Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜନୀତି
ପାର୍ଥୀଙ୍କ ଖର୍ଚ୍ଚ ସୀମା ବୃଦ୍ଧି
ନୂଆଦିଲ୍ଲୀ,୬।୧: ଲୋକ ସଭା ଓ ବିଧାନସଭା ନର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି ବିଧାନସଭା ପ୍ରାର୍ଥୀଙ୍କ ସର୍ବୋଚ୍ଚ ଖର୍ଚ୍ଚସୀମା…
Read More...
Read More...
ପୌର ନିର୍ବାଚନ ପାଇଁ ଆସିଲା ନିୟମ, ଓବିସି ସ°ରକ୍ଷଣ ରହିବ ନାହିଁ
ଭୁବନେଶ୍ୱର,୩ା୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଓ୍ବାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସବୁ ମ୍ୟୁନିସିପାଲ କମିଶନର ଓ ଜିଲାପାଳଙ୍କୁ ଚିଠି ଲେଖି ପୌର ନିର୍ଦ୍ଦେଶକ କହିଛନ୍ତି।
୨୦୧୧ ଜନଗଣନା ଅନୁଯାୟୀ, ୫ ମହାନଗର ନିଗମ ଓ ୧୦୭…
Read More...
Read More...
ନୂଆବର୍ଷରେ ଚାଷୀଙ୍କୁ ଖୁସି କଲେ ମୋଦି
ନୂଆଦିଲ୍ଲୀ, ୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ପ୍ରଥମ ଦିନରେ ଦେଶର ୧୦.୦୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ପିଏମ୍-କିଷାନ ଯୋଜନାରେ ୨୦,୯୦୦ କୋଟି ଟଙ୍କା ଆର୍ଥତ୍କ ସହାୟତା ପଠାଇଛନ୍ତି। ଭିଡିଓ କନ୍ଫରେନ୍ସ ଜରିଆରେ ମୋଦି ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଦଶମ…
Read More...
Read More...
ଓବିସି ସ°ରକ୍ଷଣ ନେଇ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମେ ପଛୁଆବର୍ଗ ତଥା ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣର ବ୍ୟବସ୍ଥା କରାଯାଉ। ତା’ପରେ ନିର୍ବାଚନ ପ୍ରକ୍ରିୟା ଆଗକୁ ନେବାକୁ ଭାଜପା ବିଧାୟକମାନେ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି…
Read More...
Read More...
ପଛୁଆବର୍ଗ ସଂରକ୍ଷଣକୁ ନେଇ ରାଜନୀତି ସରଗରମ
ଭୁବନେଶ୍ବର: ନିର୍ବାଚନରେ ପଛୁଆବର୍ଗ(ଓବିସି)ଙ୍କୁ ସଂରକ୍ଷଣ ପ୍ରସଙ୍ଗ ଏବେ ରାଜନୈତିକ ବାଦିପାଲା ଆରମ୍ଭ ହୋଇଛି। ଏହି ପ୍ରସଙ୍ଗରେ ଉଚ୍ଚନ୍ୟାୟାଳୟଙ୍କ ହସ୍ତକ୍ଷେପ ପରେ ରାଜ୍ୟ ସାନି ସଂଶୋଧିତ ତାଲିକା ପ୍ରକାଶ କରିବା ନିଷ୍ପତ୍ତି ନେବାପରେ ଏବେ ରାଜ୍ୟ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ…
Read More...
Read More...
ପଞ୍ଚାୟତ ନିର୍ବାଚନ ପାଇଁ ବଢିଲା ଅଡ଼ୁଆ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ହେବ। ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ସରକାର ହାଇକୋର୍ଟଙ୍କୁ ଜଣାଇଛନ୍ତି। ବିଜ୍ଞପ୍ତି ପ୍ରତ୍ୟାହାର ସହ ଆସନ୍ତା ୨୭ରେ ସାନି ତାଲିକା ପ୍ରକାଶ କରାଯିବ ବୋଲି କୋର୍ଟଙ୍କୁ ରାଜ୍ୟ ସରକାର ଜଣାଇଛନ୍ତି।…
Read More...
Read More...
ଭୋଟର କାର୍ଡ ସହିତ ଯୋଡିହେବ ଆଧାର କାର୍ଡ
ନୂଆଦିଲ୍ଲୀ,୨୦।୧୨: ନିର୍ବାଚନ ଆଇନ (ସଂଶୋଧନ) ବିଲ,୨୦୨୧ ଲୋକ ସଭାରେ ଆଗତ କରାଯାଇଛି। ଏହି ବିଲରେ ଭୋଟର କାର୍ଡକୁ ଆଧାର କାର୍ଡ ସହିତ ଯୋଡିବା ପାଇଁ ଏକ ବ୍ୟବସ୍ଥା କରାଯାଇଛି। ଏହାପୂର୍ବରୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ଏଆଇଏମଆଇଏମ, ଆରଏସପି, ବିଏସପି ଭଳି ଦଳ ଏହି ବିଲ ପ୍ରଣୟନକୁ ବିରୋଧ…
Read More...
Read More...
ପ୍ରକାଶ ପାଇଲା ପଞ୍ଚାୟତ ନିର୍ବାଚନ ଆଚରଣ ବିଧି, ଘୋଷଣା ତାରିଖ ଠାରୁ କାର୍ଯ୍ୟକାରୀ ହେବ
ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ଘୋଷଣା ହେବାକୁ ଯାଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ। ଏହାପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଗୋଟିଏ ପରେ ଗୋଟିଏ ପ୍ରସ୍ତୁତି କରାଯାଉଛି। ଶନିବାର କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଉଭୟ ଓଡ଼ିଆ…
Read More...
Read More...
କ°ଗ୍ରେସ ବିଧାୟକଙ୍କ ମନ୍ତବ୍ୟକୁ ନିନ୍ଦା କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୭।୧୨: କର୍ନାଟକର କଂଗ୍ରେସ ବିଧାୟକ କେ ଆର ରମେଶ କୁମାରଙ୍କ ‘ବଳାତ୍କାରର ମଜା ନିଅ’ ମନ୍ତବ୍ୟକୁ ନେଇ ନିନ୍ଦା କରିଛନ୍ତି ପ୍ରିୟଙ୍କା ଗାନ୍ଧୀ ଭଦ୍ରା। କଂଗ୍ରେସ ନେତ୍ରୀ ଟୁଇଟ୍ କରି ଲେଖିଛନ୍ତି, କେ ଆର ରମେଶ କୁମାରଙ୍କ ମନ୍ତବ୍ୟକୁ ମୁଁ ସମ୍ପୂର୍ଣ୍ଣ ହୃଦୟରୁ ନିନ୍ଦା କରୁଛି।…
Read More...
Read More...
୧୦ ଜିଲାକୁ ଗଲା ଇଭିଏମ୍
ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢ଼ିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଜିଲାସ୍ତରକୁ ଇଭିଏମ୍ ମେଶିନ ପଠା ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କ ଅଫିସରୁ ବୁଧବାର ୫ଟି ଜିଲାକୁ ଇଭିଏମ୍ ମେଶିନ ପଠା ଯାଇଥିଲା । ଗୁରୁବାର ୧୦ଟି ଜିଲାକୁ ପଠାଯାଇଛି…
Read More...
Read More...