banner
Breaking
Browsing Category

ଖେଳ

ହାଇଦ୍ରାବାଦ ଠାରୁ ୩୭ ରନରେ ହାରିଲା ଚେନ୍ନାଇ।

ଦୁବାଇ, ୧୧।୧୦(ବ୍ୟୁରୋ): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୫ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୩୭ ରନରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାର…
Read More...

ପଞ୍ଜାବକୁ ୬୯ ରନରେ ହରାଇଲା ହାଇଦ୍ରାବାଦ।

ଦୁବାଇ, ୯।୧୦: ଅଧିନାୟକ ଡେଭିଡ ଓ୍ବାର୍ନର ଓ ଜନି ବେୟାରଷ୍ଟୋଙ୍କ ଶତକୀୟ ଭାଗୀଦାରି ପରେ ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଯୋଗୁ ସନ୍‌ରାଇଜର୍ସ ହାଇଦ୍ରାବାଦ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଗୁରୁବାର ମ୍ୟାଚରେ ୬୯ ରନରେ କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ପରାସ୍ତ କରିଛି। ସନ୍‌ରାଇଜର୍ସ ୨୦ ଓଭରରେ ୬…
Read More...

ଚେନାଇକୁ ୧୦ ରନରେ ହରାଇଲା କଲିକତା।

ଆବୁଧାବି, ୮।୧୦:  ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୧୦ ରନରେ ଚେନ୍ନାଇ ସୁପରକିଙ୍ଗ୍ସକୁ ପରାସ୍ତ କରିଛି। କୋଲକାତା ପ୍ରଥମେ ବ୍ୟାଟିଂ କରି ୧୬୭ ରନରେ ଅଲଆଉଟ ହୋଇଥିବାବେଳେ ଚେନ୍ନାଇ ୨୦ ଓଭରରେ ୫ ଉଇକେଟ ହରାଇ ୧୫୭ ରନ କରିବାକୁ ସକ୍ଷମ ହୋଇଥିଲା। ଶେଷ…
Read More...

ଚେନ୍ନାଇର ଜବରଦସ୍ତ ବିଜୟ। ୧୦ ଓ୍ବିକେଟରେ ହାରିଲା ପଞ୍ଜାବ

ଦୁବାଇ, ୫।୧୦- କ୍ରମାଗତ ୩ଟି ମ୍ୟାଚରେ ପରାଜୟ ପରେ ପୂର୍ବତନ ଚାମ୍ପିୟନ ଚେନ୍ନାଇ ସୁପରକିଙ୍ଗ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ରବିବାର ବିଜୟ ସ୍ବାଦ ଚାଖିଛି। ଦୁଇ ଓପନର ଶେନ ଓ୍ବାଟସନ ଓ ଫାଫ୍‌ ଡୁପ୍ଲେସିଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଦଳ କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ୧୦ ଉଇକେଟରେ…
Read More...

ହାଇଦ୍ରାବାଦକୁ ୩୪ ରନରେ ହରାଇଲା ମୁମ୍ବାଇ।

ଶାରଜା, ୪।୧୦: ଚଳିତ ଆଇପିଏଲ୍‌ର ୧୭ତମ ମୁକାବିଲାରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ ଅପରାହ୍ନରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ…
Read More...

ସିଏସକେକୁ ହରାଇଲା ହାଇଦ୍ରାବାଦ।

ଦୁବାଇ, ୩।୧୦-ଏକାଧିକ କ୍ୟାଚ ଡ୍ରପ୍‌ ଏବଂ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଚେନ୍ନାଇ ସୁପରକିଙ୍ଗ୍ସ ପାଇଁ ମହଙ୍ଗା ପଡ଼ିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଦଳ ସନ୍‌ରାଇଜର୍ସ ହାଇଦ୍ରାବାଦ ନିକଟରୁ ୭ ରନରେ ପରାଜିତ ହୋଇଛି। ୧୬୫ ରନ ବିଜୟ ଲକ୍ଷ୍ୟର ପିଛା କରି ମହେନ୍ଦ୍ର ସିଂ ଧୋନୀଙ୍କ…
Read More...

ଦିଲ୍ଲୀକୁ ୧୫ ରନରେ ହରାଇଲା ହାଇଦ୍ରାବାଦ।

ଆବୁଧାବି : ଆଇପିଏଲ୍‌ର ମଙ୍ଗଳବାର ସନ୍‌ରାଇଜର୍ସ ହାଇଦରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମଧ୍ୟରେ ଖେଳାଯାଇ ଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍‌ସକୁ ୧୫ ରନରେ ପରାସ୍ତ କରିଛି ସନ୍‌ରାଇଜର୍ସ ହାଇଦରାବାଦ। ଆଜିର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି…
Read More...

ରୋମାଞ୍ଚକର ମ୍ୟାଚ; ସୁପର ଓଭରରେ ଜିତିଲା ଆରସିବି।

ଦୁବାଇ, ୨୯।୯: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ସୋମବାର ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସୁପର ଓଭରରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବିର ନବଦୀପ ସଇନୀଙ୍କ ଓଭରରୁ ମୁମ୍ବାଇ ଇଣ୍ଡିଆନ୍ସ ୭ ରନ ସଂଗ୍ରହ କରିଥିଲା। ୮ ରନ ବିଜୟ…
Read More...

ହାଇସ୍କୋରି° ମ୍ୟାଚରେ ରାଜସ୍ଥାନର ଦମଦାର ବିଜୟ।

ଶାରଜା,୨୮।୯(ବ୍ୟୁରୋ): ଶାରଜା କ୍ରିକେଟ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଏକ ହାଇସ୍କୋରିଂ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦମ୍‌ଦାର ପ୍ରଦର୍ଶନ କରି କିଙ୍ଗ୍ସ ଏକାଦଶ ପଞ୍ଜାବ ବିପକ୍ଷରେ ୪ରନରେ ଜବରଦସ୍ତ ବିଜୟ ହାସଲ କରିଛି। ଶାରଜାର ଅପେକ୍ଷାକୃତ ଏହି…
Read More...

ସନରାଇଜର୍ସକୁ ୭ ଓ୍ବିକେଟରେ ପରାସ୍ତ କଲା କେକେଆର।

ଆବୁଧାବି : ଚଳିତ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ର ୧୩ଶ ସଂସ୍କରଣରେ ତା’ର ୨ୟ ମ୍ୟାଚରେ ପ୍ରଥମ ବିଜୟ ହାସଲ କରିଛି କଲକାତା ନାଇଟ୍‍ ରାଇଡର୍ସ (କେକେଆର୍‍)। ଶନିବାର ୮ମ ଦିନରେ ଖେଳାଯାଇଥିବା କମ୍‍ ସ୍କୋର୍‍ ବିଶିଷ୍ଟ ମୁକାବିଲାରେ ସନ୍‍ରାଇଜର୍ସ ହାଇଦରାବାଦକୁ ୭ ୱିକେଟରେ କେକେଆର୍‍ ପରାସ୍ତ…
Read More...