Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଖେଳ
ପ୍ରଥମ ଏକଦିବସୀୟ ଜିତିଲା ଇଣ୍ଡିଆ
ଗୁଆହାଟୀ : ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମଙ୍ଗଳବାର ଗୁଆହାଟିର ବାରସାପରା କ୍ରିକେଟ ଷ୍ଟାଡିୟମରେ ତିନିଟିକିଆ ଏକଦିବସୀୟ ସିରିଜର ପ୍ରଥମ ମ୍ୟାଚରେ ଟିମ୍ ଇଣ୍ଡିଆ ଭ୍ରମଣକାରୀ ଦଳ ଶ୍ରୀଲଙ୍କାକୁ ପରାଜିତ କରିଛି। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଶ୍ରୀଲଙ୍କା ଶେଷରେ ପରାଜୟ ସ୍ବୀକାର କରିଛି।…
Read More...
Read More...
୪୦୦ କିମି ସାଇକେଲ ଯାତ୍ରା କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ
ଭୁବନେଶ୍ବର,୧୦।୧(ବ୍ୟୁରୋ): ବର୍ତ୍ତମାନ ହକିକୁ ନେଇ ସବୁଠି ଚର୍ଚ୍ଚା ଚାଲିଛି। କଟକରୁ ସୁନ୍ଦରଗଡ, ସବୁଠି ଉତ୍ସବ ମୁଖର । ପ୍ରଥମ ଥର ପାଇଁ ହକିର ଏନ୍ତୁଡିଶାଳ ସୁନ୍ଦରଗଡରେ ହକି ବିଶ୍ବକପ ଆୟୋଜନ ହେଉଥିବାରୁ ଆନନ୍ଦଲହରୀ ଖେଳିଯାଇଛି। ଏହା ସହିତ ରାଉରକେଲାରେ ବିଶ୍ବର ବୃହତ୍ତମ ହକି ଷ୍ଟାଡୟମ…
Read More...
Read More...
ବାରବାଟୀରେ ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
କଟକ : ଆସନ୍ତା ୧୧ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବ ପୁରୁଷ ହକି ବିଶ୍ୱକପ୍ର ଉଦ୍ଘାଟନୀ ଉତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତେବେ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିଲାଗି ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ସୋମବାର ବାରବାଟୀ…
Read More...
Read More...
ଟି-୨୦ ସିରିଜ ଜିତିଲା ଟିମ୍ ଇଣ୍ଡିଆ, ସୂର୍ଯ୍ୟଙ୍କ ଜବରଦସ୍ତ ବ୍ୟାଟିଂ
ରାଜକୋଟ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ବିଜୟ ଲାଭ କରି ଭାରତ ୨-୧ରେ ସିରିଜ ଜିତିଛି। ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍ରେ ଖେଳା ଯାଉଥିବା ଏହି ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ…
Read More...
Read More...
ବିସିସିଆଇର ଚୟନ କମିଟିରେ ଓଡ଼ିଆ ଖେଳାଳୀ
ନୂଆଦିଲ୍ଲୀ : ବିସିସିଆଇ ଚୟନ କମିଟି ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଟିମ୍ ଇଣ୍ଡିଆ ତଥା ଓଡ଼ିଶାର ପୂର୍ବତନ ବ୍ୟାଟ୍ସମ୍ୟାନ୍ ଶିବସୁନ୍ଦର ଦାସ। ସେ ଏବେ ଭାରତୀୟ ପୁରୁଷ ସିନିୟର ଟିମ୍ ଚୟନରେ ସକ୍ରିୟ ଭୂମିକା ଗ୍ରହଣ କରିବେ।
୨୦୨୨ ଟି-୨୦ ବିଶ୍ୱକପରେ ଭାରତର ବିପର୍ଯ୍ୟୟ ପରେ…
Read More...
Read More...
ହକି ଖେଳାଳୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୫ା୧(ବ୍ୟୁରୋ): ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ହକି ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବ ବୋଲି ରାଉରକେଲାରେ ଖେଳାଳିଙ୍କୁ ଭେଟିବା ସମୟରେ ଏହି ଘୋଷଣା କରିଛନ୍ତି…
Read More...
Read More...
ରାଜଧାନୀରେ ନିର୍ମାଣ କାର୍ଯ୍ୟ ଉପରେ ରୋକ
ଭୁବନେଶ୍ୱର: ରାଜଧାନୀରେ ନିର୍ମାଣ କାମ ଉପରେ ରୋକ। ମାସେ ପାଇଁ ସମସ୍ତ ନିର୍ମାଣ କାମ ଉପରେ ରୋକ ଲଗାଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ତୃପକ୍ଷ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଉ ଅଳ୍ପ ଦିନ ପରେ ପୁରୁଷ ହକି ବିଶ୍ୱକପ ମ୍ୟାଚ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବିଏମସି…
Read More...
Read More...
ପୁଣି ମଇଦାନକୁ ଓହ୍ଲାଇବେ ଗାଙ୍ଗୁଲି
ନୂଆଦିଲ୍ଲୀ : ପୁଣି ଥରେ କ୍ରିକେଟ ମଇଦାନକୁ ଫେରିଛନ୍ତି ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି। ଆଗାମୀ ଦିନରେ ସେ ଆଇପିଏଲ୍ର ଫ୍ରାଞ୍ଚାଇଜ୍ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବଡ଼ ଦାୟିତ୍ୱ ତୁଲାଇବେ। ତେବେ ଗାଙ୍ଗୁଲିଙ୍କୁ ଦିଲ୍ଲୀ ଫ୍ରାଞ୍ଚାଇଜ୍…
Read More...
Read More...
ଋଷଭ ପନ୍ତଙ୍କ କାର ଦୁର୍ଘଟଣା
ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ଦିଲ୍ଲୀ ସ୍ଥିତ ଘରକୁ ଫେରୁଥିବା ବେଳେ ଭାରତୀୟ ୱିକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତଙ୍କ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ ତାଙ୍କ ମୁଣ୍ଡ ଏବଂ ଗୋଡରେ ଆଘାତ ଲାଗିଛି। ଋଷଭଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀ-ଡେରାଡୁନ…
Read More...
Read More...
ହାର୍ଦ୍ଦିକ ପାଣ୍ଡ୍ୟା ହେଲେ ଟି-20 ଅଧିନାୟକ
ମୁମ୍ବାଇ: ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଏବଂ ଟି -20 ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ ବୋର୍ଡ ବା ବିସିସିଆଇ ଟିମ୍ ଘୋଷଣା କରିଛି। ଦିନିକିଆ ଦଳର ନେତୃତ୍ୱ ରୋହିତ ଶର୍ମାଙ୍କ ହାତରେ ଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟି-20 ଦଳର ଅଧିନାୟକ…
Read More...
Read More...