banner
Breaking
Browsing Category

ଖେଳ

ହକି ଖେଳାଳୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୫ା୧(ବ୍ୟୁରୋ): ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ହକି ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବ ବୋଲି ରାଉରକେଲାରେ ଖେଳାଳିଙ୍କୁ ଭେଟିବା ସମୟରେ ଏହି ଘୋଷଣା କରିଛନ୍ତି…
Read More...

ରାଜଧାନୀରେ ନିର୍ମାଣ କାର୍ଯ୍ୟ ଉପରେ ରୋକ

ଭୁବନେଶ୍ୱର: ରାଜଧାନୀରେ ନିର୍ମାଣ କାମ ଉପରେ ରୋକ। ମାସେ ପାଇଁ ସମସ୍ତ ନିର୍ମାଣ କାମ ଉପରେ ରୋକ ଲଗାଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ତୃପକ୍ଷ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଉ ଅଳ୍ପ ଦିନ ପରେ ପୁରୁଷ ହକି ବିଶ୍ୱକପ ମ୍ୟାଚ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବିଏମସି…
Read More...

ପୁଣି ମଇଦାନକୁ ଓହ୍ଲାଇବେ ଗାଙ୍ଗୁଲି

ନୂଆଦିଲ୍ଲୀ : ପୁଣି ଥରେ କ୍ରିକେଟ ମଇଦାନକୁ ଫେରିଛନ୍ତି ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି। ଆଗାମୀ ଦିନରେ ସେ ଆଇପିଏଲ୍‌ର ଫ୍ରାଞ୍ଚାଇଜ୍‌ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବଡ଼ ଦାୟିତ୍ୱ ତୁଲାଇବେ। ତେବେ ଗାଙ୍ଗୁଲିଙ୍କୁ ଦିଲ୍ଲୀ ଫ୍ରାଞ୍ଚାଇଜ୍‌…
Read More...

ଋଷଭ ପନ୍ତଙ୍କ କାର ଦୁର୍ଘଟଣା

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ଦିଲ୍ଲୀ ସ୍ଥିତ ଘରକୁ ଫେରୁଥିବା ବେଳେ ଭାରତୀୟ ୱିକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତଙ୍କ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ ତାଙ୍କ ମୁଣ୍ଡ ଏବଂ ଗୋଡରେ ଆଘାତ ଲାଗିଛି। ଋଷଭଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀ-ଡେରାଡୁନ…
Read More...

ହାର୍ଦ୍ଦିକ ପାଣ୍ଡ୍ୟା ହେଲେ ଟି-20 ଅଧିନାୟକ

ମୁମ୍ବାଇ: ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଏବଂ ଟି -20 ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ ବୋର୍ଡ ବା ବିସିସିଆଇ ଟିମ୍ ଘୋଷଣା କରିଛି। ଦିନିକିଆ ଦଳର ନେତୃତ୍ୱ ରୋହିତ ଶର୍ମାଙ୍କ ହାତରେ ଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟି-20 ଦଳର ଅଧିନାୟକ…
Read More...

ସତ୍ୟ ନଗର ପ୍ରିମିଅର ଲିଗ୍ ଟୁର୍ଣ୍ଣାମେଣ୍ଟ

ଭାରତୀୟ ବିଦ୍ୟାଳୟ ଖେଳ ପଡ଼ିଆରେ , ଷଷ୍ଠ ସତ୍ୟ ନଗର ପ୍ରୀମିଅର ଲିଗ୍ ଡେ ଏବଂ ନାଇଟ୍ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏହି ଟୁର୍ନାମେଣ୍ଟ ୮ଟି ପ୍ରତିଦ୍ବନ୍ଦୀ ଟିମ୍ ପ୍ରତିଯୋଗୀ ଭାବେ ଯୋଗ ଦେଇଥିବା ବେଳେ, ମ୍ୟାଜିକ ୧୧ (Magic 11) ଟିମ୍ ଦ୍ଵିତୀୟ ସ୍ଥାନ ଗ୍ରହଣ କରିଥିଲେ ଓ ନିଜର…
Read More...

ହକି ବିଶ୍ବକପ୍ ପାଇଁ ଜୋରଦାର ପ୍ରସ୍ତୁତି

ଭୁବନେଶ୍ବର : ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଥିବା ବେଳେ ମଙ୍ଗଳବାର ଭାରତୀୟ ହକି ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତେବେ ହକି ବିଶ୍ୱକପ୍‌ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଟ୍ରାଫିକ୍‌ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା…
Read More...

ଡିପିଏଲ କର୍ପୋରେଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର : ଭୁବନେଶ୍ୱର ମଞ୍ଚେଶ୍ବର ରେଲୱେ ଷ୍ଟାଡିୟମରେ ଚାଲିଥିବା ଡିସିବି ପ୍ରିମିଅର ଲିଗ ସିଜନ ୧ କର୍ପୋରେଟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନରେ ଦୁଇଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ମ୍ୟାଚଟି କିଟ୍ ଓ ଟିସିଏସ ମଧ୍ୟରେ ହୋଇଥିଲା । କିଟ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି…
Read More...

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉଦଯାପିତ

ଭୁବନେଶ୍ୱର : ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଅଷ୍ଟବିଂଶ ବାର୍ଷିକ କ୍ରୀଡା ଉତ୍ସବ ପରିଚାଳନା ସମିତିର ସଂପାଦକ ଇନ୍ଦ୍ରମଣି ସେଣ୍ଡ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଉତ୍ତର ଭୁବନେଶ୍ୱର ବିଧାୟକ ସୁଶାନ୍ତ କୁମାର ରାଉତ…
Read More...

ଏସ୍ ବି ଏଲ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର, ଶୈଳଶ୍ରୀବିହାର ଠାରେ ଏସ୍ ବି ଏଲ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୩୦ଟି ଦଳ ଭାଗ ନେଇଥିଲେ । ସେମାନଙ୍କୁ ଏ, ବି ଓ ସି ତିନୋଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଥିଲା । ତିନି ଦିନରେ ମୋଟ ୩୬ଟି ମ୍ୟାଚ ଖେଳା ଯାଇଥିଲା । ଫାଇନାଲ୍ ମ୍ୟାଚରେ ବି କୁ ହରାଇ…
Read More...