banner
Breaking
Browsing Category

ଖେଳ

ଦିନିକିଆ ସିରିଜ୍ ଜିତିଲା ଭାରତ

ମାଞ୍ଚେଷ୍ଟର : ରିଷଭ ପନ୍ତଙ୍କ ଅପରାଜିତ ଶତକ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମୁକାବିଲାକୁ ଭାରତ ଜିତି ନେଇଛି । ଏହି ବିଜୟ ସହିତ ଦଳ ୨-୧ରେ ସିରିଜ ବିଜୟୀ ହୋଇଛି। ହାର୍ଦ୍ଦିକଙ୍କ ଘାତକ ବୋଲିଂ ଯୋଗୁ ଇଂଲଣ୍ଡ…
Read More...

ଅଚ୍ୟୁତ ସାମନ୍ତଙ୍କ ମାନିଲା ଗସ୍ତ, ଏଫ୍‍ଆଇଭିବିର ସାଧାରଣ ପରିଷଦ ବୈଠକରେ ଯୋଗଦାନ, ଭାରତରେ ଭଲିବଲ୍‍ର ବିକାଶ ନେଇ…

ଫେଡ଼େରେସନ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ଭଲିବଲ୍‍ (ଏଫ୍‍ଆଇଭିବି)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଫିଲିପାଇନ୍‍ସର ମାନିଲାଠାରେ ଗୁରୁବାର ଆରମ୍ଭ ହୋଇଛି । ଏଫ୍‍ଆଇଭିବିର ଆମନ୍ତ୍ରଣ କ୍ରମେ ଭାରତୀୟ ଭଲିବଲ୍‍ ସଂଘ (ଭିଏଫ୍‍ଆଇ)ର ସଭାପତି ଅଚ୍ୟୁତ ସାମନ୍ତ ଏହି ବୈଠକରେ ଯୋଗ ଦେଇଛନ୍ତି । ପ୍ରଥମ ଥର…
Read More...

ଇଣ୍ଟର କମ୍ପାନୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର,- ସପ୍ତମ ବାଟାଲିୟନ ପ୍ୟାରେଡ୍ ଗ୍ରାଉଣ୍ଡ ଠାରେ ଇଣ୍ଟର କମ୍ପାନୀ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବି କମ୍ପାନୀକୁ ହରାଇ ଇ କମ୍ପାନୀ ଚମ୍ପିୟାନ ହୋଇଛି। ୧୪ ତାରିଖରୁ ଆରମ୍ଭ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟରେ ଆଠଟି ଟିମ୍ ଯଥା…
Read More...

ଥୋମାସ କପ୍ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି। ଥୋମାସ କପ୍‌…
Read More...

ଜୁନ ୧ରୁ ବିକ୍ରି ହେବ ବାରବାଟି ଟିକେଟ

କଟକ,୩୦।୫: ବାରବାଟୀ ଟି-୨୦ ପାଇଁ ଆସନ୍ତା ଜୁନ୍‌ ୧ରେ ଅନ୍‌ଲାଇନରେ ଟିକେଟ୍‌ ବୁକିଂ ଆରମ୍ଭ ହେବ। ଏ ନେଇ ଓସିଏ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ଏହି ବୁକିଂ ପେଟିଏମ୍‌ ଇନ୍‌ସାଇଡର ଆପ୍‌ ଏବଂ ପେଟିଏମ୍‌ ଆପ୍‌ ଦ୍ୱାରା ହିଁ କରିହେବ। www.insider.in ଓ୍ବେବ୍‌ସାଇଟ୍‌ରେ ମଧ୍ୟ…
Read More...

