banner
Breaking
Browsing Category

ରାଜନୀତି

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମମତା ବାନାର୍ଜୀ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ ସହ ଛେନାପୋଡ ଓ…
Read More...

ଆଜି ଆସିବେ ମମତା ବାନାର୍ଜୀ

ପୁରୀ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମମତାଙ୍କ କୌଳିକ ପଣ୍ଡା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ବରିଷ୍ଠ…
Read More...

ନିର୍ବାଚନ ଲଢ଼ିବେ କୃଷକ

ଭୁବନେଶ୍ୱର,୨୧।୩(ବ୍ୟୁରୋ):ପେନ୍‌ସନ ଦାବି ସହ ବର୍ଦ୍ଧିତ ବିଦ୍ୟୁତ୍‌ ଦରକୁ ତୀବ୍ର ବିରୋଧ କରିଛନ୍ତି ଚାଷୀ। ଏନେଇ ନବ ନିର୍ମାଣ କୃଷକ ସଙ୍ଗଠନର ଡାକରା କ୍ରମେ ବହୁସଂଖ୍ୟକ ଚାଷୀ ସୋମବାର ବିଧାନସଭା ସମ୍ମୁଖରେ ରଣହୁଙ୍କାର ଦେଇଛନ୍ତି। ସେମାନେ ମାଷ୍ଟରକ୍ୟାଣ୍ଟିନରୁ ହାତରେ ବ୍ୟାନର, ପ୍ଲାକାର୍ଡ…
Read More...

ମହାରାଷ୍ଟ୍ର ନିର୍ବାଚନରେ ଶିବସେନା ଭାଜପା ମେଣ୍ଟ ୨୮୮ ଆସନରେ ଲଢିବ

ମୁମ୍ବାଇ,୧୯।୩ : ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ସହିତ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ର ଅନ୍ୟ ସହଯୋଗୀ ଦଳ ରାଜ୍ୟର ସମସ୍ତ ୨୮୮ ବିଧାନସଭା ଏବଂ ୪୮ ଲୋକସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ।…
Read More...

ବିରୋଧୀ ଦଳର ନେତା କୋର୍ଟରେ ହାଜର

ଭୁବନେଶ୍ୱର : ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ କୋର୍ଟରେ ଶୁକ୍ରବାର ହଜାର ହୋଇଛନ୍ତି। ଜୟନାରାୟଣଙ୍କ ସହ ଆଉ ୧୨ ଜଣ ମଧ୍ୟ ହାଜର ହୋଇଥିବା ଜଣାପଡ଼ିଛି । ବିଜେପୁର ଦିଲେଶ୍ବର ସାହୁ ହତ୍ୟା ମାମଲାରେ ଜୟନାରାୟଣଙ୍କ ସହ ୧୨ଜଣ ସମ୍ପୃକ୍ତ ଥିବା ନେଇ ଅଭିଯୋଗ…
Read More...

ଭତ୍ତା ବୃଦ୍ଧି ପାଇଁ ବିଧାନସଭାରେ ତିନି ଦଳର ସମର୍ଥନ

ଭୁବନେଶ୍ୱର: ବିଧାନସଭାରେ ଦଳମତ ନିର୍ବିଶେଷରେ ବିଧାୟକମାନେ ଶୁକ୍ରବାର ଦିନ ବିଧବା ଓ ଭିନ୍ନକ୍ଷମମାନଙ୍କୁ ଦିଆଯାଉଥିବା ପେନସନ୍ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ବଢୁଥିବା ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ତିନି ପ୍ରମୁଖ ରାଜନୈତିକ ଦଳର ବିଧାୟକମାନେ ଏହି ଦାବି…
Read More...

ପୁଣି ବିଧାନସଭାରେ ନବ ଝଡ଼, ଗୃହ ମୁଲତବୀ

ଭୁବନେଶ୍ୱର : ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହୋଇଥିବା ବେଳେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ॥ ଏହାପରେ ମୁଖ୍ୟମନ୍ତ୍ରୀଙ୍କ…
Read More...

କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର :ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ୫ କେ.ଜି. ଚାଉଳ ବନ୍ଦ କରିବା ଏବଂ ଏଲ୍‌ପିଜି ଦରବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ସିଧାସଳଖ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ବିଜୁ ମହିଳା ଜନତା ଦଳ ସଭାପତି…
Read More...

ଆଜି ବଜେଟ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହର ଅନୁମୋଦନ ପାଇଁ ଉକ୍ତ ବଜେଟକୁ ବିଧାନସଭାରେ ଉପସ୍ଥାପନ କରିବେ। ଆସନ୍ତା ବର୍ଷ ସାଧାରଣ…
Read More...

ସନ୍ଧ୍ୟାରେ ବିଧାନସଭାରେ ଗୋପାଳ ତାତି

ଭୁବନେଶ୍ବର,୨୪ା୨(ବ୍ୟୁରୋ): ରାଜ୍ୟର କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଜଣେ ପୋଲିସ କର୍ମଚାରୀ ଗୁଳିକରି ହତ୍ୟା କଲେ। ଗୋଇନ୍ଦା ବିଭାଗର ଏହା ଚରମ ବିଫଳତା। କ୍ରାଇମବ୍ରାଞ୍ଚକୁ ତଦନ୍ତଭାର ଦିଆଯିବା ପରେ କାହାଣୀ ପରେ କାହାଣୀ ରଚନା କରାଯାଉଛି। ଅନୁସନ୍ଧାନ କେବଳ…
Read More...