banner
Breaking
Browsing Category

ଖେଳ

ବୁଧବାର ଠାରୁ ଭାରତ ଦକ୍ଷିଣ ଆଫ୍ରିକା ଟି ୨୦ ମ୍ୟାଚ

ଥିରୁଭାନନ୍ଥପୁରମ : ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବୁଧବାରଠାରୁ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ଆରମ୍ଭ ହେବ। ଆଗକୁ ଟି୨୦ ବିଶ୍ୱକପ ରହିଥିବାରୁ ପ୍ରସ୍ତୁତି ଦୃଷ୍ଟିରୁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ବିଜୟ ଲାଭ କରିଥିଲେ…
Read More...

ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ଉତ୍ତର ବିଧାୟକ ସୁଶାନ୍ତ ରାଉତ

ଭୁବନେଶ୍ୱର,୨୭ା୯- ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୪ ନମ୍ବର ଓ୍ବାର୍ଡର ନୀଳାଦ୍ରି ବିହାର ଠାରେ ୧୦ କୋଟି ଟଙ୍କା ବୟ ଅଟକଳରେ ନିର୍ମିତ ହେଉଥିବା ଇଣ୍ଡୋର ଷ୍ଟାଡିୟମ କାର୍ଯ୍ୟର ସମୀକ୍ଷା କରିଛନ୍ତି ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ । ଆଜି ଦିନ ୧୧ଟା ସମୟରେ ଶ୍ରୀଯୁକ୍ତ…
Read More...

କିଟ୍ ଓ କିସରେ ଆନ୍ତର୍ଜାତୀୟ କ୍ରିଡ଼ା ଦିବସ ପାଳିତ

ଭୁବନେଶ୍ୱର : ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଦିବସ କିଟ୍‌-କିସ୍‌ ଆଥଲେଟିକ୍ସ ଷ୍ଟାଡିୟମରେ କିଟ୍‌-ଓ କିସ୍‌ର କ୍ରୀଡ଼ା ଛାତ୍ରମାନଙ୍କ ମଧ୍ୟରେ ପାଳିତ ହୋଇଯାଇଛି। ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌ (ଏଆଇୟୁ), ଏସିଆନ ୟୁନିଭର୍ସିଟି ସ୍ପୋଟର୍‌ସ ଫେଡେରେଶନ (ଏୟୁଏସ୍‌ଏଫ୍‌)…
Read More...

ଭାରତ ପାକିସ୍ତାନ ମ୍ୟାଚ ପାଇଁ ଟିକେଟ ଶେଷ

ନୂଆଦିଲ୍ଲୀ : ଟି-୨୦ ବିଶ୍ୱକପ ୨୦୨୨ରେ ୨୩ ଅକ୍ଟୋବରରେ ହେବାକୁ ଥିବା ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚର ସମସ୍ତ ଟିକେଟ ବିକ୍ରି ହୋଇସାରିଛି। ଆଇସିସିର ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି। ଆଇସିସି କହିଛି, ଅକ୍ଟୋବର ୨୩ରେ ମେଲବର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ହେବାକୁ ଥିବା ଭାରତ…
Read More...

ଇ°ଲଣ୍ଡ ଠାରୁ ଜିତିଲା ଭାରତ

ଡର୍ବି : ଓପନର ସ୍ମୃତି ମନ୍ଧାନାଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମୁକାବିଲାରେ ବିଜୟୀ ହୋଇଛି ଭାରତ। ୩ ମ୍ୟାଚ ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ରେ ରହିଥିବା ବେଳେ ଗୁରୁବାର ଅନ୍ତିମ ମ୍ୟାଚ ଖେଳାଯିବ। ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଫ୍ରେୟା…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶା କ୍ରୀଡା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଓଡ଼ିଶା କ୍ରୀଡ଼ା କାର୍ଯ୍ୟକଳାପର ଆଉ ଏକ ମାଇଲ ଖୁଣ୍ଟ ହାସଲ କରିବାକୁ ଯାଉଛି। ଓଡ଼ିଶା ୧୭ ବର୍ଷରୁ କମ୍‌ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପର କେତୋଟି ମ୍ୟାଚ ଆୟୋଜନ କରିବାକୁ ଯାଉଛି। ଏହା ଚଳିତବର୍ଷ ଅକ୍ଟୋବର…
Read More...

