Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜନୀତି
ସରପଞ୍ଚଙ୍କୁ କରୋନା ମନ୍ତ୍ର ଦେଲେ ନବୀନ।
ଭୁବନେଶ୍ୱର, ୨୨।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୬,୭୮୯ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱର ଶପଥପାଠ କରାଇଛନ୍ତି। ଅନ୍ୟ ରାଜ୍ୟରୁ ଗ୍ରାମକୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖିବା ଏବଂ ସେମାନଙ୍କର ରହିବା, ଖାଇବା,…
Read More...
Read More...
ଆଜି ମୁଖ୍ୟମନ୍ତ୍ରୀ ସରପଞ୍ଚଙ୍କୁ ଦେବେ କରୋନା ମୁକାବିଲା ମନ୍ତ୍ର।
ଭୁବନେଶ୍ବର (ବ୍ୟୁରୋ) : ସରପଞ୍ଚମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି ଅସୀମ କ୍ଷମତା । ଜିଲାପାଳଙ୍କ ପରି କ୍ଷମତା ନେଇ କରୋନା ଲଢ଼େଇରେ ସରପଞ୍ଚମାନଙ୍କୁ ଦିଆଯାଇଛି ସ୍ବାଧୀନତା । ପଞ୍ଚାୟତରେ ସଙ୍ଗରୋଧ ଗୃହ ଦାୟିତ୍ବଠାରୁ ଆରମ୍ଭ କରି ଗରିବ ଲୋକଙ୍କୁ ଖାଦ୍ୟ ବଣ୍ଟନ ଏବଂ ରାଜ୍ୟ ଓ…
Read More...
Read More...
ଗରିବ ଲୋକଙ୍କୁ ସାହାଯ୍ୟ କରିବାକୁ ପରାମର୍ଶ ଦେଲେ ଧର୍ମେନ୍ଦ୍ର ପ୍ରଧାନ।
ଅନୁଗୋଳ , ୧୩।୪(ଓଡ଼ିଆ ନ୍ୟୁଜ)- ଅନୁଗୋଳ ଜିଲାର ବରିଷ୍ଠ ଭାଜପା ନେତାମାନଙ୍କ ସହ ରବିବାର ଭିଡିଓ କନ୍ଫରେନ୍ସ (ଭିସି) ମାଧ୍ୟମରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଦଳୀୟ ନେତାମାନଙ୍କୁ ନାନା ପରାମର୍ଶ ଦେଇଥିଲେ। ପ୍ରଧାନ କହିଥିଲେ…
Read More...
Read More...
ଆଜି କ୍ୟାବିନେଟ ବୈଠକ। ହୋଇପାରେ ବଡ ଘୋଷଣା।
ଭୁବନେଶ୍ବର,(ଓଡ଼ିଆ ନ୍ୟୁଜ) : ଗୁରୁବାର ପୂର୍ବାହ୍ନ ୧୦.୪୫ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଡକାଯାଇଛି। କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ଆଉ କେତେକ ନିଷ୍ପତ୍ତି ଘୋଷଣା କରିବେ। ସାମାଜିକ ଦୂରତ୍ବ ବଜାୟ ରଖିବା ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ଅନୁଷ୍ଠିତ ହେବ।…
Read More...
Read More...
ଉତ୍କଳ ଦିବସର ଅଭିନନ୍ଦନ ସହ କରୋନା ଯୁଦ୍ଧ ଜିତିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର,୧।୪(ଓଡ଼ିଆ ନ୍ୟୁଜ): ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ବାଭିମାନୀପଣିଆ ପାଇଁ…
Read More...
Read More...
ତିନି ମାସର ଦରମା ଦେଲେ ସଞ୍ଜୟ ଦାଶବର୍ମା
ଭୁବନେଶ୍ଵର: କରୋନା ଭୂତାଣୁର ମୁକାବିଲା କରିବା ପାଇଁ ନେତା, ଅଭିନେତା, କ୍ରୀଡ଼ାବିତ, ବ୍ୟାବ୍ୟସାୟିକ ଅନୁଷ୍ଠାନଠାରୁ ଆରମ୍ଭ କରି ସରକାରୀ କର୍ମଚାରୀ ପର୍ଯ୍ୟନ୍ତ ସମସ୍ତେ ସହାୟତାର ହାତ ବଢ଼ାଉଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସ ବର୍ମା ଲୋକ…
Read More...
Read More...
ମଧ୍ୟପ୍ରଦେଶ ସରକାର ସ°ଗୀନ ସ୍ଥିତିରେ।
ମଧ୍ୟପ୍ରଦେଶ, ୧୧/୩(ଓଡ଼ିଆ ନ୍ୟୁଜ) : ବର୍ତ୍ତମାନ ରାଜନୀତିରେ ସବୁ ଅସମ୍ଭବ ସମ୍ଭବ ହୋଇଯାଇଛି। ନିଜର ସ୍ବାର୍ଥ ପାଇଁ ଦଳୀୟ ଓ ରାଷ୍ଟ୍ରୀୟ ସ୍ବାର୍ଥକୁ ବଳି ପକାଇ ଦେଉଛନ୍ତି ରାଜନେତା। ଗଣତନ୍ତ୍ର ନାମରେ ରାଜତନ୍ତ୍ର ଚାଲିଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ଦଳୀୟ କନ୍ଦଳ ହେଉ ଅବା…
Read More...
Read More...
ରାଜ୍ୟସଭା ପାଇଁ ପାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ଭୁବନେଶ୍ୱର, ୭ା୩(ଓଡ଼ିଆ ନ୍ୟୁଜ): ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟସଭା ପ୍ରାର୍ଥୀ ଭାବେ ସୁବାସ ସିଂହ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହନ୍ତଙ୍କ ନାମ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।…
Read More...
Read More...
ପାର୍ଲିଆମେଣ୍ଟରେ ବିଜେଡିକୁ ମିଳିପାରେ ଉପ-ବାଚସ୍ପତି ଆସନ।
ଭୁବନେଶ୍ୱର,(ବ୍ୟୁରୋ): ପାର୍ଲାମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବଜେଟ ଅଧିବେଶନ ଜାରି ରହିଛି। ଓମ୍ ବିର୍ଲା ବାଚସ୍ପତି ଭାବେ ନିଜ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କୁ ସହାୟତା କରିବା ପାଇଁ ଉଦ୍ଦିଷ୍ଟ ଉପବାଚସ୍ପତି ପଦ ଖାଲିପଡ଼ିଛି। କିଛିମାସର ବ୍ୟବଧାନ ପରେ ଏହି ପଦବୀ ପୂରଣ ନେଇ କେନ୍ଦ୍ର ସରକାର…
Read More...
Read More...
ବିଧାନସଭା ପରିସରରେ ବିଜୁ ଜୟନ୍ତୀ ପାଳିତ।
ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ)- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି ତଥା ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
Read More...
Read More...