banner
Breaking
Browsing Category

ଖେଳ

ବିପିୟୁଟି ଓ ଡିପ୍ଲୋମା ଛାତ୍ର ସଙ୍ଗଠନ ପକ୍ଷରୁ ବିଧାୟକଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର ( ଓଡ଼ିଆ ନ୍ୟୁଜ ) : ବିପିୟୁଟି ଓ ଡିପ୍ଲୋମା ଛାତ୍ର ସଂଗଠନ ତରଫରୁ ବିଧାୟକଙ୍କୁ ସମ୍ବର୍ଦ୍ଧନା ଉତ୍ସବ ୟୁନିଟ୍ ୩ ସ୍ଥିତ ଅନ୍ଧମୁକ ବଧିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂଗଠନର ମୁଖ୍ୟ ଉପଦେଷ୍ଟା ବିଜୟ ବସନ୍ତିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି…
Read More...

ବିଶ୍ୱର ଏକ ନମ୍ବର ଟେଷ୍ଟ୍‌ ବ୍ୟାଟସ୍‌ମ୍ୟାନ୍‌ ମାନ୍ୟତା ପାଇଲେ ବିରାଟ କୋହଲି

ମୁମ୍ବାଇ: ଟିମ୍ ଇଣ୍ଡିଆ କ୍ୟାପ୍ଟେନ୍‌ ବିରାଟ କୋହଲି ବିଶ୍ୱର ଏକ ନମ୍ବର ଟେଷ୍ଟ ବ୍ୟାଟସ୍‌ମ୍ୟାନ୍‌ ମାନ୍ୟତା ପାଇଛନ୍ତି। ଏନେଇ ଇଣ୍ଟରନ୍ୟାସନାଲ କ୍ରିକେଟ କାଉନସିଲ୍‌ (ଆଇସିସି) ପକ୍ଷରୁ ସୂଚନା ଦିଆଯାଇଛି। ୯୩୪ ପଏଣ୍ଟ ସହ କୋହଲି ଏହି ସ୍ଥାନ ଅଧିକାର କରିଛନ୍ତି। ପୂର୍ବତନ ଅଷ୍ଟ୍ରେଲିଆ…
Read More...

ଖୁବ୍ ଶୀଘ୍ର ପରଦାକୁ ଆସିବ ସାନିଆ ମିର୍ଜାଙ୍କ ବାୟୋପିକ୍

ମୁମ୍ବାଇ : ବାୟୋପିକ୍ ତାଲିକାରେ ଏବେ ସାମିଲ ହେବାକୁ ଯାଉଛନ୍ତି ସାନିଆ ମିର୍ଜା। ଆଜ୍ଞା ହଁ ,ବଲିଉଡରେ ଖୁବ ଶୀଘ୍ର ନଜର ଆସିବେ ଟେନିସ ପ୍ଲେୟାର ସାନିଆ ମିର୍ଜା। ଫିଲ୍ମ ନିର୍ମାତା ରୋନି ସ୍କ୍ରେଓ୍ଵାଲା ସାନିଆଙ୍କ ବାୟୋପିକ ନିର୍ମାଣ କରୁଥିବା ନେଇ ବିଟାଉନରେ ଚର୍ଚ୍ଚା ଜୋର ଧରିଛି। ନିକଟରେ…
Read More...

ଗାଙ୍ଗୁଲିଙ୍କ ଫେକ୍‌ ଇନଷ୍ଟାଗ୍ରାମ : ଫଲୋ ନକରିବାକୁ ପରାମର୍ଶ ଦେଲେ ଦାଦା

କୋଲକାତା : ଏଜବାଷ୍ଟନ୍‌ ଟେଷ୍ଟରେ ଇଂଲଣ୍ଡ ଠାରୁ ଭାରତ ୩୧ ରନ୍‌ରେ ହାରିବା ପରେ ଅନେକ ସମାଲୋଚନାର ସାମନା କରିଛି ଟିମ୍‌ ଇଣ୍ଡିଆ ଓ ଅଧିନାୟକ ବିରାଟ କୋହଲି । ଏମିତିକି ଖବର ଆସିଲା ଦଳରେ ବାରମ୍ବାର ଖେଳାଳି ଓ ବ୍ୟାଟିଂ ଅର୍ଡର ପରିବର୍ତ୍ତନ ନକରିବାକୁ ପରାମର୍ଶ ଦେଇଛନ୍ତି ପୂର୍ବତନ ଅଧିନାୟକ…
Read More...

ମାହି କହିଲେ ୨୦୧୯ ବିଶ୍ୱକପ୍‌ ପରେ ଅବସର କଥା ଭାବିବି

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍‌ର ସବୁଠୁ ସଫଳ ଅଧିନାୟକ ମହେନ୍ଦ୍ର ସିଂହ ଧୋନି । ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇ ସାରିଛନ୍ତି । ହେଲେ ଦିନିକିଆ ଆନ୍ତର୍ଜାତିକ ଓ ଟି-ଟ୍ବେଣ୍ଟିରୁ କେବେ ଅବସର ନେବେ ତାକୁ ନେଇ ଚର୍ଚ୍ଚା ଚାଲିଛି । ତେବେ ସବୁ କଳ୍ପନା ଜଳ୍ପନାକୁ ଖଣ୍ଡନ କରି ଧୋନି…
Read More...

ବୁଦ୍ଧ ମନ୍ଦିରରେ ମୁଣ୍ଡନ ହେଲେ ଗୁମ୍ଫାରୁ ଉଦ୍ଧାର ୧୧ ଫୁଟ୍‌ବଲ୍‌ ଖେଳାଳି

ବ୍ୟାଙ୍କକ୍: ଥାଇଲ୍ୟାଣ୍ଡରେ ଗୁମ୍ଫା ଭିତରୁ ଉଦ୍ଧାର ହୋଇ ପୁନର୍ଜୀବନ ପାଇଥିବା ୧୨ ଫୁଟବଲ ଖେଳାଳିଙ୍କ ମଧ୍ୟରୁ ୧୧ ଜଣ ବୁଦ୍ଧ ମନ୍ଦିରରେ ମୁଣ୍ଡନ ହୋଇଛନ୍ତି। ସେମାନଙ୍କ କୋଚ୍ ମଧ୍ୟ ମୁଣ୍ଡନ ହୋଇଛନ୍ତି । ଅନ୍ୟ ଜଣେ ଖେଳାଳି ଖ୍ରୀଷ୍ଟ ଧର୍ମର ହୋଇଥିବାରୁ ତାଙ୍କର ମୁଣ୍ଡନ କରାଯାଇନାହିଁ। ଏଥି…
Read More...