Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜନୀତି
ରୁଦ୍ରପ୍ରତାପଙ୍କୁ ମିଳିଲା ବିଜେଡି ଟିକେଟ।
ପିପିଲି : ପିପିଲି ଉପନିର୍ବାଚନ ପାଇଁ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ରପ୍ରତାପ ବିଜେଡି ଦଳର ପ୍ରାର୍ଥୀ ଘୋଷଣା ହେବା ପରେ ସେ ପ୍ରତିକ୍ରୀୟାରେ କହିଛନ୍ତି ଯେ, ଅଞ୍ଚଳବାସୀଙ୍କ ଆର୍ଶୀବାଦ, ସ୍ନେହ, ଶ୍ରଦ୍ଧା ଓ ଭଲପାଇବାକୁ ପାଥେୟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶର ବାର୍ତ୍ତାକୁ ଘରେ…
Read More...
Read More...
ମହାତ୍ମା ଗାନ୍ଧୀଙ୍କ ଦର୍ଶନ ଏବଂ ବାର୍ତ୍ତା ବିଶ୍ୱକୁ ଭାରତର ଶ୍ରେଷ୍ଠ ଦାନ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ଦର୍ଶନ ଏବଂ ବାର୍ତ୍ତା ବିଶ୍ୱକୁ ଭାରତର ଶ୍ରେଷ୍ଠ ଦାନ । ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶହେବର୍ଷ ପୂର୍ତ୍ତି ଉପଲକ୍ଷେ ମଙ୍ଗଳବାର ବିଧାନସଭାରେ ଆଗତ ସ୍ବତନ୍ତ୍ର ସଂକଳ୍ପ ଆଲୋଚନାରେ ଭାଗ ନେଇ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
Read More...
Read More...
ପ୍ରଧାନମନ୍ତ୍ରୀ ନେଲେ କରୋନା ଟିକା।
ନୂଆଦିଲ୍ଲୀ,୧/୩(ଓଡ଼ିଆ ନ୍ୟୁଜ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିଲ୍ଲୀ ଏମ୍ସରେ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ନେଇଛନ୍ତି। ପୁଡୁଚେରୀର ସେବିକା ପି.ନିଭେଦା ଶ୍ରୀ ମୋଦୀଙ୍କୁ ଟିକା ଦେଇଛନ୍ତି।ଏହି ଅବସରରେ ଭାରତରେ ନିର୍ମିତ ଟିକା ସୁରକ୍ଷିତ ଓ ନିରାପଦ ବୋଲି ଶ୍ରୀ ମୋଦୀ…
Read More...
Read More...
ଆରମ୍ଭ ହେଲା ବିଧାନସଭା।
ଭୁବନେଶ୍ୱର : ଆଜି ଠାରୁ ଆରମ୍ଭ ହୋଇଛି ଷୋଡଶ ବିଧାନସଭାର ଷଷ୍ଠ ଅଧିବେଶନ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିଧାନସଭାରେ ପହଞ୍ଚିବା ପରେ ପ୍ରଥମେ ତାଙ୍କୁ ଗାର୍ଡ଼ ଅଫ ଅନର ଦିଆଯାଇଥିଲା। ଏହାପରେ ରାଜ୍ୟପାଳ ଅଭିଭାଷଣ ରଖୁଛ ଦିବଂଗତ ପୂର୍ବତନ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଦେଇଥିଲେ।…
Read More...
Read More...
ରାଜ୍ୟ କ୍ୟାବିନେଟରେ ୨୭ଟି ପ୍ରକଳ୍ପରେ ମୋହର।
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମହିଳା ଓ ଶିଶୁ କଲ୍ୟାଣ, କୃଷି, ମିଶନ ଶକ୍ତି, ସାମାଜିକ ସୁରକ୍ଷା ପ୍ରକଳ୍ପ ସମେତ ସ୍ବାସ୍ଥ୍ୟ ଓ ପରିବାର…
Read More...
Read More...
ନିଯୁକ୍ତି ସମସ୍ୟା ନେଇ ରାଜ୍ୟପାଳଙ୍କୁ ଭେଟିଲା ୟୁଥ୍ ଫର ଆକ୍ସନ
ଭୁବନେଶ୍ୱର, : ରାଜ୍ୟରେ ବେକାରୀ ସମସ୍ୟାକୁ ନେଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ୱବଧାନରେ ଗଢ଼ିଉଠିଥିବା ୟୁଥ୍ ଫର୍ ଆକ୍ସନ ସଂଗଠନର ପ୍ରତିନିଧିମାନେ ଆଜି ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି । ୟୁଥ୍ ଫର ଆକ୍ସନ ସଂଗଠନର ୩୦ ଜଣିଆ ପ୍ରତିନିଧି…
Read More...
Read More...
ବିଜୁଛାତ୍ର ଜନତା ଦଳର କର୍ମକର୍ତ୍ତାଙ୍କୁ ପୁରସ୍କୃତ କଲେ ନବୀନ।
ଭୁବନେଶ୍ୱର,୨୮/୧(ବ୍ୟୁରୋ): ବିଜୁ ଛାତ୍ର ଜନତା ଦଳର ଚଳିତ ମାସ ୨୩ରେ ଆୟୋଜିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଉତ୍ସାହ ବାତାବରଣ ସୃଷ୍ଟି କରିବା ପାଇଁ ବିଜୁ ଜନତା ଦଳର ଲୋକାଭିମୁଖୀ କାର୍ଯ୍ୟ, ନବୀନ ପଟ୍ଟନାୟକଙ୍କ ଆଦର୍ଶ ଓ ବିଜୁବାବୁଙ୍କ ମହାନତାକୁ ପାଥେୟ…
Read More...
Read More...
ଏଥର ଅନଲାଇନରେ ମିଳିଯିବ ଭୋଟର ପରିଚୟପତ୍ର।
ନୂଅ।ଦିଲ୍ଲୀ, ୨୬ା୧ : ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ ଭୋଟର ନିଜ ମୋବାଇଲ ଫୋନ୍ରେ ଷ୍ଟୋର କରିବା ସହ ବ୍ୟକ୍ତିଗତ କମ୍ପୁ୍ୟଟରରେ ଡାଉନ୍ଲେଡ୍ କରିହେବ। ଏହା ପିଡିଏଫ୍ ଫର୍ମାଟରେ…
Read More...
Read More...
ଏଥର ପାର୍ଲିଆମେଣ୍ଟ ଅଧିବେଶନରେ ୧୩ଟି ପ୍ରଶ୍ନ ଉଠାଇବ ବିଜେଡି।
ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସ୍ବାର୍ଥ ସମ୍ବଳିତ ୧୩ ପ୍ରସଙ୍ଗ ଉଠାଇବ। ସୋମବାର ଭିଡିଓ କନ୍ଫରେନ୍ସ ଜରିଆରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…
Read More...
Read More...
ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ହେବେ ସୃଷ୍ଟି ଗୋସ୍ଵାମୀ।
ହରିଦ୍ୱାର,୨୨ ।୧: ଆସନ୍ତାକାଲି ଉତ୍ତରଖଣ୍ଡ ହରିଦ୍ୱାରର ସୃଷ୍ଟି ଗୋସ୍ୱାମୀ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି । ୨୪ ଜାନୁୟାରୀରେ ସୃଷ୍ଟି ଏହି ଦାୟିତ୍ୱ ନେବେ । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତଙ୍କ ମଞ୍ଜୁରୀ ପରେ ସୃଷ୍ଟିଙ୍କୁ ଗୋଟିଏ ଦିନ ପାଇଁ…
Read More...
Read More...