banner
Breaking
Browsing Category

ରାଜନୀତି

୬୦ ପ୍ରତିଶତ ସେସ୍ ଦେବାକୁ ନବୀନଙ୍କ ଦାବି।

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଓଡ଼ିଶାରୁ ଆଦାୟ ହେଉଥିବା କ୍ଲିନ୍‌ ଏନର୍ଜି ସେସ୍‌ରୁ ଅତିକମ୍‌ରେ ୬୦ ପ୍ରତିଶତ ଅଂଶ ଓଡ଼ିଶାକୁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି…
Read More...

ପାଞ୍ଚଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ।

ଭୁବନେଶ୍ବର,୨୬।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନେଇ ମଙ୍ଗଳବାର ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ଓ୍ବାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଅଧ୍ୟକ୍ଷ ଆସନ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଆଜି ପ୍ରକାଶ ପାଇବ । ୯୨ ହଜାର ୱାର୍ଡ ମେମ୍ବର, ୬ ହଜାର ୮୦୦ ସରପଞ୍ଚ ଓ ସମିତି ସଭ୍ୟଙ୍କ…
Read More...

ପୌର ନିର୍ବାଚନ ପାଇଁ ସଜବାଜ।

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଆଗାମୀ ୯ ତାରିଖରୁ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ। ସଂରକ୍ଷଣ ଓ ସୀମା ନର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ। ମତାମତ ଦଖଲର ଶେଷ ଦିନ ନଭେମ୍ବର ୧୮। ନଭେମ୍ବର ୨୯ ତାରିଖରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି…
Read More...

ପଞ୍ଚାୟତ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି।

ଭୁବନେଶ୍ୱର,୨୨/୧୦(ବ୍ୟୁରୋ) ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ପ୍ରକ୍ରିୟା ତ୍ୱରାନ୍ୱିତ କରିଛନ୍ତି। ଧାର୍ଯ୍ୟ ସମୟମୀମା ମଧ୍ୟରେ କାର୍ଯ୍ୟ ସମ୍ପାଦନ ପାଇଁ ନିର୍ବାଚନ ଆୟୁକ୍ତ ଆଦିତ୍ୟ ପ୍ରସାଦ ପାଢ଼ୀ ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି। ଗୁରୁବାର…
Read More...

ପଞ୍ଚାୟତ ନିର୍ବାଚନ ସ°ରକ୍ଷଣ ତାଲିକା ପ୍ରକାଶ।

ଭୁବନେଶ୍ୱର,୯।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଜିଲାସ୍ତରରେ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ବ୍ଲକ ଅଧ୍ୟକ୍ଷ ପଦବୀ ଲାଗି ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ତେବେ ମିିଳିଥିବା ସୂଚନା ଅନୁଯାୟୀ ୧୪ ଜିଲା ଚିଠା ସଂରକ୍ଷଣ ତାଲିକା ପ୍ରକାଶ କରିବାକୁ ସକ୍ଷମ…
Read More...

ପିପିଲିରେ ରୁଦ୍ରଙ୍କ ବାଜିମାତ୍।

ପୁରୀ ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଏଥିରେ ବିଜେଡିର ରୁଦ୍ର ପ୍ରତାପ ମହାରଥୀ ବାଜି ମାରିଛନ୍ତି। ବାପା ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ବିଜୟ ଧାରାକୁ ପୁଅ ରୁଦ୍ର ସଫଳତାର ସହ ବଜାୟ ରଖିଛନ୍ତି। ୨୬ ରାଉଣ୍ଡ ଗଣତି ଶେଷ ହେବା ବେଳକୁ ବିଜେଡିର ରୁଦ୍ର…
Read More...

ମା, ମାଟି, ମାନୁଷର ଜୟ : ମମତା ବାନାର୍ଜୀ

କୋଲକାତା,୩।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁର ଉପ ନିର୍ବାଚନରେ ବୃହତ୍‌ ବିଜୟ ହାସଲ କରିଛନ୍ତି। ଭାଜପା ପ୍ରତିଦ୍ୱନ୍ଦ୍ୱୀ ପ୍ରିୟଙ୍କା ତିବ୍ରଓ୍ବୋଲଙ୍କୁ ୫୮,୮୩୨ ଭୋଟରେ ହରାଇ ପାରମ୍ପରିକ ଆସନକୁ ହାତେଇ ନେଇଛନ୍ତି ତୃଣମୂଳକ କଂଗ୍ରେସ (ଟିଏମ୍‌ସି)ର ସୁପ୍ରିମୋ ମମତା।…
Read More...

ଆମେ ସତ୍ୟର ପଥରେ ଅଟକିବୁ ନାହିଁ।

ନୂଆଦିଲ୍ଲୀ,୨ ।୧୦: ଗାନ୍ଧୀ ଜୟନ୍ତି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଶେୟାର କରି କୃଷକ ଆନ୍ଦୋଳନକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ରାହୁଲ କହିଛନ୍ତି ବିଜୟ ପାଇଁ…
Read More...

ସରିଛି ପଶ୍ଚିମବଙ୍ଗ ଉପନିର୍ବାଚନ। ମମତା ମାରିପାରନ୍ତି ବାଜି।

କୋଲକାତା, : ସରିଛି ପଶ୍ଚିମବଙ୍ଗ ଉପନିର୍ବାଚନ। ଇଭିଏମରେ ସିଲ୍ ହୋଇଛି ନେତ୍ରୀଙ୍କ ଭାଗ୍ୟ। ସବୁବେଳେ ଚର୍ଚ୍ଚାରେ ରହୁଥିବା ମମତାଙ୍କ ପାଇଁ ରହିଛି କଡା ଚ୍ୟାଲେଞ୍ଜ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ହାଇପ୍ରୋଫାଇଲ ଆସନ ଭବାନୀପୁରରେ ଗୁରୁବାର ଉପନିର୍ବାଚନ ଅନୁଷ୍ଠିତ ହୋଇଛି।…
Read More...

ସରିଲା ପିପିଲି ଉପନିର୍ବାଚନ।

ଭୁବନେଶ୍ୱର,୩୦।୯: ବହୁ ବାଧାବିଘ୍ନ ପରେ ସରିଲା ପିପିଲି ନିର୍ବାଚନ। ଇଭିଏମରେ ସିଲ୍ ହୋଇଛି ନେତାଙ୍କ ଭାଗ୍ୟ। ପିପିଲି ଉପନିର୍ବାଚନରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି…
Read More...