Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଖେଳ
ଗୋଟିଏ ଓଭରରେ ୬ଟି ଛକା ମାରି ରେକର୍ଡ କଲେ।
କଲମ୍ବୋ,୨୯।୩ : ଅଲରାଉଣ୍ଡର ଥିସାରା ପେରେରା ଶ୍ରୀଲଙ୍କାର ପ୍ରଥମ ଖେଳାଳି ଭାବେ ଗୋଟିଏ ଓଭରରେ ଲଗାଇଛନ୍ତି ୬ଟି ଛକା। ୩୧ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ ସୋମବାର ଖେଳାଯାଇଥିବା ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚ୍ରେ ୧୩ଟି ବଲର ସମ୍ମୁଖୀନ ହୋଇ ଖେଳିଛନ୍ତି ୫୨ ରନ୍ର ବିସ୍ଫୋରକ…
Read More...
Read More...
ଅଲିମ୍ପିକ୍ କ୍ୱାଲିଫାଏର୍ କିଟ୍ ଛାତ୍ରୀ ଭବାନୀଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା । କିଟ୍ ମୋ ପାଇଁ ଶୁଭଙ୍କର:…
ଭୁବନେଶ୍ୱର,୨୫ ।୩(ଓଡ଼ିଆ ନ୍ୟୁଜ): ଟୋକିଓ ଅଲିମ୍ପିକ୍ ପାଇଁ ଅସିଚାଳନାରେ କ୍ୱାଲିଫାଏ କରିଥିବା କିଟ୍ ଛାତ୍ରୀ ସି ଏ ଭବାନୀ ଦେବୀଙ୍କୁ କିଟ୍ ଓ କିସ୍ ପକ୍ଷରୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଛି । ଅସି ଚାଳନାରେ ଅଲିମ୍ପିକ୍ କ୍ୱାଲିଫାଏ କରିବାରେ ଭବାନୀ ହେଉଛନ୍ତି ପ୍ରଥମ ଭାରତୀୟ ।…
Read More...
Read More...
ଟିମ୍ ଇଣ୍ଡିଆ ବିଜୟୀ।
ପୁଣେ,୨୩।୩: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ବିଜୟ ସହ ଦିନିକିଆ ସିରିଜ୍ ଆରମ୍ଭ କରିଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ କ୍ରିକେଟରେ ଖେଳାଯାଇଥିବା ପ୍ରଥମ ଦିନିକିଆକୁ ୬୬ ରନ୍ରେ ଜିତି ନେଇଛି ଭାରତୀୟ ଦଳ। ଏଥି ସହିତ ଘରୋଇ ଦଳ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ…
Read More...
Read More...
କିଟରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍ ଚାମ୍ପିଅନସିପ ଉଦଘାଟିତ ସମସ୍ତ ମ୍ୟାଚ୍ କିଟ୍ ବିଜୁ ପଟ୍ଟନାୟକ ଇନଡୋର…
ଭୁବନେଶ୍ୱର, ୫ ।୩(ଓଡ଼ିଆ ନ୍ୟୁଜ): କିଟ୍ର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମ୍ଠାରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍ (ପୁରୁଷ ଓ ମହିଳା) ଚାମ୍ପିଅନସିପ ୨୦୨୦-୨୧ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଭାରତୀୟ ଭଲିବଲ୍ ସଂଘ (ଭିଏଫଆଇ) ତତ୍ତ୍ୱାବଧାନରେ ୧୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି…
Read More...
Read More...
୫ରୁ କିଟ୍ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମରେ ୬୯ତମ ବରିଷ୍ଠ ଜାତୀୟ ଭଲବଲ ଚାମ୍ପିଅନସିପ
ଭୁବନେଶ୍ୱର, : ମାର୍ଚ୍ଚ ୫ରୁ କିଟର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମଠାରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍ (ପୁରୁଷ ଓ ମହିଳା) ଚାମ୍ପିଅନସିପ ୨୦୨୦-୨୧ ଅନୁଷ୍ଠିତ ହେବାକୁ ଯାଉଛି। ଭାରତୀୟ ଭଲିବଲ ସଂଘ (ଭିଏଫ୍ଆଇ) ତତ୍ତ୍ୱାବଧାନରେ ମାର୍ଚ୍ଚ ୫ରୁ ୧୧ତାରିଖ ପର୍ଯ୍ୟନ୍ତ ଏହି ଚାମ୍ପିଅନସିପ…
Read More...
