Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଖେଳ
କୃଷକଙ୍କ ପୁତ୍ର ଆଇପିଏଲ ନିଲାମରେ ଚଢା ଦରରେ।
କୋଲକାତା,୨୦।୧୨- ଆଇପିଏଲ ନିଲାମ ପ୍ରକ୍ରିୟାରେ ଆକାଶ ସିଂଙ୍କୁ କିଣିଛି ରାଜସ୍ଥାନ ରୟାଲ୍ସ ଦଳ। ରାଜସ୍ଥାନ ଫ୍ରାଞ୍ଚାଇଜ ଆକାଶଙ୍କୁ ୨୦ ଲକ୍ଷ ଟଙ୍କାର ବେସ ପ୍ରାଇସରେ ଦଳରେ ସାମିଲ କରିଛି। ରାଜସ୍ଥାନରେ ରହୁଥିବା ଆକାଶ ଜଣେ ବାମହାତୀ ପେସର। ସେ ୧୯ ବର୍ଷରୁ କମ୍ ବିଶ୍ୱକପ୍ରେ ଭାରତୀୟ ଦଳ…
Read More...
Read More...
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସପ୍ତବିଂଶ ତମ ବାର୍ଷିକ କ୍ରୀଡା ଉତ୍ସବ।
ଭୁବନେଶ୍ୱର,୨୦ ।୧୨(ଓଡ଼ିଆ ନ୍ୟୁଜ): ନୀଳାଦ୍ରି ବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସପ୍ତବିଂଶ ତମ ବାର୍ଷିକ କ୍ରୀଡା ଉତ୍ସବ ବିଦ୍ୟାଳୟର ସଂପାଦକ ଇନ୍ଦ୍ରମଣି ସେଣ୍ଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ଆନ୍ତର୍ଜାତୀୟ ମହିଳା ଭାରୋତ୍ତଳନ କାରିଣୀ ଝିଲ୍ଲୀ…
Read More...
Read More...
ଓଡିଶାରେ ପହଞ୍ଚିଲେ ଉଭୟ କ୍ରିକେଟ ଟିମ୍। ବାରବାଟୀ ମ୍ୟାଚ ପାଇଁ କଡା ସୁରକ୍ଷା-ଅନୁପ ସାହୁ। ଚାଲିଛି ଟିକେଟ ବିକ୍ରି।
ଭୁବେନଶ୍ୱର,୧୯।୧୨(ଓଡ଼ିଆ ନ୍ୟୁଜ) ଭାରତୀୟ ଦଳ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଦିନିକିଆ ମ୍ୟାଚ୍ ଆସନ୍ତା ୨୨ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏନେଇ ଉଭୟ ଦଳର ଖେଳାଳିମାନେ ଗୁରୁବାର ଅପରାହ୍ନ ୧୨.୫୦ରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି।…
Read More...
Read More...
ଭାରତର ବୃହତ ବିଜୟ। କୁଲଦୀପଙ୍କ ହାଟ୍ରିକ।
ବିଶାଖାପାଟଣା : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଥିବା ଭିସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଖେଳାଯାଇଥିବା ଦ୍ବିତୀୟ ଦିନିକିଆ ମ୍ୟାଚରେ ଭାରତ ୱେଷ୍ଟଇଣ୍ଡିଜକୁ ୧୦୭ ରନରେ ପରାସ୍ତ କରିଛି। ଚାଇନା ମ୍ୟାନ ବୋଲର କୁଳଦୀପ ଯାଦବଙ୍କ ହାଟ୍ରିକ ୱିକେଟ…
Read More...
Read More...
ମା କାଳୀ କୁ ହରାଇ ସହିଦନଗର ଚମ୍ପିୟାନ। ଅଜିତ ମେମୋରୀଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ।
ଭୁବନେଶ୍ୱର,୧୬/୧୨(ଓଡ଼ିଆ ନ୍ୟୁଜ) ଚନ୍ଦ୍ରଶେଖରପୁରର ବିଡିଏ କଲୋନୀ ଠାରେ ଅନୁଷ୍ଠିତ ଅଜିତ ମେମୋରୀଆଲ ଦିବାରାତ୍ର ଟେନିସ ବଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ବରଗଡ ମା କାଳୀ କ୍ରିକେଟ ଟିମକୁ ହରାଇ ସହିଦନଗର ଚମ୍ପିୟାନ ହୋଇଛି।
ବିଡିଏ ୟୁଥକ୍ଲବ ପକ୍ଷରୁ ଶନିବାର ଠାରୁ ଏହି…
Read More...
