banner
Breaking
Browsing Category

ରାଜନୀତି

ପିପିଲି ଉପନିର୍ବାଚନ ପାଇଁ ଆଉ ପ୍ରଚାର କରିବ ନାହିଁ ବିଜେଡି।

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ କରିବାକୁ ନିଷ୍ପତ୍ତି ନେଇଛି। ସୋମବାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ…
Read More...

କରୋନା ପାଇଁ ପ୍ରଚାର କରିବେନି ମମତା

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଉପରେ ମଧ୍ୟ ଏହା ପ୍ରଭାବ ପକାଇବା ଆରମ୍ଭ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପରେ ଏବେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ନିର୍ବାଚନ ରାଲି ସମ୍ପର୍କରେ…
Read More...

୧୩ ରେ ପିପିଲି ଉପନିର୍ବାଚନ ପାଇଁ ସାନି ଭୋଟ।

ଭୁବନେଶ୍ବର,୧୭/୪(ବ୍ୟୁରୋ):ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପିପିଲି ଉପନିର୍ବାଚନ ପାଇଁ ସାନି ତାରିଖ ଘୋଷଣା କରାଯାଇଛି। ମେ’ ୧୩ରେ ପିପିଲି ଉପନିର୍ବାଚନ ହେବ ଏବଂ ଏହିଦିନ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ ବୋଲି କୁହାଯାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ…
Read More...

ପୁଅ ପରେ ପରେ ଚାଲିଗଲେ ମା । ଅଜିତ ମଙ୍ଗରାଜଙ୍କ ମା ବି ଚାଲିଗଲେ।

ଭୁବନେଶ୍ୱର,୧୭/୪(ଓଡ଼ିଆ ନ୍ୟୁଜ): ପୁଅ ପରେ ପରେ ଚାଲିଗଲେ ମା। ପିପିଲି ଉପନିର୍ବାଚନରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ଘଟିବାର ଚାରିଦିନ ପରେ ତାଙ୍କ ମା’ କ୍ଷେତ୍ରମଣି ମଙ୍ଗରାଜଙ୍କର ପରଲୋକ ଘଟିଛି। ଅଜିତ ମଙ୍ଗରାଜ ଅସୁସ୍ଥ ଥିଲେ ଏବଂ ପରେ ସେ କରୋନାରେ…
Read More...

ମେ ୧୨ ରୁ ୧୫ ଭିତରେ ହୋଇପାରେ ପିପିଲି ନିର୍ବାଚନ।

ପିପିଲି ଉପନିର୍ବାଚନରେ ପ୍ରତିଦ୍ବନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ଆସନ୍ତା ୧୭ରେ ନିର୍ବାଚନ ସ୍ଥଗିତ ରହିବା ସ୍ପଷ୍ଟ ହୋଇଛି। ନିୟମାନୁଯାୟୀ, ଜନପ୍ରତିନିଧି ଆଇନ-୧୯୫୨ର ଧାରା(୧)(ଗ) ଅନୁଯାୟୀ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀଙ୍କର ଯଦି ଭୋଟ ଗ୍ରହଣ…
Read More...

ସ୍ବର୍ଗତ ଅଜିତ ମଙ୍ଗରାଜଙ୍କ ପରିବାର ଲୋକଙ୍କ ସହ କଥାହେଲେ ରାହୁଲ ଗାନ୍ଧୀ।

ପିପିଲି,୧୬/୪ : ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟିର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଶୁକ୍ରବାର ସ୍ବର୍ଗତ ଅଜିତ ମଙ୍ଗରାଜଙ୍କ ଧର୍ମପତ୍ନୀ ବନ୍ଦନା ମଙ୍ଗରାଜ, ୨ ପୁଅ ଅଭିଳାଷ ଓ ଆଶୁତୋଷଙ୍କ ସହ ଫୋନରେ କଥା ହୋଇଛନ୍ତି। ସ୍ବର୍ଗତ ମଙ୍ଗରାଜଙ୍କ ଅମର ଆତ୍ମା ପ୍ରତି ଗଭୀର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି…
Read More...

କ”ଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ।

ପିପିଲି : ପିପିଲି ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କର ୫୨ ବର୍ଷ ବୟସରେ ବୁଧବାର ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍‍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି। ଉପନିର୍ବାଚନକୁ ଆଉ ମାତ୍ର ୩ଦିନ ବାକି ରହିଥିବା ବେଳେ…
Read More...

ପିପିଲିର ବିକାଶ ମୁଁ ନିଜେ ବୁଝିବି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ମୁଁ ପିପିଲି-ଡେଲାଙ୍ଗ ଯାଇଥାଆନ୍ତି। ଆପଣମାନେ ମୋତେ ଆଶୀର୍ବାଦ କରିବାକୁ ବହୁସଂଖ୍ୟାରେ ଏକାଠି ହୋଇଥାନ୍ତେ। କୋଭିଡ୍‌ ସମୟରେ ଏହା ଠିକ୍‌ ହେବ ନାହିଁ। ମୋ ପାଇଁ କିଏ ବିପଦରେ ପଡୁ ଏହା ମୁଁ ଚାହେଁ ନାହିଁ। ସେଥିପାଇଁ ଭିଡିଓ କନ୍‌ଫରେନ୍ସରେ ଆପଣମାନଙ୍କୁ ଭେଟୁଛି।…
Read More...

ମମତାଙ୍କୁ ଗୋଟିଏ ଦିନ ପ୍ରଚାର ପାଇଁ ବନ୍ଦ କଲେ ଇସି।

କୋଲକାତା, ୧୨ା୪- ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ନିର୍ବାଚନ ଆୟୋଗ (ଇସି)। ତୃଣମୂଳ କଂଗ୍ରେସ ସୁପ୍ରିମୋ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରଚାର କରିପାରିବେ ନାହିଁ। ମୁଖ୍ୟମନ୍ତ୍ରୀ ନିର୍ବାଚନ ରାଲି ମୁସଲମାନ ସମ୍ପ୍ରଦାୟର ଲୋକଙ୍କୁ ଭାଗ ଭାଗ ନ ହୋଇ…
Read More...

ପିପିଲି ନିର୍ବାଚନରେ ପୁଣି ଗଣ୍ଡଗୋଳ।

ଡେଲାଙ୍ଗ,୧୨।୪ : ପିପିଲି ଉପନିର୍ବାଚନ ପାଇଁ ରବିବାର ପ୍ରଚାର ଚାଲିଥିବାବେଳେ ପୁଣି ହିଂସାକାଣ୍ଡ ଘଟିଛି। ଡେଲାଙ୍ଗ ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତର ବ୍ରାହ୍ମଣବାଡ଼ ଗ୍ରାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ବିଜେଡି କର୍ମୀଙ୍କ ଆକ୍ରମଣରେ ୨ଜଣ ଭାଜପା କର୍ମୀ…
Read More...