Breaking
Browsing Category
ରାଜନୀତି
୧ ଓ ୨ ନମ୍ବର ଓ୍ବାର୍ଡରୁ ଉତ୍ତର ବିଜେଡିର ପ୍ରଚାର ଆରମ୍ଭ।
ଭୁବନେଶ୍ୱର : ଉତ୍ତର ଭୁବନେଶ୍ବର ନିର୍ବାଚନ ମଣ୍ଡଳୀରୁ ଆରମ୍ଭ ହୋଇଛି ବିଜେଡିର ପ୍ରଚାର।ଏହି ନିର୍ବାଚନ ମଣ୍ଡଳୀର ୨୫ଟି ଓ୍ବାର୍ଡ ମଧ୍ୟରୁ ୧ ଓ ୨ ନମ୍ବର ଓ୍ବାର୍ଡ ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଏଠିକାର ଯୁବନେତା ମିହର କୁମାର ରାଉତ(ପପୁ) ଦୀର୍ଘ ଏକ ଦଶନ୍ଧି ଧରି ଲୋକମାନଙ୍କୁ ନିରବଚ୍ଛିନ…
Read More...
Read More...
ଆଜି ପ୍ରକାଶ ପାଇବ ୫ଟି ରାଜ୍ୟର ନିର୍ବାଚନ ଫଳାଫଳ
ଗୁଆହାଟୀ,୯।୩: ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାପୂର୍ବରୁ ଆସାମର ପୌର ନିର୍ବାଚନରେ ଭାଜପା ଚମତ୍କାର ପ୍ରଦର୍ଶନ କରିଛି। ଆସାମ ରାଜ୍ୟ ନିର୍ବାଚନ ଆୟୋଗ ଦ୍ୱାରା ବୁଧବାର ଘୋଷିତ ନିର୍ବାଚନ ଫଳାଫଳ ଅନୁଯାୟୀ ପୌର ନିର୍ବାଚନରେ ଭାଜପା ମୋଟ ୮୦ଟି ଆସନ…
Read More...
Read More...
୧୪ ରୁ ଦ୍ବିତୀୟ ପାଳି ବଜେଟ
ନୂଆଦିଲ୍ଲୀ,୮।୩ : ବଜେଟ୍ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ସମ୍ଭାବନା ରହିଛି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍.ଭେଙ୍କିୟା ନାଇଡୁ ଏବଂ ଲୋକ ସଭା ଅଧ୍ୟକ୍ଷ ଓମ୍. ବିରଳାଙ୍କ ମଧ୍ୟରେ ଆଲୋଚନା ହୋଇଛି। ଏହା ସହିତ ଦେଶରେ କରୋନା ମହାମାରୀର ତୃତୀୟ ଲହର ଥମୁଥିବା ବିଷୟରେ ମଧ୍ୟ…
Read More...
Read More...
ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେଡି ମେୟର
ଭୁବନେଶ୍ୱର,୮।୩(ବ୍ୟୁରୋ): ଆଗାମୀ ୨୪ ତାରିଖରେ ରାଜ୍ୟର ପୌରାଞ୍ଚଳରେ ନିର୍ବାଚନ ହେବ। ସୋମବାର ନାମାଙ୍କନର ଶେଷ ହୋଇଥିବାବେଳେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହେବ । ୧୪ରେ ଇଚ୍ଛୁକ ପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ତେବେ ଆଜିଠାରୁ ପ୍ରଚାର ମଇଦାନ ସରଗରମ ହୋଇଛି। ଭୁବନେଶ୍ୱର…
Read More...
Read More...
ବିଏମସି ନିର୍ବାଚନ ପାଇଁ ୧୨ ମେୟର ଓ ୩୬୦ କର୍ପୋରେଟରଙ୍କ ପ୍ରାର୍ଥୀପତ୍ର ଦାଖଲ।
ଭୁବନେଶ୍ବର,୮/୩(ଓଡ଼ିଆ ନ୍ୟୁଜ) ଭୁବନେଶ୍ବର ମହାନଗର ନିଗମ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ଶେଷ ହୋଇଛି। ମେୟର ପାଇଁ ସର୍ବମୋଟ ୧୨ ଓ କର୍ପୋରେଟର ପାଇଁ ୩୬୦ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆସନ୍ତା କାଲି ପ୍ରାର୍ଥୀପତ୍ର ଯାଞ୍ଚ ହେବ।
Read More...