ଆଇପିଏଲ ୨୦୨୨ର ଚମ୍ପିୟାନ ହେଲା ଗୁଜରାଟ ଟାଇଟାନ୍ସ

ଅହମଦାବାଦ, ୨୯।୫: ଆଇପିଏଲ୍‌ ୨୦୨୨ର ଚମ୍ପିୟାନ ହୋଇଛି ଗୁଜରାଟ ଟାଇଟାନ୍ସ। ଗୁଜରାଟ ଟାଇଟାନ୍ସ ସପ୍ତମ ଦଳ ଭାବେ ଆଇପିଏଲ୍‌ ଟ୍ରଫି ଜିତିଛି। ରବିବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଫାଇନାଲରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟାନ୍ସ ୭ ଉଇକେଟରେ ରାଜସ୍ଥାନ…
Read More...

ଭାରତ ଓ ଦକ୍ଷିଣ ଏସିଆରେ ସ୍କୁଲ୍‍-ଫୁଟବଲ୍‍ର ପ୍ରସାର କରିବ କିସ୍‍

ଜୁରିକ୍‍ (ସୁଇଜରଲାଣ୍ଡ), ୧୯ ।୫: ଫିଫା ଫୁଟ୍‍ବଲ୍‍ ଫର ସ୍କୁଲ୍‍ସ କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶା ସମେତ ଭାରତ ଓ ସମଗ୍ର ଦକ୍ଷିଣ ଏସିଆରେ ସ୍କୁଲ୍‍ସ୍ତରରେ ଫୁଟ୍‍ବଲ୍‍ର ବିକାଶ କରିବ କିସ୍‍ । ଏଥି ନିମନ୍ତେ ବୁଧବାର ଫିଫା ଫାଉଣ୍ଡେସନ୍‍ ଓ କିସ୍‍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ…
Read More...

ଆଇପିଏଲ ଫାଇନାଲର ସମୟ ପରିବର୍ତ୍ତନ

ମୁମ୍ବାଇ,୧୯।୫: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ମ୍ୟାଚ୍‌ ରାତି ୭ଟା ୩୦ ବଦଳରେ ୮ଟାରେ ଆରମ୍ଭ ହେବ। କ୍ରିକ୍‌ବଜରୁ ମିଳିଥିବା ସୂଚନା ମୁତାବକ, ଫାଇନାଲ ମ୍ୟାଚ୍‌ ପୂର୍ବରୁ ଏକ ସାଂସ୍କୃତିକ ଉଦ୍‌ଯାପନୀ ସମାରୋହ ଆୟୋଜନ ହେବ। ଚଳିତ ସିଜନର ଫାଇନାଲ ମ୍ୟାଚ୍‌…
Read More...

ଜୁନ ୧୨ରେ କଟକରେ ଟି୨୦ ମ୍ୟାଚ

କଟକ,୧୯।୫: ପୂର୍ଣ୍ଣ ଦର୍ଶକୀୟ ’କ୍ଷମତାରେ ବାରବାଟୀ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ। ଏ ନେଇ ଗୁରୁବାର ବିସିସିଆଇ ପକ୍ଷରୁ ଅନୁମତି ମିଳିଛି। ଜୁନ୍‌ ୧୨ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ହେବ। କରୋନା ସଂକ୍ରମଣକୁ ନେଇ ବିସିସିଆଇ ପକ୍ଷରୁ ବାରବାଟୀ ଟି-୨୦ ମ୍ୟାଚ୍‌ରେ ୫୦…
Read More...

ଇଣ୍ଟର କମ୍ପାନୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଭୁବନେଶ୍ୱର,୧୮ା୫ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୨ ନମ୍ବର ଓାର୍ଡର ସପ୍ତମ ବାଟାଲିୟନ ପରିସରରେ ହାବିଲଦାର ସିପାହୀ ଆସୋସିଏସନ୍ ପକ୍ଷରୁ ଦ୍ୱିତୀୟ ବାର୍ଷିକ ଇଣ୍ଟର ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ମେୟର ସୁଲୋଚନା ଦାସ ଯୋଗଦେଇ ଉଦଘାଟନ କରିବା…
Read More...