banner
Breaking
Browsing Category

ରାଜନୀତି

ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା କରୋନା ଆକ୍ରାନ୍ତ।

ଭୁବନେଶ୍ୱର, ୨୫ା୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ବିଧାୟକଙ୍କଠାରୁ ଆରମ୍ଭ କରି ସାଂସଦ, ମନ୍ତ୍ରୀ କରୋନା ରେ ଆକ୍ରାନ୍ତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା କରୋନା କବଜାକୁ…
Read More...

ଅକ୍ଟୋବର ୨୮ରେ ନିର୍ବାଚନ। ନଭେମ୍ବର ୧୦ରେ ଗଣତି।

ନୂଆଦିଲ୍ଲୀ : ଆସନ୍ତା ମାସ ୨୮ ତାରିଖରୁ ବିହାରରେ ବିଧାନସଭା ନିର୍ବାଚନ ତିନିଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ଭୋଟ ଗଣନା ନଭେମ୍ବର ୧୦ରେ ହେବ। ଆଜି ନୂଆଦିଲ୍ଲୀରେ ଏ ବିଷୟ ଘୋଷଣା କରି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା କହିଛନ୍ତି, ନିର୍ବାଚନ ଘୋଷଣା ସହିତ ଆଦର୍ଶ ଆଚରଣ ସଂହିତା…
Read More...

ରାଜ୍ୟ ବିଜୁ ଜନତାଦଳର ନବକଳେବର। ଯୁବ ନେତାଙ୍କୁ ଗୁରୁତ୍ୱ।

ଭୁବନେଶ୍ୱର,୨୪/୯(ଓଡ଼ିଆ ନ୍ୟୁଜ): ରାଜ୍ୟ ବିଜୁ ଜନତା ଦଳର ନବକଳେବର କରାଯାଇଛି। ପ୍ରଥମ ଥର ପାଇଁ ଯୁବ ସଙ୍ଗଠନରେ ବ୍ୟାପକ ଅଦଳବଦଳ କରାଯିବା ସହିତ ବହୁ ଯୁବ ନେତାଙ୍କୁ ରାଜ୍ୟ ତଥା ଜିଲା ଦାୟିତ୍ୱ ଅର୍ପଣ କରାଯାଇଛି। ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜୁ ଯୁବ…
Read More...

ଉଠାଦୋକାନୀଙ୍କ ଥଇଥାନ ପାଇଁ ଋଣ ପ୍ରଦାନ। ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ।

ନୂଆଦିଲ୍ଲୀ,୨୨/୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନାରେ ବନ୍ଧକବିହୀନ ଋଣ ପାଇବା ପାଇଁ ରାଜ୍ୟର ସହରାଂଚଳର ୬୩ ହଜାର ୨୨୨ ଜଣ ଉଠା ଦୋକାନୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨୩ ହଜାର ୫୫୦ ଜଣ ଋଣ ପାଇବା ପାଇଁ ଆବେଦନ କରିଛନ୍ତି। ଏହି ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…
Read More...

କୃଷକଙ୍କ ସ୍ବାର୍ଥ ଅପେକ୍ଷା ନିଜ ସ୍ଵାର୍ଥକୁ ଗୁରୁତ୍ୱ ଦେଉଛନ୍ତି ବିରୋଧୀ।

ଭୁବନେଶ୍ୱର, ୨୨।୯(ବ୍ୟୁରୋ):  ବିରୋଧୀ ଦଳଗୁଡିକ କୃଷକଙ୍କ ଅପେକ୍ଷା ନିଜ ସ୍ବାର୍ଥକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଯାହା ଦୁଃଖର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଦେଶରେ ବ୍ରିଟିଶ ଯୁଗର ଆଇନକୁ ହଟାଇବା ଏବଂ ଲାଇସେନ୍ସ…
Read More...

ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଇଲେ ସସ୍ମିତ ପାତ୍ର।

ଭୁବନେଶ୍ୱର,୧୯ା୯(ଓଡ଼ିଆ ନ୍ୟୁଜ): ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ଗୃହକାର୍ଯ୍ୟ ଦାୟିତ୍ୱ ତୁଲାଇଛନ୍ତି ବିଜେଡ଼ି ସାଂସଦ ସସ୍ମିତ ପାତ୍ର । ଦକ୍ଷତା ଓ ସାଧୁତାର ସହ ଗୃହ ପରିଚାଳନା ପାଇଁ ସସ୍ମିତଙ୍କୁ ପ୍ରଶଂସା ମଧ୍ୟ କରାଯାଇଛି । ପ୍ରାୟ ୨୦ବର୍ଷ ପରେ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ଜଣେ ଓଡ଼ିଆ…
Read More...

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ ସିବିଆଇ ରେଡ୍।

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେଡି ବିଧାୟକଙ୍କ ଦେବୀ ମିଶ୍ରଙ୍କ ଘରେ ସିବିଆଇ ରେଡ୍ । ଭୁବନେଶ୍ୱର ୟୁନିଟ-୧ ସ୍ଥିତ ତାଙ୍କ ବାସଭବନରେ ଚଢାଉ କରିଛି ସିବିଆଇ । ସି-ସୋର ଲିଙ୍କରେ ବିଧାୟକଙ୍କ ଘରେ ଚଢାଉ ହୋଇଥିବା ସୂଚନା ମିଳିଛି ।
Read More...

ଏମ୍ସରୁ ଘରକୁ ଆସିଲେ ଅମିତ ଶାହା।

ନୂଆଦିଲ୍ଲୀ,୧୭/୯(ବ୍ୟୁରୋ): ଘରକୁ ଆସିଲେ ଅମିତ ଶାହା। ୫ ଦିନ ଡ଼ାକ୍ତରଖାନାରେ ରହିବା ପରେ ଏମ୍ସରୁ ମୁକ୍ତ ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ତାଙ୍କୁ ୧୨ ସେପ୍ଟେମ୍ବର ଦିନ ୧୧ଟାରେ ଚିକିତ୍ସା ନିମନ୍ତେ ଏମ୍ସରେ ଭର୍ତି କରାଯାଇଥିଲା । ଶ୍ଵାସକ୍ରିୟାରେ ସମସ୍ୟା ଯୋଗୁଁ ସେ…
Read More...

ଓଡ଼ିଶାର ୨ଟି ଉପନିର୍ବାଚନ ପାଇଁ ଆସିଲା ଗାଇଡଲାଇନ।

ଭୁବନେଶ୍ୱର,୧୬/୯(ଓଡ଼ିଆ ନ୍ୟୁଜ): ଓଡ଼ିଶାର ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ ପ୍ରାର୍ଥୀଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ…
Read More...

ବିଧାୟକଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର ୧୫।୯(ଓଡ଼ିଆ ନ୍ୟୁଜ):ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ଆରୋଗ୍ୟ କାମନା କରିଛନ୍ତି। ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି।…
Read More...