banner
Breaking
Browsing Category

ଖେଳ

ସେମିଫାଇନାଲରେ ଭାରତୀୟ ମହିଳା ଟିମ୍

ଦକ୍ଷିଣ ଆଫ୍ରିକା : ଚଳିତ ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପର ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ଡକ୍‌ଓ୍ବର୍ଥ ଲୁଇସ ନିୟମରେ ଆୟର୍ଲାଣ୍ଡକୁ ୫ ରନରେ ପରାସ୍ତ କରିଛି। ଏଥିସହ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୫ ରନ…
Read More...

କ୍ରିକେଟର ସବୁ ଫର୍ମାଟରେ ଭାରତ ନମ୍ବର ଓ୍ବାନ୍

ନୂଆଦିଲ୍ଲୀ : ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଟିମ୍‌ ଏଠାରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାଜିତ କରିଛି। ଏହାପରେ ଦଳ ଆଇସିସି ର଼୍ୟାଙ୍କିଙ୍ଗର ସମସ୍ତ ତିନୋଟି ଫର୍ମାଟରେ ବିଶ୍ୱର ଏକ ନମ୍ବର ଦଳ ହୋଇଛି।…
Read More...

ଓଡ଼ିଶା ଖେଳାଳୀଙ୍କୁ କିଣିଲେନି କୈାଣସି ଦଳ

ଭୁବନେଶ୍ୱର : ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ୮୭ ଖେଳାଳିଙ୍କ ନିଲାମ ହୋଇଥିବା ବେଳେ ଜଣେ ବି ଓଡ଼ିଶା ଖେଳାଳି ବିକ୍ରି ହୋଇ ନାହାନ୍ତି। ଓଡ଼ିଶାର ସମୁଦାୟ ୮ ଜଣ ଖେଳାଳି ଏହି ନିଲାମୀରେ ସାମିଲ ଥିଲେ। ଓଡ଼ିଶା କ୍ରିକେଟ ଆସୋସିଏସନ ପକ୍ଷରୁ ମାଧୁରୀ ମେହେଟା,…
Read More...

ସରିଲା ଓମେନ୍ସ ପ୍ରିମିୟମ ଲିଗ୍ ନିଲାମୀ

ମୁମ୍ବାଇ,୧୪ା୨ : ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ଖେଳାଳିଙ୍କ ନିଲାମୀ ଶେଷ ହୋଇଛି। ୯୦ଟି ସ୍ଲଟ ପାଇଁ ୪୦୯ ଖେଳାଳିଙ୍କ ନିଲାମୀ ହୋଇଥିଲା। ୨୪୬ ଜଣ ଭାରତୀୟ ଏବଂ ୧୬୩ ବିଦେଶୀ ଖେଳାଳିଙ୍କୁ ନେଇ ନିଲାମୀ ସମ୍ପନ୍ନ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ, ରୟାଲ…
Read More...

ପାକିସ୍ଥାନକୁ ହରାଇଲା ଭାରତ

କେପ୍‌ ଟାଉନ, ୧୨।୨: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ୭ ଉଇକେଟରେ ପରାସ୍ତ କରିଛି। ପାକିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୪୯ ରନ୍‌ କରିଥିବା ବେଳେ ଭାରତ ୧୯ ଓଭରରେ ୩ ଉଇକେଟ ହରାଇ ୧୫୧ ରନ୍‌ ସଂଗ୍ରହ କରି ନେଇଥିଲା।…
Read More...

ଗୋଟିଏ ଇନି°ସ ଓ ୧୩୨ ଧନରେ ଜିତିଲା ଭାରତ

ନାଗପୁର,୧୧।୨ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୋଟିଏ ଇନି°ସ ଓ ୧୩୨ ରନରେ ଟିମ୍‌ ଇଣ୍ଡିଆ ଜିତିଛି। ଏହି ବିଜୟ ସହିତ ଭାରତ ଚାରି ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ନାଗପୁରର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୧୭୭ ରନ ସଂଗ୍ରହ କରିଥିଲା।…
Read More...

ହାଇଦ୍ରାବାଦକୁ ହରାଇଲା ଓଡ଼ିଆ ଏଫସି

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଡିଆନ୍‌ ସୁପର ଲିଗ୍‌ର ଏକ ମ୍ୟାଚ୍‌ରେ ନିମ୍‌ ଦୋର୍ଜିଙ୍କ ଆତ୍ମଘାତୀ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ହାଇଦ୍ରାବାଦ ଏଫ୍‌ସିକୁ ୩-୧ରେ ପରାସ୍ତ କରି ଓଡିଶା ଏଫ୍‌ସି(ଓଏଫ୍‌ସି) ୩ ପଏଣ୍ଟ ଅର୍ଜନ କରିଛି। ଫଳରେ ୧୮ ମ୍ୟାଚ୍‌ରୁ ୧୦ ବିଜୟ ସହିତ…
Read More...

କର୍ପୋରେଟ୍ ବ୍ୟାଡ଼୍‌ମିଣ୍ଟନ୍ ଚମ୍ପିୟନ୍‌ସିପ୍ ‘ଲେଟସ୍ ସଟ୍ଟଲ’ ଉଦ୍‌ଘାଟିତ

ଭୁବନେଶ୍ୱର : ରେଡ଼ିଓ ଚକୋଲେଟ୍ ଓ ସମ୍ବାଦ ଡ଼ିଜିଟାଲ ତରଫରୁ ଆୟୋଜିତ ସର୍ବବୃହତ୍ କର୍ପୋରେଟ୍ ବ୍ୟାଡ଼୍‌ମିଣ୍ଟନ୍ ଚମ୍ପିୟନ୍‌ସିପ୍ ‘ଲେଟସ୍ ସଟ୍ଟଲ୍‌’ ଉଦ୍‌ଘାଟିତ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ରେଲୱେ ଇଣ୍ଡୋର୍ ଷ୍ଟାଡ଼ିୟମ୍‌ଠାରେ ଏହି ଟୁର୍ଣ୍ଣାମେଣ୍ଟ ୧୦ ଫେବୃଆରୀରୁ ୧୨ ଫେବୃଆରୀ ପର୍ଯ୍ୟନ୍ତ…
Read More...

ଆଜିଠାରୁ ଆଇସିସି ମହିଳା ଟି୨୦ ବିଶ୍ବକପ

କେପ୍‌ ଟାଉନ୍‌, ୧୦ା୨ :ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ଏଠାରେ ଶୁକ୍ରବାରଠାରୁ ଆରମ୍ଭ ହେବ। ପ୍ରତିଯୋଗିତାରେ ଅଷ୍ଟ୍ରେଲିଆ ଆଧିପତ୍ୟ ବିସ୍ତାର କରିବାକୁ ଚାହିଁବ। ଭାରତ ଓ ଇଂଲଣ୍ଡ ସମେତ ଅନ୍ୟ କେତୋଟି ଦଳ ତାହା କରାଇ ଦେବାକୁ ଚାହିଁବେ ନାହିଁ। ଆଇସିସି ମହିଳା ଟି୨୦ କ୍ରିକେଟ…
Read More...

ଟସ୍ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତି

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ସୂର୍ଯ୍ୟକୁମାର ଯାଦବ ଏବଂ କେ.ଏସ ଭରତ ଏହି ମ୍ୟାଚ୍‌ରେ ଡେବ୍ୟୁ କରିଛନ୍ତି।…
Read More...