banner
Breaking
Browsing Category

ରାଜନୀତି

ଓଡ଼ିଶାର ସା°ସଦ ଓ ବିରୋଧୀ ଦଳ ନେତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ ମୋଦି

ଭୁବନେଶ୍ୱର,୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଦୀପ୍ତଙ୍କ ସ୍ତ୍ରୀ କମଳା ନାୟକଙ୍କ ସହ ଫୋନରେ କଥା ହୋଇଥିଲେ। ଏପରି କି ମୋଦି ରାଜ୍ୟସଭା ସଦସ୍ୟ ରଘୁନାଥ ମହାପାତ୍ରଙ୍କ ମଧ୍ୟ…
Read More...

ଶପଥ ଗ୍ରହଣ କଲେ ମମତା ବାନାର୍ଜୀ।

କୋଲକାତା,୫।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ତୃତୀୟ ଥର ପାଇଁ ବୁଧବାର ୧୦ଟା ୪୫ରେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ରାଜ୍ୟପାଳ ଜଗଦୀପ୍‌ ଧାନଖାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କମ୍‌…
Read More...

ବିଜୁ ଛାତ୍ର ଜନତା ଦଳର କୋଭିଡ୍ ସଚେତନତା କାର୍ଯ୍ୟକ୍ରମ।

ଭୁବନେଶ୍ବର: ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶ କ୍ରମେ ଭର୍ଚୁଆଲ୍ ପ୍ଲାଟଫର୍ମ ମାଧ୍ୟମରେ କୋଭିଡ୍ ନିୟନ୍ତ୍ରଣ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଜୁ ଛାତ୍ର ଜନତା ଦଳର ପ୍ରତ୍ୟେକ କର୍ମକର୍ତ୍ତାଙ୍କୁ…
Read More...

ପିପିଲି ଉପନିର୍ବାଚନ ସ୍ଥଗିତ।

ଭୁବନେଶ୍ୱର,୩।୫: ପିପିଲି ଉପନିର୍ବାଚନକୁ ସୋମବାର ସ୍ଥଗିତ ରଖାଯାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଆଧାରରେ ରାଜ୍ୟରେ କୋଭିଡ୍‌ ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନ ପିପିଲି ଉପନିର୍ବାଚନକୁ ସ୍ଥଗିତ କରିଛନ୍ତି। ମେ ୧୬ରେ ପିପିଲି ଉପନିର୍ବାଚନ ହେବାର ଥିଲା।…
Read More...

ତାମିଲନାଡୁ ବାସୀଙ୍କୁ ଧନ୍ୟବାଦ ଜଣାଇଲେ ଷ୍ଟାଲିନ।

ନୂଆଦିଲ୍ଲୀ, ୨।୫: ତାମିଲନାଡୁ ନିର୍ବାଚନରେ ଡିଏମ୍‌କେ ନେତୃତ୍ୱାଧୀନ ମେଣ୍ଟ ବିଜୟୀ ହୋଇ ସରକାର ଗଢ଼ିବାକୁ ଯାଉଛି। ୨୩୪ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନରେ ଡିଏମ୍‌କେ ମେଣ୍ଟ ୧୪୮ ଆସନରେ ଆଗୁଆ ରହିଛି। ଦଳର ଏହି ସଫଳତା ପାଇଁ ଡିଏମ୍‌କେ ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ ରାଜ୍ୟବାସୀଙ୍କୁ…
Read More...

ନନ୍ଦୀଗ୍ରାମରୁ ହାରିଲେ ମମତା

କୋଲକାତା,୨।୫: କଡା ଟକ୍କର ମଧ୍ୟରେ ନନ୍ଦିଗ୍ରାମରୁ ବିଜୟ ହାସଲ କରିଛନ୍ତି ଶୁଭେନ୍ଦୁ ଅଧିକାରୀ। ସେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମାତ୍ର ୧୯୫୭ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଉଭୟଙ୍କ ମଧ୍ୟରେ ଶେଷ ରାଉଣ୍ଡ ଗଣତି ପର୍ଯ୍ୟନ୍ତ କଡା ଟକ୍କର ଦେଖିବାକୁ…
Read More...

୫ଟି ରାଜ୍ୟର ନିର୍ବାଚନ ଫଳାଫଳ ପରେ ଧନ୍ୟବାଦ ଜଣାଇଲେ ମୋଦି।

ନୂଆଦିଲ୍ଲୀ,୨।୫: ୫ଟି ରାଜ୍ୟର ନିର୍ବାଚନ ଫଳାଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମକେ ନେତା ଏମ.କେ ଷ୍ଟାଲିନ ଏବଂ ଅନ୍ୟ ରାଜ୍ୟର ବିଜେତା ଦଳକୁ ଶୁଭେଚ୍ଛା ଜଣାଇଛନ୍ତି…
Read More...

ବିଜେଡି ନେତା କରୋନା ସଂକ୍ରମିତ ଆଶୁ ଆରୋଗ୍ୟ କାମନା କଲେ ଅଞ୍ଚଳବାସୀ ।

ପୁରୀ - ପୁରୀ ଜିଲ୍ଲା ଯୁବ ବିଜେଡି ସଭାପତି ତଥା ପୂର୍ବତନ ସମିତିସଭ୍ୟ ସମାଜସେବୀ ନାରାୟଣ ସ୍ୱାଇଁ(ନାରୁ) କରୋନା ସଂକ୍ରମିତ ହୋଇ ଚିକିତ୍ସାଧୀନ ଥିବାବେଳେ ପିପିଲି ବ୍ଲକ ହାଟସାହି ପଂଚୟତ ଉପକଣ୍ଠ ପୋଡ଼ାଗୁଣ ଗ୍ରାମର ୪- ନମ୍ବର ୱାର୍ଡ ଦାସସାହି ବାସିନ୍ଦା ଶ୍ରୀଯୁକ୍ତ ସ୍ୱାଇଁଙ୍କ ଆଶୁ ଆରୋଗ୍ୟ…
Read More...

ପଶ୍ଚିମବଙ୍ଗରେ ହାଟ୍ରିକ ମାରିବେ ମମତା।

ନୂଆଦିଲ୍ଲୀ,୩୦ା୪:ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ହ୍ୟାଟ୍ରିକ୍‌ ବିଜୟ ହାସଲ କରି ପୁଣି ଥରେ ଶାସନ କରିପାରେ। ଏହାସହ ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। କେରଳରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଲଗାତର ଦ୍ୱିତୀୟ ଥର…
Read More...

ପ୍ରାର୍ଥୀପତ୍ର ଦାଖଲକଲେ କ°ଗ୍ରେସ ପ୍ରାର୍ଥୀ ବିଶ୍ବକେଶନ।

ଭୁବନେଶ୍ୱର : ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ଥିଲେ। ପୁରୀ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ…
Read More...