banner
Breaking
Browsing Category

ରାଜନୀତି

ଆଜି ପୁଣି ବିଧାନସଭା ଅଚଳ, ଅଧାରୁ ସରିଯିବ କି?

ଭୁବନେଶ୍ୱର,୬/୧୩(ଓଡ଼ିଆ ନ୍ୟୁଜ): ବିଧାନସଭାର ଶୀତକାଳୀନ ଅଧିବେଶନ ଗତ ପାଞ୍ଚ ଦିନ ମଧ୍ୟରେ ଗୋଟିଏ ଦିନ ବି ଗୃହରେ କିଛି ଆଲୋଚନା ହୋଇ ନାହିଁ। ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିରୋଧୀ ଅଟଳ ରହି ହୋହାଲ୍କା କରିବା…
Read More...

ଉତ୍ତରପ୍ରଦେଶରେ ସ°ଖ୍ୟା ଗରିଷ୍ଠତା ହାସଲ କରିବ ଭାଜପା

ମୁମ୍ବାଇ,୪।୧୨: ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ଭାଜପା ଉତ୍ତର ପ୍ରଦେଶ ସରକାରକୁ ଫେରିବ। ହିନ୍ଦୁସ୍ତାନ ଟାଇମ୍ସ ଲିଡରଶିପ୍‌ ବୈଠକ (ଏଚ୍‌ଟିଏଲଏସ୍‌)ରେ ଏଭଳି ଦୃଢ଼ୋକ୍ତି ରଖିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏଥିସହ ନିର୍ବାଚନ ଲାଗି ଛୋଟ ଛୋଟ ରାଜନୈତିକ ଦଳ ସହ ମେଣ୍ଟ…
Read More...

ପୁଣି ବିଧାନସଭା ମୁଲତବୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶର ଆଜି ଚତୁର୍ଥ ଦିନ। ଆଜି ବି ବିଧାନସଭା ଆରମ୍ଭରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।…
Read More...

୧୨ ଏମ୍ ପି ନିଲମ୍ବିତ

ନୂଆଦିଲ୍ଲୀ,୨୯ ।୧୧: ସୋମବାର ସଂସଦର ଶୀତକାଳିନ ଅଧିବେଶନ ଆରମ୍ଭ ହୋଇଛି । ଆରମ୍ଭରୁ ହିଁ ବିରୋଧୀ ଦଳଙ୍କୁ ଝଟକା ଲାଗିଛି । ସୋମବାର ରାଜ୍ୟ ସଭାର ୧୨ ଏମ୍‌ପି ନିଲମ୍ବିତ ହୋଇଥିବା ସୂଚନା ମିଳିଛି । ୧୨ ଜଣଙ୍କ ମଧ୍ୟରେ ରହିଛନ୍ତି କଂଗ୍ରେସ, ଶିବସେନା, ଟିଏମ୍‌ସି, ସିପିଆଇ ଓ ସିପିଏମ୍‌ର ଏମ୍‌ପି…
Read More...

କେନ୍ଦ୍ରମନ୍ତ୍ରୀଙ୍କ ଉପରେ ବର୍ଷିଲେ ପ୍ରଣବ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ଏହା ଉପରେ ପ୍ରତିକ୍ରିୟା ରଖି ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଟୁଇଟ୍‌ କରି ସେ କହିଛନ୍ତି, କେନ୍ଦ୍ର ସରକାର ଚାଷୀ ଆଇନ…
Read More...

ପଞ୍ଚାୟତ ନିର୍ବାଚନ ପାଇଁ ସ°ରକ୍ଷଣ ତାଲିକା ପ୍ରକାଶ

ଭୁବନେଶ୍ୱର : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ସଂରକ୍ଷିତ ଆସନ ସଂଖ୍ୟା ଘୋଷଣା କରିଛନ୍ତି ରାଜ୍ୟ ନିର୍ଵାଚନ କମିଶନ। ରାଜ୍ୟ ନିର୍ବାଚନ କମିସନ ସଚିବ ରବୀନ୍ଦ୍ର ସାହୁ ଆଜି ଏ ସମ୍ପର୍କରେ ଘୋଷଣା କରି କହିଛନ୍ତି ଯେ ଏହି ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ମୋଟ ୬ ହଜାର ୭୯୪ଟି ପଂଚାୟତ…
Read More...

ବିଜେଡିରେ ମିଶିଲେ ପ୍ରଦୀପ ସାହୁ

ଖୋର୍ଦ୍ଧା ,୧୫।୧୧: ପଞ୍ଚାୟତ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଝଟକା ଲାଗିଛି। ବେଗୁନିଆ ନିର୍ବାଚନ ମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି । ନିଜର ସମର୍ଥକଙ୍କ ସହ ପ୍ରଦୀପ ି ବିଜେଡି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ।…
Read More...

ଯୁବ କ°ଗ୍ରେସର ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର

ନୂଆଦିଲ୍ଲୀ, ୧୩।୧୧: କଳାହାଣ୍ଡି ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ଏବଂ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଓଡ଼ିଶା ଯୁବକଂଗ୍ରେସ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛି।…
Read More...

ଓଡିଶା ବନ୍ଦକୁ ନେଇ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ

କଟକ : ଶୁକ୍ରବାର ହେବାକୁ ଥିବା ଓଡିଶା ବନ୍ଦକୁ ନେଇ ଉଚ୍ଚ ନ୍ୟାୟାଳୟ କଡା ନିର୍ଦେଶ ଦେଇଛନ୍ତି । ଆନ୍ଦୋଳନକାରୀ ଜୋର ଜବରଦସ୍ତ ଦୋକାନ ବଜାର, ଗାଡି ଚଳାଚଳ ଆଦି ବନ୍ଦ କରିପାରିବେ ନାହିଁ । ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶକୁ କଡାକଡି ପାଳନ କରିବାକୁ ଉଚ୍ଚ ନ୍ୟାୟାଳୟ ନିର୍ଦେଶ ଦେଇଛନ୍ତି ।…
Read More...

ପୁଣି ଜଣେ ମନ୍ତୀଙ୍କୁ ଅଣ୍ଡାମାଡ

ଭବାନୀପାଟଣା : ପୁଣି ଜଣେ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ହୋଇଛି। ଭବାନୀପାଟଣାର ଥୁଆମୂଳ ରାମପୁର ଡୁମେରପଦର ଗାଁରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଗାଡ଼ି ଉପରକୁ କଂଗ୍ରେସ କର୍ମୀ ଅଣ୍ଡାମାଡ଼ କରିଛନ୍ତି। ଅଣ୍ଡାମାଡ଼ ସହ କଳା ପତାକା ପ୍ରଦର୍ଶନ ମଧ୍ୟ ହୋଇଛି। ମନ୍ତ୍ରୀ ବେହେରା…
Read More...