Read More...
ପଟ୍ଟାମୁଣ୍ଡାଇ ପୌର ନିର୍ବାଚନ ପାଇଁ କ°ଗ୍ରେସର ପ୍ରାର୍ଥୀପତ୍ର ଘୋଷଣା
ପଟ୍ଟାମୁଣ୍ଡାଇ, ୫ା୩ : କେନ୍ଦ୍ରାପଡ଼ା ଜିଲା ପଟ୍ଟାମଣ୍ଡାଇ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପୌର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଚାଲିବ। ହେଲେ ଦୁଇଦିନ ହେଲା କେହି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ଚଳିତଥର କାଉନସିଲର ସହ…
Read More...
Read More...
ଟିକେଟ ଘୋଷଣାକୁ ନେଇ ଚିନ୍ତା
କେନ୍ଦ୍ରାପଡ଼ା, ୫ା୩: ପୌର ନିର୍ବାଚନ ପାଇଁ ଗତ ୨ ତାରିଖରୁ ନାମାଙ୍କନପତ୍ର ଦାଖଲ ଧାର୍ଯ୍ୟ ହୋଇଛି। ଇତିମଧ୍ୟରେ ୩ ଦିନ ବିତିଥିଲେ ମଧ୍ୟ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ଜଣେ ହେଲେ କେହି ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି। ପୌରାଞ୍ଚଳରେ ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଆଲୋଚନା ଜାରି ରହିଛି।…
Read More...
Read More...
ବିଏମସି ନିର୍ବାଚନ ପାଇଁ କ°ଗ୍ରେସର ପ୍ରାର୍ଥୀ ଘୋଷଣା
ଭୁବନେଶ୍ୱର,୪।୩(ବ୍ୟୁରୋ): ବିଏମ୍ସି ନିର୍ବାଚନ ଲାଗି କଂଗ୍ରେସ ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ନିଜର ମେୟର ପ୍ରାର୍ଥୀଙ୍କ ସହ ୩୦ଜଣ କର୍ପୋରେଟଙ୍କ ନାମ ଘୋଷଣା କରିଛି। ପୂର୍ବାହ୍ନରେ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ଦଳ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଥିବାବେଳେ ସାରେ ପ୍ରଥମ ପର୍ଯ୍ୟାୟରେ ୩୦ଟି…
Read More...
Read More...
ବିଏମସି ପୌର ନିର୍ବାଚନ ପାଇଁ ୪ ଜଣଙ୍କ ପ୍ରାର୍ଥୀପତ୍ର ଦାଖଲ
ଭୁବନେଶ୍ୱର,୪ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ଗୁରୁବାର ୪ ଜଣ ପ୍ରାର୍ଥୀ ମନୋନୟନପତ୍ର ଦାଖଲ କରିଛନ୍ତି । ବୁଧବାର ମେୟର ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ମନୋନୟନ ଫର୍ମ ନେଇଥିବା ବେଳେ ଗୁରୁବାର ଆଉ ୩ ଜଣ ଫର୍ମ ନେଇଛନ୍ତି । ଫଳରେ ଦୁଇ ଦିନରେ ମୋଟ ୮ ଜଣ ପ୍ରାର୍ଥୀ ମେୟର…
Read More...
Read More...
ଖୁବଶୀଘ୍ର ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା ହେବ
ଭୁବନେଶ୍ୱର,୪।୩(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଖୁବଶୀଘ୍ର ମେୟର ପ୍ରାର୍ଥୀ ତାଲିକା ଘୋଷଣା କରିବାକୁ ଯାଉଛି ବିଜେଡ଼ି। ଭୁବନେଶ୍ୱର, ବ୍ରହ୍ମପୁର ଓ କଟକ ମହାନଗର ନିଗମ ଲାଗି ମେୟର ପ୍ରାର୍ଥୀ ଘୋଷଣା କରିବ ଦଳ । ସଭାପତି ନବୀନ ପଟ୍ଟନାୟକଙ୍କ ମୋହର ପରେ ପ୍ରାର୍ଥୀଙ୍କ ନାଁ ଦଳ ଘୋଷଣା କରିବ । ଏ…
Read More...
Read More...