Read More...
ଅଜିତ୍ ମେମୋରିଆଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାାଟିତ
ଭୁବନେଶ୍ୱର,୧୪/୧୨(ଓଡ଼ିଆ ନ୍ୟୁଜ) ଚନ୍ଦ୍ରଶେଖରପୁର ବିଡିଏ ୟୁଥ୍ ଆସୋସିଏସନ୍ ପକ୍ଷରୁ ଅଜିତ୍ ମେମୋରିଆଲ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି ।
ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗଦେଇ ଉଦ୍ଘାଟନ କରିଥିଲେ । ସମ୍ମାନୀତ…
Read More...
Read More...
ଭାରତ ଜିତିଲା ଟି ୨୦ ସିରିଜ।
ମୁମ୍ବାଇ,୧୧/୧୨: ଓ୍ଵାଙ୍ଖ୍ଡେ ଷ୍ଟାଡିୟମ୍ରେ ବୁଧବାର ଖେଳାଯାଇଥିବା ୱେଷ୍ଟଇଣ୍ଡିଜ୍ ବିପକ୍ଷ ଶୃଙ୍ଖଳାର ତୃତୀୟ ତଥା ନିର୍ଣ୍ଣାୟକ ଟି-୨୦ ମ୍ୟାଚ୍ରେ ଭାରତ ୬୭ ରନ୍ରେ ବିଜୟୀ ହୋଇଛି। ଏହି ବିଜୟ ସହିତ ଭାରତ ଶୃଙ୍ଖଳାକୁ ୨-୧ରେ ଜିତି ନେଇଛି।। ପୂର୍ବରୁ ଭାରତ ପ୍ରଥମ ଟି-୨୦ରେ…
Read More...
Read More...
ଶେଷ ଟି ୨୦ ରେ ଭାରତର ବିଶାଳ ସ୍କୋର।
ମୁମ୍ବଇ,୧୧/୧୨ : ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ମୁମ୍ବଇର ୱାଙ୍ଖେଡେ ଷ୍ଟାଡିୟମରେ ତିନିଟିକିଆ ଟ୍ବେଣ୍ଟି-୨୦ ସିରିଜର ଅନ୍ତିମ ମ୍ୟାଚ ଜାରି ରହିଛି। ଏହି ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ପାଖରେ ବିଶାଳ ସ୍କୋର ଛିଡାକରିଛି। ଭାରତୀୟ ବ୍ୟାଟ୍ସମ୍ୟାନଙ୍କର ଧୂଆଁଧାର ବ୍ୟାଟିଂ…
Read More...
Read More...
ଭାରତ ଜିତିଲା ଟି ୨୦ ମ୍ୟାଚ।
ହାଇଦରାବାଦ : ହାଇଦରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଟ୍ବେଣ୍ଟି-୨୦ ମ୍ୟାଚରେ କୋହଲି ଓ ରାହୁଲଙ୍କ ଅର୍ଦ୍ଧଶତକ ବଳରେ ୬ୱିକେଟରେ ବିଜୟୀ ହୋଇଛି।
Read More...
Read More...
ଓଡିଶାରେ ଅଧିକ କ୍ରିକେଟପ୍ରମୀ ଦୁଇ ଘଣ୍ଟାରେ ଶେଷହେଲା ଅନ୍ ଲାଇନ୍ ଟିକେଟ।
କଟକ,୫/୧୨: ଓଡିଶାରେ କ୍ରିକେଟର ଜବରଦସ୍ତ କ୍ରେଜ ଦେଖିବାକୁ ମିଳିଛି। ଆସନ୍ତା ୨୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଭାରତ-ୱେଷ୍ଟଇଣ୍ଡିଜ ବିପକ୍ଷ ୩ୟ ଦିନିକିଆ ମ୍ୟାଚ୍ । ଆଜି ମ୍ୟାଚ୍ ପାଇଁ ଅନଲାଇନରେ ଟିକଟ ବିକ୍ରି ଆରମ୍ଭ ହୋଇଥିବା ବେଳେ ମାତ୍ର ଏକ ଘଣ୍ଟାରେ ସମସ୍ତ ଟିକଟ…
Read More...
Read More...