Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜନୀତି
ଯାଜପୁର ମ୍ୟୁନିସପାଲଟି ପାଇଁ ସ°ରକ୍ଷଣ ତାଲିକା ପ୍ରକାଶ
ଯାଜପୁର ,୧୦।୧୧: ୨୬ ୱାର୍ଡ ବିଶିଷ୍ଟ ବ୍ୟାସନଗର ମ୍ୟୁନିସିପାଲିଟିର ପଛୁଆବର୍ଗଙ୍କ ପାଇଁ ୭ଟି ୱାର୍ଡ ସଂରକ୍ଷିତ ରହିଥିବାବେଳେ ସେଥିରୁ ୪ଟି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ତଫସିଲଭୁକ୍ତ ଜାତିଙ୍କ ପାଇଁ ସଂରକ୍ଷିତ ୩ଟି ୱାର୍ଡରୁ ୨ ମହିଳା ଓ ତଫସିଲଭୁକ୍ତ ଜନଜାତିଙ୍କ ପାଇଁ ସଂରକ୍ଷିତ ୩ଟି…
Read More...
Read More...
ପାରାଦୀପ ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ଓ୍ବାର୍ଡ ସ°ରକ୍ଷଣ ତାଲିକା
ପାରାଦୀପ, ୧୦।୧୧ : ପାରାଦୀପ ପୌର ନିର୍ବାଚନ ପାଇଁ ମଙ୍ଗଳବାର ଚିଠା ସଂରକ୍ଷଣ ତାଲିକା ଘୋଷଣା କରାଯାଇଛି। ଜିଲାପାଳ ପାରୁଲ ପଟଓ୍ବାରିଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ ସମସ୍ତ ଓ୍ବାର୍ଡର ତାଲିକା ବଦଳି ଯାଇଛି। ଏଥିରେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି।…
Read More...
Read More...
ରାଜ୍ୟପାଳଙ୍କୁ ଭେଟିଲେ ଯୁବ କ°ଗ୍ରେସ ଦଳ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ମମିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଯୁବ କଂଗ୍ରେସ ରାଜଭବନ ସମ୍ମୁଖରେ ଚଳାଇଥିବା ୪୮ ଘଣ୍ଟିଆ ଅହୋରାତ୍ର ଧାରଣା ସୋମବାର ଶେଷ ହୋଇଛି। ଏଥିସହ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳୀ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର…
Read More...
Read More...
ବିଧାୟକଙ୍କ ଗାଡିକୁ ଅଣ୍ଡା ମାଡ
ଭବାନୀପାଟଣା,୭।୧୧(ବ୍ୟୁରୋ): ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ପକ୍ଷରୁ ମନ୍ତ୍ରୀଙ୍କ ବହିଷ୍କାର ଦାବି କରାଯାଉଛି। । ରାଜ୍ୟ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯାଉଥିବା ବେଳେ ତାଙ୍କ ଗାଡ଼ି ଉପରକୁ…
Read More...
Read More...
ବିଜେଡିରେ ମିଶିଲେ ପ୍ରଦୀପ ମାଝୀ
ଭୁବନେଶ୍ୱର,୬ା୧୧(ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ ଏମ୍ପି ପ୍ରଦୀପ ମାଝି ଶନିବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।
ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,ଏମ୍ପି ରମେଶ ମାଝି, ବିଜେଡିର ନବରଙ୍ଗପୁର ଜିଲା ପ୍ରଭାରୀ ତଥା କ୍ରୀଡ଼ାମନ୍ତ୍ରୀ…
Read More...
Read More...
ଭାଜପା କାର୍ଯ୍ୟକାରିଣୀରେ ଗୁରୁମନ୍ତ୍ର ଦେବେ ମୋଦି।
ନୂଆଦିଲ୍ଲୀ,୬ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହେବାକୁ ଯାଉଛି । ରବିବାର ସକାଳେ ଏହା ଆରମ୍ଭ ହେଉଥିବା ବେଳେ ଅପରାହ୍ନ ୩ଟାରେ ଶେଷ ହେବ ବୋଲି ଜଣାପଡିଛି । ଏହି ବୌଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶର ସଦସ୍ୟଙ୍କୁ…
Read More...
Read More...
ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ।
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ କରିବାକୁ ଶନିବାର ସର୍ବଦଳୀୟ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ୪ ପ୍ରସ୍ତାବ ଉପସ୍ଥାପନ ହୋଇଛି। ଚଳିତ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ସହ ଭୋଟର ତାଲିକାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକରେ ପ୍ରସ୍ତାବ…
Read More...
Read More...
କେହି ଦଳ ଛାଡିଲେ କ°ଗ୍ରେସକୁ କୌଣସି ଫରକ ପଡିବ ନାହିଁ।
ଭୁବନେଶ୍ୱର,୬।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍ପି ପ୍ରଦୀପ ମାଝି ଆଜି ବିଜେଡିରେ ଯୋଗ ଦେବେ । ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ପ୍ରଦୀପ ଓ ତାଙ୍କ ସହ ଅନେକ କର୍ମୀ ବିଜେଡିରେ ମିଶିବେ । କିଛି ବରିଷ୍ଠ କଂଗ୍ରେସ ନେତା ମଧ୍ୟ ଏହି ଅବସରରେ ବିଜେଡିରେ ସାମିଲ…
Read More...
Read More...
କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର : ଆଜି ସମ୍ବଲପୁର କୁଚିଣ୍ଡାରେ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଜିଲାରେ ନୂଆ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବିତରଣ ଶୁଭାରମ୍ଭ ଏବଂ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ଓ…
Read More...
Read More...
ଦରଦାମ ବୃଦ୍ଧି ପ୍ରତିବାଦରେ ଘେରିବ ବିଜେଡି।
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ଏଲ୍ପିଜି ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଘଟିଛି। ଏହା ବିରୋଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି ରାଜଧାନୀଠାରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ ବୋଲି…
Read More...
Read More...