banner
Breaking
Browsing Category

ରାଜନୀତି

ରାଜ୍ୟରେ ସୁରୁଖୁରୁରେ ଚାଲିଛି ଶେଷ ପର୍ଯ୍ୟାୟ ମତଦାନ

ଭୁବନେଶ୍ବର: ଆଜି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ । ଭୋଟ୍ ଦେଇ ନିଜର ମତ ସାବ୍ୟସ୍ତ କରୁଛନ୍ତି ଓଡିଶାବାସୀ । ତେବେ ରାଜ୍ୟରେ ସୁରୁଖୁରୁରେ ମତଦାନ ଚାଲିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ସେ କହିଛନ୍ତି, ସେ କହିଛନ୍ତି, ୬…
Read More...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଓଡିଶା ପୁଲିସର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତାକାଲି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏଥିରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ ପଡ଼ିବ। ଏଥର ୧୦ ହଜାର ୮୮୨ଟି ବୁଥ୍ ହୋଇଥିବାବେଳେ, ଏଥିରୁ ୨୧ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଅଟେ । ଯାହାକୁ ନେଇ ସୁରକ୍ଷା ଦୃଷ୍ଟିରୁ ୩୬…
Read More...

ଷ୍ଟ୍ରଙ୍ଗରୁମରେ ପହଁଚିଲା ଇଭିଏମ ଓ ଭିଭିପ୍ୟାଟ ୨୪ ଘଣ୍ଟିଆ ସୁରକ୍ଷା ସହ ସିସିଟିଭି ବ୍ୟବସ୍ଥା

ଭୁବନେଶ୍ୱର : ଚଳିତ ଏକକ ସାଧାରଣ ନିର୍ବାଚନକୁ ସ୍ୱଚ୍ଛ,ଅବାଧ ଓ ନିରପେକ୍ଷ କରିବା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି । ନିର୍ବାଚନରେ ବ୍ୟବହାର ହେବାକୁ ଥିବା ଇଭିଏମ…
Read More...

ଦେଶରେ ରେକର୍ଡ ପରେ ରେକର୍ଡ ଭାଙ୍ଗି ଚାଲିଛନ୍ତି ନବୀନ

ଭୁବନେଶ୍ଵର: ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବା ଓ ସମର୍ପଣର ୨୫ ବର୍ଷ ପୂର୍ଣ୍ଣ କରି ଏକ ନୂଆ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଛନ୍ତି ନବୀନ ।…
Read More...

ଏକ ଘଣ୍ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର : ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖିଣ୍ଡାର ବିକାଶ ସହ ଏହାକୁ ଏକ ପର୍ଯ୍ୟଟନସ୍ଥଳ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।…
Read More...

ଓଡ଼ିଶା କଂଗ୍ରେସରେ ଝଡ଼

ଭୁବନେଶ୍ୱର : କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ଏବଂ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳଙ୍କୁ ଶନିବାର କଂଗ୍ରେସରୁ ନିଲମ୍ବନ କରାଯାଇଛି। ଏହି ଦୁଇ ପ୍ରଭାବଶାଳୀ ନେତାଙ୍କ ନିଲମ୍ବନକୁ ନେଇ ରାଜ୍ୟ କଂଗ୍ରେସରେ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ତେବେ ଏହି ଦୁଇ…
Read More...

ମୋଦିଙ୍କ ରୋଡ଼ ଶୋ

ବେଙ୍ଗାଲୁରୁ : କର୍ନାଟକ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତ ରାଜନୈତିକ ଦଳର ପ୍ରଚାର ବି ସେତିକି ଆଗକୁ ଆଗକୁ ବଢି ଚାଲିଛି। ଏଥର ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ ଯୋରଦାର ଟକ୍କର ଦେଖିବାକୁ ମିଳିଛି। ଏହି କ୍ରମରେ ରବିବାର ପ୍ରଧାନମନ୍ତ୍ରୀ…
Read More...

ଝାରସୁଗୁଡ଼ା ଉପନିର୍ବାଚନରେ ସବୁ ବୁଥରେ ଓ୍ବେବକାଷ୍ଟି° ହେବ

ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏକ ବିଶେଷ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପ୍ରଥମଥର ପାଇଁ ସବୁ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ ହେବ। ଝାରସୁଗୁଡ଼ା ଉପନିର୍ବାଚନରେ ଏହା କରାଯିବ, ଯାହା ନିର୍ବାଚନ ଅଧିକାରୀ ସିଧାସଳଖ…
Read More...

ଓ୍ବାର୍ଡ ନ° ୧୭ରେ ଆଦର୍ଶ ଓ୍ବାର୍ଡ କାର୍ଯ୍ୟାଳୟର ଭିିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧ା୫(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱର ମହାନଗର ନିଗମ ଅର୍ନ୍ତଗତ ୧୭ ନମ୍ବର ଓ୍ବାର୍ଡରେ ଆଦର୍ଶ ଓ୍ବାର୍ଡ କାର୍ଯ୍ୟାଳୟର ଭିିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କର୍ପୋରେଟର ପୂଜା ମହାରଣାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଉତ୍ତର ବିଧାୟକ…
Read More...

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଶ୍ରମିକ ଦିବସ ପାଳିତ

ଭୁବନେଶ୍ୱର : ଶ୍ରମିକମାନେ ହେଉଛନ୍ତି ବିଶ୍ୱ ଗଠନର ଏକମାତ୍ର ମେରୁଦଣ୍ଡ। ଶ୍ରମିକ ମାନଙ୍କର ତ୍ୟାଗ, ନିଷ୍ଠା, ପରିଶ୍ରମ ଓ ଦେଶପ୍ରତି ଅବଦାନ ପ୍ରଶଂସନୀୟ। ଶ୍ରମିକ ମାନେ ହିଁ ହେଉଛନ୍ତି ପ୍ରତ୍ୟେକ ନିର୍ମାଣର ବିଶକର୍ମା । ତେବେ ସେହି ଶ୍ରମିକ ମାନଙ୍କ ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ୧ ତାରିଖକୁ…
Read More...