Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜନୀତି
ଏପିର ପଞ୍ଜାବ ମୁଖ୍ୟମନ୍ତ୍ରୀ ପାର୍ଥୀ ଘୋଷଣା
ମୋହାଲି,୧୮।୧: ଭଗଓ୍ବନ୍ତ ମନ୍ନଙ୍କୁ ଆଗାମୀ ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ମଙ୍ଗଳବାର ଘୋଷଣା କରିଛି ଆମ ଆଦମି ପାର୍ଟି (ଏଏପି)। ଅସାଧାରଣ ଟେଲିଭୋଟ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲା ଏହା ଘୋଷଣା କରିଛନ୍ତି। ଏହି ପ୍ରକ୍ରିୟାରେ ଲୋକେ…
Read More...
Read More...
କେନ୍ଦ୍ରାପଡା ଜିଲ୍ଲାରେ ପାର୍ଥୀପତ୍ର ଦାଖଲ
କେନ୍ଦ୍ରାପଡ଼ା , ୧୮ା୧: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ମନୋନୟନ ପତ୍ର ଦାଖଲ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଜିଲା ପରିଷଦ ସଭ୍ୟ ପାଇଁ ୪ଟି ପ୍ରାର୍ଥିପତ୍ର ଦାଖଲ ସହ ୯ ବ୍ଲକ ଅଞ୍ଚଳରେ ୮୦୬ଟି ସମିତି ସଭ୍ୟ, ସରପଞ୍ଚ ଓ…
Read More...
Read More...
ଘୁଞ୍ଚିଲା ପଞ୍ଜାବ ନିର୍ବାଚନ
ନୂଆଦିଲ୍ଲୀ : ଘୁଞ୍ଚିଲା ପଞ୍ଜାବ ବିଧାନସଭା ନିର୍ବାଚନ । ପଞ୍ଜାବ ବିଧାନସଭା ନିର୍ବାଚନ ଘୁଞ୍ଚାଇଛନ୍ତି ନିର୍ବାଚନ କମିଶନ । ୧୬ ଫେବ୍ରୁଆରୀରେ ଶ୍ରୀ ଗୁରୁ ରବିଦାସ ଜୟନ୍ତୀ ଥିବାରୁ ଏହି ନିର୍ବାଚନ ତାରିଖକୁ ଘୁଞ୍ଚା ଯାଇଛି । ଏନେଇ ନିର୍ବାଚନ କମିଶନଙ୍କୁ ଚିଠି ଲେଖିଥିଲେ ପଞ୍ଜାବ…
Read More...
Read More...
ପୌର ନିର୍ବାଚନ ଅଧ୍ୟକ୍ଷ ତାଲିକା ପ୍ରକାଶ
ଭୁବନେଶ୍ୱର,୧୫।୧(ବ୍ୟୁରୋ): ପୌର ନିର୍ବାଚନ ନେଇ ମ୍ୟୁନିସିପାଲିଟି ଓ ଏନଏସିର ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ମହିଳାଙ୍କ ପାଇଁ ୫୦ ପ୍ରତିଶତରୁ ଅଧିକ ଆସନ ସଂରକ୍ଷିତ ରହିଛି । ୧୦୭ ଆସନରୁ ମହିଳାଙ୍କ ପାଇଁ ୫୪ଟି ଆସନ ସଂରକ୍ଷିତ ରହିଛି । ସେହିପରି ୪୨ ଆସନ ଅଣସଂରକ୍ଷିତ,…
Read More...
Read More...
ସମସ୍ତ ହୋଡି°ରୁ ଉଠିବ ନେତା ମନ୍ତ୍ରୀଙ୍କ ଫଟୋ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମସ୍ତ ସରକାରୀ ହୋର୍ଡିଂରୁ ନେତା, ମନ୍ତ୍ରୀଙ୍କ ଫଟୋ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛିି । ଏଥି ସହିତ ସମସ୍ତ ସରକାରୀ ଗାଡ଼ିରୁ ମଧ୍ୟ ନେତା…
Read More...
Read More...
ଭୁବନେଶ୍ୱର ମେୟର ସିଟ୍ ମହିଳା, କଟକ ଅଣସ°ରକ୍ଷିତ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମହାନଗର ନିଗମ ପାଇଁ ମେୟର ପଦବୀ ନିମନ୍ତେ ଚିଠା ତାଲିକା ପ୍ରକାଶ ପାଇଛି। ଭୁବନେଶ୍ୱର ମହାନଗର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ସେହିପରି କଟକ ଅଣସଂରକ୍ଷିତ ଥିବାବେଳେ ବ୍ରହ୍ମପୁର ମହିଳାଙ୍କ ପାଇଁ ସଂରକ୍ଷିତ…
Read More...
Read More...
ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡଲାଇନ ଜାରି
ଭୁବନେଶ୍ୱର,୧୨ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡ୍ଲାଇନ୍ ଜାରି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍ଆର୍ସି ଏହି ଗାଇଡ୍ଲାଇନ୍ ଜାରି କରିଛନ୍ତି। ପ୍ରଚାର ସମୟରେ ବହୁଜନ ସମାବେଶ ଉପରେ ରୋକ ଲଗାଇଛନ୍ତି। ସର୍ବାଧିକ ୧୦୦ ଜଣରେ ରାଜନୈତିକ ସମାବେଶକୁ ଅନୁମତି ମିଳିଛି।…
Read More...
Read More...
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା
ଭୁବନେଶ୍ୱର,୧୧।୧(ବ୍ୟୁରୋ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ନିର୍ବାଚନର କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି ।
ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁସାରେ, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ…
Read More...
Read More...
ନିର୍ବାଚନ ମଇଦାନରେ ଫାଇନାଲ ମ୍ୟାଚ
ନୂଆଦିଲ୍ଲୀ, ୧୦।୧ : ଦେଶରେ ୫ଟି ରାଜ୍ୟରେ ବିିଧାନସଭା ନିର୍ବାଚନ ହୋବକୁ ଯାଉଛି। ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଏହାକୁ ସେମିଫାଇନାଲ୍ ଭାବେ ରାଜନୈତିକ ସମୀକ୍ଷକ ବିଚାର କରୁଛନ୍ତି। ଦେଶର ମୋଟ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତ ଏହି ପାଞ୍ଚଟି ରାଜ୍ୟରେ ବାସ କରନ୍ତି। ଏପରି ପରିସ୍ଥିତିରେ,…
Read More...
Read More...
ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ସ°ରକ୍ଷଣ ତାଲିକା
ଭୁବନେଶ୍ୱର,୭।୧(ବ୍ୟୁରୋ)- ପୌର ନିର୍ବାଚନ ପାଇଁ ଓ୍ବାର୍ଡ ପୁନର୍ଗଗଠନ ଓ ଆସନ ସଂରକ୍ଷଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମର ୬୭, କଟକର ୫୯ ଏବଂ ବ୍ରହ୍ମପୁର ମହନଗର ନିଗମର ୪୨ଟି ଓ୍ବାର୍ଡର ସୀମା ନିର୍ଦ୍ଧାରଣ ଓ ୫୦ % ଆସନ…
Read More...
Read More...