Read More...
ସହୀଦ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ସଚିବାଳୟ କର୍ମଚାରୀ ଟିମ୍ ଚମ୍ପିୟାନ।
ଭୁବନେଶ୍ୱର,୨୮/୨- ସହୀଦ ଭଗତ ସି° ଯୁବ ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ସହୀଦ କପ୍-୨୦୨୧ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱର ମିଡ଼ିଆ ସ୍ପୋର୍ଟସ୍ କ୍ଲବକୁ ହରାଇ ସଚିବାଳୟ କର୍ମଚାରୀ ଟିମ୍ ଚମ୍ପିୟାନ ହୋଇଛି।
ରବିବାର ସକାଳ ୮ ଟାରେ ନୟାପଲ୍ଲୀ ସ୍ଥିତ ଏନ୍ ୬ ପଡିଆରେ ଆରମ୍ଭ ହୋଇଥିବା ଏହି…
Read More...
Read More...
ରଂଜନ ଜେନା ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ। ମା ତାରିଣୀ ୟୁଥକ୍ଲବ ଚମ୍ପିୟାନ।
ଭୁବନେଶ୍ୱର : ନୀଳାଦ୍ରି ବିହାର ଦୁର୍ଗା ପଡିଆ ଠାରେ ଚାଲିଥିବା ରଂଜନ ଜେନା ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ଏଥିରେ ନିୟୁ ଷ୍ଟାରକୁ ହରାଇ ମା ତାରିଣୀ ୟୁଥକ୍ଲବ ଚମ୍ପିୟାନ ହୋଇଛି।
ପୂର୍ବତନ କର୍ପୋରେଟର ସ୍ବର୍ଗତ ର°ଜନ ଜେନାଙ୍କ ସ୍ମୃତି ଉଦ୍ଦେଶ୍ୟରେ ନୀଳାଦ୍ରି…
Read More...
Read More...
୧୩ରୁ ରଞ୍ଜନ ଜେନା ମେମୋରିୟାଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ।
ଭୁବନେଶ୍ୱର : ନୀଳାଦ୍ରି ବିହାର ଦୁର୍ଗାପଡିଆ ଠାରେ ପୂର୍ବତନ କର୍ପୋରେଟର ସ୍ୱର୍ଗତ ରଞ୍ଜନ କୁମାର ଜେନାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆସନ୍ତା ୧୩ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ରଞ୍ଜନ ଜେନା ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଏହାକୁ ଚନ୍ଦ୍ରଶେଖରପୁର ପ୍ରିମିୟର ଲିଗ୍ ଭାବରେ ନାମକରଣ…
Read More...
Read More...
ଅଲମ୍ପିକ ଭିଲେଜରେ କ୍ରୀଡାବିତ୍ ସେକ୍ସ, ପାର୍ଟି ଓ ସପି° କରିପାରିବେ ନାହିଁ।
ଟୋକିଓ,୪।୨: ଟୋକିଓ ଅଲିମ୍ପିକ୍ସରେ ଭାଗ ନେଉଥିବା କ୍ରୀଡ଼ାବିତ୍ଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି। ଅଲିମ୍ପିକ୍ସ ଭିଲେଜରେ କ୍ରୀଡ଼ାବିତମାନେ ସେକ୍ସ, ପାର୍ଟି, ସପିଂ କରିପାରିବେ ନାହିଁ। ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି(ଆଇଓସି) ବୁଧବାର ଏନେଇ ସ୍ପଷ୍ଟ କରିଛି। ସୂଚନା ଯୋଗ୍ୟ, ଟୋକିଓରେ…
Read More...
Read More...
ଭାରତରେ ଏପ୍ରିଲ ୧୧ ରୁ ଆଇପିଏଲ ଆରମ୍ଭ।
ମୁମ୍ବାଇ,୧/୨(ବ୍ୟୁରୋ): ଏଥର ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପରବର୍ତ୍ତୀ ସଂସ୍କରଣ ଭାରତରେ ଆୟୋଜନ ହେବା ସ୍ପଷ୍ଟ ହୋଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏ ନେଇ ଯୋଜନା ପ୍ରସ୍ତୁତ କରିଛି। ଆଇପିଏଲ୍ ପାଇଁ ବୋର୍ଡ ମୁମ୍ବାଇ ଓ ପୁଣେ ସହର ମଧ୍ୟରେ ୫ଟି…
Read More...
Read More...