Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜନୀତି
୧୬ରେ ରାମଲୀଳା ମଇଦାନରେ ଶପଥ ଉତ୍ସବ।
ନୂଆଦିଲ୍ଲୀ,୧୨।୨: ଅରବିନ୍ଦ କେଜରିଓ୍ବାଲ ଫେବୃୟାରୀ ୧୬ରେ ରାମଲୀଳା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବୁଧବାର ଆମ୍ ଆଦ୍ମୀ ପାର୍ଟ(ଏଏପି) ପକ୍ଷରୁ ସୂଚନା ଦିଆଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ଦଳର ୬୨ ନବନିର୍ବାଚିତ ବିଧାୟକଙ୍କ ମଧ୍ୟରୁ କେତେକ ଶପଥ ନେବାର ମଧ୍ୟ କାର୍ଯ୍ୟକ୍ରମ…
Read More...
Read More...
ଦିଲ୍ଲୀରେ ଭୋଟ ଗଣତି ଜାରି। ଆପ ବହୁ ଆଗରେ।
ନୂଆଦିଲ୍ଲୀ,୧୧/୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ୭୦ ଆସନ ପାଇଁ ହୋଇଥିବା ମତଦାନରେ ୬୭୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ ହେବାକୁ ଥିବାବେଳେ ପ୍ରାରମ୍ଭିକ ଗଣତିରେ ଶାସକ ଆମ୍ ଆଦ୍ମୀ ପାର୍ଟି(ଆପ୍) ବହୁ ଆଗରେ ରହିଛି। ଦଳ ୫୦ରୁ ଅଧିକ…
Read More...
Read More...
ବିଜୁ ଜୟନ୍ତୀ ପାଇଁ ଜୋରଦାର ପ୍ରସ୍ତୁତି।
ଭୁବନେଶ୍ୱର,୯ା୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକର ଦଳର ୨ ପ୍ରମୁଖ ଛାମୁଆ ସଙ୍ଗଠନ (ଛାତ୍ର ଓ ଯୁବ) କର୍ମକର୍ତ୍ତା ଯୋଗ ଦେଇ ବିଭିନ୍ନ ପ୍ରସ୍ତାବ ଦେଇଛନ୍ତି। ଦଳୀୟ…
Read More...
Read More...
ଦିଲ୍ଲୀ ବିଧାନସଭା ନିର୍ବାଚନ। ଭୋଟ ଦେଲେ ରାଷ୍ଟ୍ରପତି, ଉପ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ।
ନୂଆଦିଲ୍ଲୀ,୮।୨(ଓଡ଼ିଆ ନ୍ୟୁଜ): ଦିଲ୍ଲୀ ବିଧାନସଭାର ୭୦ ଆସନ ପାଇଁ ଶନିବାର ସକାଳ ୮ଟାଠାରୁ ମତଦାନ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜାରି ରହିଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟି ଗ୍ରହଣ କରାଯିବ। ପୂର୍ବ ଦିଲ୍ଲୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୬୭୨ ପ୍ରାର୍ଥୀଙ୍କ…
Read More...
Read More...
ତପ୍ତପାଣି ବସ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ଲକ୍ଷ ଘୋଷଣା କଲେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ଅନୁକମ୍ପା ସହାୟତା ଘୋଷଣା…
Read More...
Read More...
ବିଧାନ ପରିଷଦ ବୈଠକ। ସା°ସଦଙ୍କୁ ତାଗିଦ। ଓବିସି ସାମିଲ ହେବେ ଏନଆରସିରେ।
ଭୁବନେଶ୍ୱର,୨୮।୧(ଓଡ଼ିଆ ନ୍ୟୁଜ): ବିଜେଡିର ସଂସଦୀୟ ଦଳର ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ମାସ ୨୯ରେ ପାର୍ଲାମେଣ୍ଟର ବଜେଟ ଅଧିବେଶନବେଳେ ଉଭୟ ସଦନରେ ଦଳର ରଣନୀତି…
Read More...
Read More...
ଆସନ୍ତା କାଲି ବିଜେଡି ସାସ°ଦୀୟ ଦଳ ବୈଠକ।
ଭୁବନେଶ୍ୱର,୨୭ ।୧(ଓଡ଼ିଆ ନ୍ୟୁଜ): ନବୀନ ନିବାସରେ ଆସନ୍ତାକାଲି ବସିବାକୁ ଯାଉଛି ବିଜେଡି ସଂସଦୀୟ ଦଳ ବୈଠକ । ବଜେଟ୍ ଅଧିବେଶନରେ ବିଜେଡି ଆଭିମୁଖ୍ୟ କଣ ରହିବ, ସେନେଇ ବୈଠକରେ ଆଲୋଚନା ହେବ । ଏଥିପାଇଁ ଦଳୀୟ ସାଂସଦଙ୍କ ସହ ଆଲୋଚନା କରିବେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
Read More...
Read More...
ଦିଲ୍ଲୀ ନିର୍ବାଚନ ମଇଦାନରେ ୧୬୪ କୋଟିପତି ପାର୍ଥୀ।
ନୂଆଦିଲ୍ଲୀ,୨୬ା୧: ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ । ମଇଦାନରେ ଅଛନ୍ତି ୧୬୪ କୋଟିପତି ପ୍ରାର୍ଥୀ। ୧୩ ପ୍ରାର୍ଥୀ ସେମାନଙ୍କ ସମ୍ପତ୍ତିର ମୂଲ୍ୟ ୫୦ କୋଟିରୁ ଊର୍ଦ୍ଧ୍ୱ ଦର୍ଶାଇଛନ୍ତି। ସବୁଠାରୁ ଅଧିକ ଧନୀ ଭାବେ ଏଏପିର ମୁଣ୍ଡ୍କା ପ୍ରାର୍ଥୀ ଧରମପାଲ ଲାକ୍ରା(୨୯୨.୧ କୋଟି)…
Read More...
Read More...
ବିମାନବନ୍ଦରରେ ଛାତ ଭୁଶୁଡିବା ଘଟଣାରେ କଡା ଜବାବ ରଖିଲା ବିଜେପି। ମନ୍ଦିରରେ କିଏ——-।
ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କୁ ଦଣ୍ଡ ଦିଆଯାଉ। ଏଭଳି ଘଟଣାରେ ଭାଜପା ଭଳି ବିଜେଡି ରାଜନୀତିକରଣରେ ବିଶ୍ୱାସ କରେ ନାହିଁ ବୋଲି ଶନିବାର ବିଜେଡି ମୁଖପାତ୍ର ସସ୍ମିତ…
Read More...
Read More...
ନାଗେଶ୍ୱର ବସ୍ତିରେ ଶାଢୀ ଓ କମ୍ବଳ ବଣ୍ଟନ
ଭୁବନେଶ୍ୱର,୧୯/୦୧(ଓଡ଼ିଆ ନ୍ୟୁଜ) ଚନ୍ଦ୍ରଶେଖରପୁର ସ୍ଥିତ ନାଗେଶ୍ୱର ବସ୍ତିରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀକୁ ଶାଢୀ ଏବଂ ବୃଦ୍ଧ ବୃଦ୍ଧାଙ୍କୁ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୬ ନମ୍ବର ୱାର୍ଡର ସମାଜସେବୀ ମାନସ କୁମାର ଦାଶ ଓ ନାରୀ ନେତ୍ରୀ ମଧୁସ୍ମିତା ଦାଶଙ୍କ…
Read More...
Read More...