଛି ପବଜୀ ଗେମ୍।
ନୂଆଦିଲ୍ଲୀ,୭।୫: ଭାରତରେ ପବ୍ଜୀ ଗେମ୍ ବହୁ ଲୋକପ୍ରିୟ। ମାତ୍ର ସୁରକ୍ଷା ଦୃଷ୍ଟିରୁ ଏହାକୁ ଗତବର୍ଷ ବ୍ୟାନ୍ କରାଯାଇଥିଲା। ଫଳରେ ଏହାର ପ୍ରଶଂସକମାନେ ନିରାଶ ହୋଇଥିଲେ। ବର୍ତ୍ତମାନ ପବ୍ଜୀର ପ୍ରଶଂସକମାନଙ୍କ ପାଇଁ ଖୁସି ଖବର। ପବ୍ଜୀ ଗେମ୍ର ନିର୍ମାଣକାରୀ କମ୍ପାନୀ ‘କ୍ରାଫ୍ଟନ’…
Read More...
Read More...
କରୋନା ପାଇଁ ଆଇପିଏଲ ସ୍ଥଗିତ।
ନୂଆଦିଲ୍ଲୀ,୪/୫(ବ୍ୟୁରୋ) : ଦେଶରେ କରୋନା ମହାମାରୀ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ଚଳିତବର୍ଷର ଆଇପିଏଲ ଟୁର୍ନାମେଣ୍ଟକୁ ସ୍ଥଗିତ ରଖାଯାଇଛି। ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ଟିମଗୁଡ଼ିକର ଅନେକ ଖେଳାଳି ଏବଂ ସଦସ୍ୟ କରୋନାରେ ସଂକ୍ରମିତ ହେବା ପରେ ଭାରତୀୟ କ୍ରିକେଟ…
Read More...
Read More...
ଵିଜୟ ସହ ପଏଣ୍ଟ ଟେବୁଲ ଶୀର୍ଷରେ ଦିଲ୍ଲୀ।
ଅହମ୍ମଦାବାଦ,୨।୫ : ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୬୭ ରନ୍ର ଚ୍ୟାଲେଞ୍ଜିଂ ଟାର୍ଗେଟ ଛିଡ଼ା କରିଥିଲା ପଞ୍ଜାବ କିଙ୍ଗ୍ସ। ହେଲେ ପୃଥ୍ବୀ ଶ’ ଓ ଶିଖର ଧାଓ୍ବନ ଓପନିଂ ଯୋଡ଼ି ଏହାକୁ ଅତି ସାଧାରଣ ସ୍କୋରରେ ପରିଣତ କରି ଦେଇଥିଲା। ଦୁହେଁ ପାଓ୍ବରପ୍ଲେରେ ଯୋଡ଼ିଥିଲେ ୬୩ ରନ୍। ପୃଥ୍ବୀ (୩୯)…
Read More...
Read More...
ପୋଲାର୍ଡ ଛଡାଇନେଲେ ମ୍ୟାଚ।
ନୂଆଦିଲ୍ଲୀ,୧।୫ : କେହି ଅଟକାଇ ପାରିଲେ ନାହିଁ କିରନ ପୋଲାର୍ଡଙ୍କ ଝଡ଼କୁ। ସାମ୍ନାରେ ୨୧୯ ରନ୍ର ବିଶାଳ ବିଜୟ ଲକ୍ଷ୍ୟ ଓ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ସତ୍ତ୍ୱେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)କୁ ୪ ଉଇକେଟରେ ହରାଇ ଦେଇଛି ମୁମ୍ବାଇ ଇଣ୍ଡିଆନ୍ସ। ମ୍ୟାଚ୍ରେ କିଛି ଏଭଳି…
Read More...
Read More...
ପୃଥ୍ବୀ ଶଙ୍କ ଧୂଆଁଧାର ବ୍ୟାଟିଂ। ସହଜରେ ଜିତିଲା ଦିଲ୍ଲୀ।
ଅହମ୍ମଦାବାଦ୍,୨୯।୪ : ସାମ୍ନାରେ ଥିଲା ୧୫୫ ରନ୍ର ଚ୍ୟାଲେଞ୍ଜିଂ ବିଜୟ ଲକ୍ଷ୍ୟ। କିନ୍ତୁ ଏହାକୁ ଅତି ସାଧାରଣ ଟାର୍ଗେଟରେ ପରିଣତ କରି ଦେଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ ଓପନର ପୃଥ୍ବୀ ଶ’ଙ୍କ ଆଟାକିଂ ବ୍ୟାଟିଂ। ସେ ପ୍ରଥମ ଓଭରରେ ଶିଭମ ମାଭିଙ୍କୁ ଲଗାଇଥିଲେ କ୍ରମାଗତ ୬ ଚୌକା। ହଜାଇ ଦେଲେ…
Read More...
Read More...
ରାଜସ୍ଥାନକୁ ୭ ଓ୍ବିକେଟରେ ହରାଇଲା ମୁମ୍ବାଇ।
ନୂଆଦିଲ୍ଲୀ,୨୯।୪ : କୁଇଣ୍ଟନ ଡି’ କକ୍ଙ୍କ ଅପରାଜିତ ୭୦ ରନ୍ର ଇନିଂସ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳର ଏହା ୩ୟ ବିଜୟ। ଦଳ ଏବେ ୬ ପଏଣ୍ଟ ସହ ଅଙ୍କ ତାଲିକାରେ ପୂର୍ବ ଭଳି ଚତୁର୍ଥ ସ୍ଥାନରେ ରହିଛି।
ପ୍ରଥମ…
Read More...
Read More...