banner
Breaking
Browsing Category

ରାଜନୀତି

ଚାଲିଛି ରାଷ୍ଟ୍ରପତି ନିର୍ବାଚନ, ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ…
Read More...

ଏନଡିଏର ଉପରାଷ୍ଟ୍ରପତି ହେଲେ ଜଗଦୀପ ଧନଖର

ନୂଆଦିଲ୍ଲୀ : ଭାଜପାର ସଂସଦୀୟ ବୋର୍ଡ ବୈଠକରେ ଉପରାଷ୍ଟ୍ରପତି ପଦ ପାଇଁ  ଜଗଦୀପ ଧନଖରଙ୍କୁ ଏନଡ଼ିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି। ଦିଲ୍ଲୀରେ ଅନୁଷ୍ଠିତ ଏହି ସଂସଦୀୟ ବୋର୍ଡର ଏହି ବୈଠକରେ ଭାଜପାର ବହୁ ବଡ ନେତା ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
Read More...

ନୂଆ ମନ୍ତ୍ରୀଙ୍କୁ ନବୀନଙ୍କ ୬ଟି ମନ୍ତ୍ର

ଭୁବନେଶ୍ୱର,୬।୬(ବ୍ୟୁରୋ): ଶପଥ ଗ୍ରହଣ କରିଥିବା ନୂଆ ମନ୍ତ୍ରୀମାନେ ୫-ଟି ବଦଳରେ ୬-ଟି ରେ କାମ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି। ପୂର୍ବର ଟ୍ରାନ୍ସପରେନ୍ସି, ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟାଇମ୍‌, ଟ୍ରାନ୍ସଫରମେଶନ(୫-ଟି)କୁ ନେଇ କାର୍ଯ୍ୟ ହେଉଥିଲା।…
Read More...

କିଏ କେଉଁ ବିଭାଗ ପାଇଲେ ଜାଣନ୍ତୁ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍‌ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ମଧ୍ୟ ଏଥର ମନ୍ତ୍ରୀ ହୋଇ ପୂର୍ବ…
Read More...

ଶପଥଗ୍ରହଣ କଲେ ନବୀନଙ୍କ ନୂଆ ଟିମ

ଭୁବନେଶ୍ୱର,୫।୬(ବ୍ୟୁରୋ): ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌। ରବିବାର ଲୋକ ସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳରେ ୧୩ଜଣଙ୍କୁ କ୍ୟାବିନେଟ ପାହ୍ୟା…
Read More...

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ବିଧାନସଭା ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭା ନିର୍ବାଚନ ପାଇଁ ବିଧିବଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଜୁନ୍‌ ୧୦ରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ମଙ୍ଗଳବାରଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ୩…
Read More...

ଉତ୍ତରର ତିନି ଦକ୍ଷ କର୍ପୋରେଟରଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ବିଭାଗ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ଷ୍ଟାଣ୍ଡିଂ କମିଟି ଗଠନ ହେବାର ୨୦ଦିନ ପରେ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ସୋମବାର ବିଏମ୍‌ସି କନ୍‌ଫରେନ୍ସ ହଲ୍‌ରେ ଏହି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୧୦ କମିଟି ମଧ୍ୟରୁ ନିୟମ ଅନୁଯାୟୀ କଣ୍ଟ୍ରାକ୍ଟସ୍‌ କମିଟିର ଅଧ୍ୟକ୍ଷ ଭାବେ ମେୟର ସୁଲୋଚନା…
Read More...

ପିସିସି ସଭାପତି ହେଲେ ଶରତ ପଟ୍ଟନାୟକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପିସିସି ସଭାପତି ଭାବେ ସୋମବାର ନିଯୁକ୍ତ କରାଯାଇଛି। ଏ ନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଥର ପାଇଁ ସେ ପିସିସି ସଭାପତି ହୋଇଛନ୍ତି। ପୂର୍ବରୁ ରାଜ୍ୟ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ…
Read More...

ଜୁନ ୧୦ ରେ ରାଜ୍ୟସଭା ନିର୍ବାଚନ, ଓଡ଼ିଶାର ୩ଟି ଆସନରେ ଭୋଟ

ନୂଆଦିଲ୍ଲୀ,୧୨ ।୫: ନିର୍ବାଚନ କମିଶନ ଗୁରୁବାର ରାଜ୍ୟ ସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବାକୁ ଘୋଷଣା କରିଛନ୍ତି । ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ୧୫ ରାଜ୍ୟର ମୋଟ ୫୭ ରାଜ୍ୟ ସଭା ଆସନ ଲାଗି ଜୁନ ୧୦ରେ ଭୋଟ ଗ୍ରହଣ କରାଯିବ । ଏଥିମଧ୍ୟରୁ ଉତ୍ତର ପ୍ରଦେଶ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…
Read More...

ହିତାଧିକାରୀଙ୍କ ସହିତ କଥା ହୋଇ ଭାବପ୍ରବଣ ହେଲେ ମୋଦି

ନୂଆଦିଲ୍ଲୀ,୧୨।୫: ଗୁଜରାଟର ଭରୁଚଠାରେ ଗୁରୁବାର ଆୟୋଜିତ ‘ଉତ୍କର୍ଷ ସମରୋହ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ। ଏହି ସମୟରେ ସେ ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା ହୋଇ ଭାବପ୍ରବଣ ହୋଇପଡିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…
Read More...