୫ ଉଇକେଟରେ ଜିତିଲା ଭାରତ

ଦୁବାଇ : ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ରବିବାର ଏସିଆ କପର ଭାରତ-ପାକିସ୍ତାନ ମହାମୁକାବିଲାରେ ୫ ଉଇକେଟରେ ବିଜୟୀ ହୋଇଛି ଭାରତ । ଭାରତ ଏହି ବିଜୟରୁ ଏସିଆ କପ୍‌ ଅଭିଯାନ ଆରମ୍ଭ କରିଛି । ଅନ୍ୟପକ୍ଷେ ଭାରତ ଟି-୨୦ ବିଶ୍ୱ କପ୍‌ ପରାଜୟର ପ୍ରତିଶୋଧ ନେଇଛି। କଡା…
Read More...

ଆଜି ଭାରତ ପାକିସ୍ତାନ ମହାମୁକାବିଲା

ଦୁବାଇ,୨୭।୮: ଆଜି ଭାରତ-ପାକିସ୍ତାନ ମହାମୁକାବିଲା। ଏସିଆ କପ୍‌ ୨୦୨୨ ଶନିବାରଠାରୁ ଆରମ୍ଭ ହୋଇଥିବା ବେଳେ ଏହି ମ୍ୟାଚ୍‌ ଉପରେ ବିଶ୍ୱ କ୍ରିକେଟପ୍ରେମୀଙ୍କ ନଜର। ଦୁବାଇ ଷ୍ଟାଡିୟମରେ ଏହି ପ୍ରତିକ୍ଷୀତ ମ୍ୟାଚ୍‌ ଖେଳାଯିବ। ରବିବାର(୨୮ ଅଗଷ୍ଟ)ରେ ଭାରତୀୟ ସମାନୁସାରେ ସନ୍ଧ୍ୟା ୭.୩୦ରେ ଏହି…
Read More...

ଜାତୀୟ ବଧିର ଟେଷ୍ଟ ଓ ଟି ୨୦ କ୍ରିକେଟ ପାଇଁ ଖେଳାଳି ଚୟନ

ଭୁବନେଶ୍ୱର,୨୫/୮ : ଜାତୀୟ ବଧିର ଦ୍ବିତୀୟ ଟେଷ୍ଟ ଓ ଟି ୨୦ କ୍ରିକେଟ ଚାମ୍ପିଅନସିପ୍ ପାଇଁ ଓଡ଼ିଶା ପକ୍ଷରୁ ଖେଳିବା ପାଇଁ ଖେଳାଳି ଚୟନ ପ୍ରକିୟା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ବଧିର କ୍ରିକେଟ ଏକାଡେମୀ ପକ୍ଷରୁ କିଟ୍ ଗ୍ରାଉଣ୍ଡ ଠାରେ ଅନୁଷ୍ଠିତ ଏହି ଚୟନ ପ୍ରକିୟାରେ ଓଡ଼ିଶାର ବିଭିନ୍ନ…
Read More...

ଟି ୨୦ ସିରିଜ କବଜା କଲା ଭାରତ

ଲଡରହିଲ୍‌, ୭ା୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୪ର୍ଥ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୫୯ ରନରେ ବିଜୟ ଲାଭ କରିଛି। ଏଥିସହିତ ଭ୍ରମଣକାରୀ ଦଳ ୩-୧ରେ ଅଗ୍ରଣୀ ସହ ୫ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ କବ୍‌ଜା କରିନେଇଛି। ଏହି ମ୍ୟାଚରେ ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ…
Read More...