Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଖେଳ
୫ ଓ୍ବିକେଟରେ ଜିତିଲା ଇଣ୍ଡିଆ
ମୁମ୍ବାଇ : ଅଷ୍ଟ୍ରେଲିଆ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲାକୁ ଭାରତ ୫ ଉଇକେଟରେ ଜିତି ନେଇଛି। ବ୍ୟାଟ୍ସମ୍ୟାନ୍ କେ.ଏଲ୍ ରାହୁଲ ମ୍ୟାଚ୍ର ହିରୋ ସାଜି କଠିନ ପରିସ୍ଥିତିରୁ ଦଳକୁ ବିଜୟୀ କରିବାରେ ସଫଳ ହୋଇଛନ୍ତି।
ମ୍ୟାଚ୍ରେ…
Read More...
Read More...
ସୈାରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ଵ
ନୂଆଦିଲ୍ଲୀ : ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ୱ ମିଳିଛି। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସର ‘ଡାଇରେକ୍ଟର ଅଫ୍ କ୍ରିକେଟ୍’ ନିଯୁକ୍ତ କରାଯାଇଛି। ଗାଙ୍ଗୁଲି ଦିଲ୍ଲୀ ଫ୍ରାଞ୍ଚାଇଜରେ ଯୋଗ ଦେଇସାରିଛନ୍ତି ଏବଂ ଦିଲ୍ଲୀର ତାଲିମ ଶିବିରରେ ମଧ୍ୟ ଉପସ୍ଥିତ ଅଛନ୍ତି,…
Read More...
Read More...
ଆଇସିସି ଟେଷ୍ଟ ଚାମ୍ପିୟନସିପ ଫାଇନାଲରେ ଭାରତ
ଅହମ୍ମଦାବାଦ୍ : ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ପ୍ରବେଶ କରିଛି ଭାରତ। ଲଗାତର ଦ୍ୱିତୀୟ ଥର ପାଇଁ ଭାରତ ଏହି ଉପଲବ୍ଧି ହାସଲ କରିଛି। ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲାଣ୍ଡର ରୋମାଞ୍ଚକର ବିଜୟ ସହିତ ଫାଇନାଲରେ ଭାରତର ସ୍ଥାନ ନିଶ୍ଚିତ ହୋଇଛି। ଅଷ୍ଟ୍ରେଲିଆ ଫାଇନାଲରେ…
Read More...
Read More...
ଟେଷ୍ଟ କ୍ରିକେଟରେ ବିରାଟଙ୍କ ୭୫ ତମ ଶତକ
ନୂଆଦିଲ୍ଲୀ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୪୮୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତର ବ୍ୟାଟିଂ ଜାରି ରହିଛି। ରବିବାର…
Read More...
Read More...
ମୁମ୍ବାଇ ଇଣ୍ଡିଆନ୍ସର ଦ୍ବିତୀୟ ବିଜୟ
ମୁମ୍ବାଇ : ହିଲି ମାଥ୍ୟୁସଙ୍କ ଅଲ୍ରାଉଣ୍ଡ ପ୍ରଦର୍ଶନ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ମହିଳା ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍)ରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…
Read More...
Read More...
ସେମିଫାଇନାଲରେ ଭାରତୀୟ ମହିଳା ଟିମ୍
ଦକ୍ଷିଣ ଆଫ୍ରିକା : ଚଳିତ ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପର ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ଡକ୍ଓ୍ବର୍ଥ ଲୁଇସ ନିୟମରେ ଆୟର୍ଲାଣ୍ଡକୁ ୫ ରନରେ ପରାସ୍ତ କରିଛି। ଏଥିସହ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୫ ରନ…
Read More...
Read More...
କ୍ରିକେଟର ସବୁ ଫର୍ମାଟରେ ଭାରତ ନମ୍ବର ଓ୍ବାନ୍
ନୂଆଦିଲ୍ଲୀ : ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଟିମ୍ ଏଠାରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାଜିତ କରିଛି। ଏହାପରେ ଦଳ ଆଇସିସି ର଼୍ୟାଙ୍କିଙ୍ଗର ସମସ୍ତ ତିନୋଟି ଫର୍ମାଟରେ ବିଶ୍ୱର ଏକ ନମ୍ବର ଦଳ ହୋଇଛି।…
Read More...
Read More...
ଓଡ଼ିଶା ଖେଳାଳୀଙ୍କୁ କିଣିଲେନି କୈାଣସି ଦଳ
ଭୁବନେଶ୍ୱର : ଓମେନ୍ସ ପ୍ରିମିୟର ଲିଗ୍(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ୮୭ ଖେଳାଳିଙ୍କ ନିଲାମ ହୋଇଥିବା ବେଳେ ଜଣେ ବି ଓଡ଼ିଶା ଖେଳାଳି ବିକ୍ରି ହୋଇ ନାହାନ୍ତି। ଓଡ଼ିଶାର ସମୁଦାୟ ୮ ଜଣ ଖେଳାଳି ଏହି ନିଲାମୀରେ ସାମିଲ ଥିଲେ। ଓଡ଼ିଶା କ୍ରିକେଟ ଆସୋସିଏସନ ପକ୍ଷରୁ ମାଧୁରୀ ମେହେଟା,…
Read More...
Read More...
ସରିଲା ଓମେନ୍ସ ପ୍ରିମିୟମ ଲିଗ୍ ନିଲାମୀ
ମୁମ୍ବାଇ,୧୪ା୨ : ଓମେନ୍ସ ପ୍ରିମିୟର ଲିଗ୍(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ଖେଳାଳିଙ୍କ ନିଲାମୀ ଶେଷ ହୋଇଛି। ୯୦ଟି ସ୍ଲଟ ପାଇଁ ୪୦୯ ଖେଳାଳିଙ୍କ ନିଲାମୀ ହୋଇଥିଲା। ୨୪୬ ଜଣ ଭାରତୀୟ ଏବଂ ୧୬୩ ବିଦେଶୀ ଖେଳାଳିଙ୍କୁ ନେଇ ନିଲାମୀ ସମ୍ପନ୍ନ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ, ରୟାଲ…
Read More...
Read More...
ପାକିସ୍ଥାନକୁ ହରାଇଲା ଭାରତ
କେପ୍ ଟାଉନ, ୧୨।୨: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ୭ ଉଇକେଟରେ ପରାସ୍ତ କରିଛି। ପାକିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୪୯ ରନ୍ କରିଥିବା ବେଳେ ଭାରତ ୧୯ ଓଭରରେ ୩ ଉଇକେଟ ହରାଇ ୧୫୧ ରନ୍ ସଂଗ୍ରହ କରି ନେଇଥିଲା।…
Read More...
Read More...