Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଖେଳ
ଘରକୁ ଫେରିଲେ ଗାଙ୍ଗୁଲି।
କୋଲକାତା,୩୧।୧: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ କ୍ୟାପଟେନ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଘରକୁ ଫେରିଛନ୍ତି। ସେ ଗୋଟିଏ ସପ୍ତାହ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି। ଡାକ୍ତରଙ୍କ ମତରେ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଠିକ୍ ଅଛି।
ଗାଙ୍ଗୁଲି…
Read More...
Read More...
ସୌରଭ ଗାଙ୍ଗୁଲି ଅସୁସ୍ଥ।
କୋଲକାତା : ବିବିସିଆଇ ଅଧ୍ୟକ୍ଷ କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ବୁଧବାର ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ଲାଗି ଆପୋଲୋ ହସସ୍ପିଟାଲ ଭର୍ତ୍ତି କରାଯାଇଛି। ଜାନୁୟାରୀ ୨ରେ ଛାତିରେ ଯନ୍ତ୍ରଣା ଯୋଗୁ ତାଙ୍କୁ ଉଡ୍ଲାଣ୍ଡ୍ ହସ୍ପିଟାଲରେ…
Read More...
Read More...
ଫେବୃଆରୀ ୧୮ରେ ଆଇପିଏଲ ନିଲାମ।
ଭୁବନେଶ୍ୱର, ୨୩।୧: କରୋନା କଟକଣା ମଧ୍ୟରେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୧୩ତମ ସଂସ୍କରଣର ସ୍ମୃତି ମନରେ ତାଜା ରହିଥିବାବେଳେ ୧୪ତମ ସଂସ୍କରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗତ ବୁଧବାର ଅଂଶଗ୍ରହଣକାରୀ ୮ଟି ଦଳ କେଉଁ ଖେଳାଳିଙ୍କୁ…
Read More...
Read More...
ଭୁବନେଶ୍ୱର ମେଡିଆ ସ୍ପୋର୍ଟସ କ୍ଲବର ଜର୍ସି ଉନ୍ମୋଚିତ
ଭୁବନେଶ୍ୱର,୬/୧୨ - କ୍ରୀଡା ଆମୋଦ ପ୍ରମୋଦ ପ୍ରଦାନ କରିବା ସହିତ ବନ୍ଧୁତ୍ୱ ସ୍ଥାପନ କରିବାରେ ପ୍ରମୁଖ ଭୂମିକା ନିଭାଇଥାଏ। ଦେଶ ଦେଶ, ରାଜ୍ୟ ରାଜ୍ୟ , ଜାତି ,ବର୍ଣ୍ଣ, ଧର୍ମ ନିର୍ବିଶେଷରେ ସମସ୍ତଙ୍କୁ ଭାଇଚାରାର ବନ୍ଧନରେ ବାନ୍ଧି ରଖେ। ମଣିଷର କ୍ଲାନ୍ତ, ଦୁଖଃ, ଆବସାଦ ମେଣ୍ଟାଇବା…
Read More...
Read More...
ପ୍ରଥମ ଟି ୨୦ ଜିତିଲା ଭାରତ।
କାନବେରା, ୪।୧୨- ଦିନିକିଆ ସିରିଜ୍ରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିବା ଭାରତୀୟ ଦଳ ବିଜୟ ସହ ଟି୨୦ ସିରିଜ୍ ଆରମ୍ଭ କରିଛି। ଏଠାରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍କୁ ୧୧ ରନ୍ରେ ଜିତି ନେଇଛି ଭାରତୀୟ ଦଳ। ଏହି ବିଜୟ ସହ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୧-୦ ବ୍ୟବଧାନର ଅଗ୍ରଣୀ ହାସଲ…
Read More...
Read More...
ବିସିସିଆଇ ପ୍ୟାନେଲରେ ଦୁଇ ଓଡିଆ ଖେଳାଳି।
ନୂଆଦିଲ୍ଲୀ, ୧୬ା୧୧- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ନ୍ୟାଶନାଲ ସିଲେକ୍ସନ ପ୍ୟାନେଲ ନୂଆରୂପ ନେବାକୁ ଯାଉଛି। ଖାଲି ପଡ଼ିଥିବା ପଦବୀଗୁଡ଼ିକ ଲାଗି ପୂର୍ବାଞ୍ଚଳରୁ ଓଡ଼ିଶାର ଶିବ ସୁନ୍ଦର ଦାସ, ଉତ୍ତରାଞ୍ଚଳରୁ ଚେତନ ଶର୍ମା ଓ ମନିନ୍ଦର ସିଂ ଏବଂ ପଶ୍ଚିମାଞ୍ଚଳରୁ ଅଜିତ…
Read More...
Read More...
ଆଜି ଆଇପିଏଲର ଶେଷ ମହାସମର। ଟସ୍ ଜିତି ବ୍ୟାଟିଂ କରିବ ଦିଲ୍ଲୀ।
ଦୁବାଇ,୧୦/୧୧(ବ୍ୟୁରୋ): ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଇତିହାସରେ ସବୁଠାରୁ ରୋଚକ ଓ ପ୍ରତିଦ୍ବନ୍ଦ୍ବିତାମୂଳକ ଟୁର୍ଣ୍ଣାମେଣ୍ଟର ଯବନିକା ପଡ଼ିବାକୁ ଯାଉଛି। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମଠାରେ ଆଜି ଆଇପିଏଲର ଶେଷ ମ୍ୟାଚ୍ ଅର୍ଥାତ ଫାଇନାଲ ମ୍ୟାଚ ଖେଳାଯାଉଛି ।…
Read More...
Read More...
ବାଙ୍ଗାଲୋରକୁ ୫ଓ୍ବିକେଟରେ ହରାଇଲା ହାଇଦ୍ରାବାଦ।
ଶାରଜା: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଶନିବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଡେଭିଡ୍ ଓ୍ବାର୍ନରଙ୍କ ନେତୃତ୍ୱଧୀନ ସନରାଇଜର୍ସ ହାଇଦ୍ରାବାଦ ୩୫ ବଲ ବାକି ଥାଇ ୫ ଉଇକେଟରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା…
Read More...
Read More...
କଲିକତାକୁ ହରାଇଲା ମୁମ୍ବାଇ।
ଆବୁଧାବି, ୧୭।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ସହଜ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷକୁ ପୁଣି ଫେରିଛି। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ଦଳ କୋଲକାତା ନାଇଟ ରାଇଡର୍ସକୁ ୮ ଉଇକେଟରେ ପରାସ୍ତ କରିଛି। କୋଲକାତା…
Read More...
Read More...
ଦିଲ୍ଲୀକୁ ହରାଇ ମୁମ୍ବାଇ ଶୀର୍ଷରେ।
ଆବୁଧାବି : ଚଳିତ ଆଇପିଏଲରେ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନ ହାସଲ କରିବା ପାଇଁ ମୁମ୍ବଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଛକାପଞ୍ଝା ଚାଲିଛି। ରବିବାର ୨ୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ୱିକେଟରେ ପରାସ୍ତକରି ମୁମ୍ବଇ ଇଣ୍ଡିଆନ୍ସ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ମୁମ୍ବଇ…
Read More...
Read More...