banner
Breaking
Browsing Category

ରାଜନୀତି

ଚିତାମ୍ବରମଙ୍କୁ ମିଳିଲା ଜାମିନ। ନେବାପାଇଁ ପୁଅ କାର୍ତ୍ତିଙ୍କ ସହିତ ସମର୍ଥକଙ୍କ ଭିଡ।

ନୂଆଦିଲ୍ଲୀ,୪।୧୨(ବ୍ୟୁରୋ): ଆଇଏନ୍‌ଏକ୍ସ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ବରିଷ୍ଠ ନେତା ପି. ଚିଦାମ୍ବରମ୍‌ଙ୍କୁ ସୁପ୍ରିମକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଜାମିନ ମିଳିବା ପରେ ସନ୍ଧ୍ୟାରେ ପୁଅ କାର୍ତ୍ତି ଚିଦାମ୍ବରମ୍‌ଙ୍କୁ ନେବା ପାଇଁ ତିହାର ଜେଲରେ…
Read More...

ଆସ୍ଥା ଭୋଟରେ ବିଜୟୀ ହେଲେ ଉଦ୍ଧବ ଠାକରେ।

ମୁମ୍ବଇ: ମହାରାଷ୍ଟ୍ରରେ ଶିବସେନା-ଏନସିପି-କଂଗ୍ରେସ ମେଣ୍ଟ ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଉଦ୍ଧବ ଠାକରେ ଶନିବାର ବିଧାନସଭାରେ ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ବିଧାନସଭାର ମୋଟ ୨୮୮ ସଦସ୍ୟଙ୍କ ମଧ୍ୟରୁ ଉଦ୍ଧବ ୧୬୯ ସଦସ୍ୟଙ୍କ ସମର୍ଥନ ପାଇ ନିଜର ଶକ୍ତି…
Read More...

ମହାରାଷ୍ଟ୍ର ସରକାର ପ୍ରଥମ କ୍ୟାବିନେଟରେ ଦେଲେ ୨୦ କୋଟି। ଶୁଶାସନ ପାଇଁ ଦିଆଯିବ ହଜାର ହଜାର କୋଟି।

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକ୍‌ରେ ଦାୟିତ୍ୱଗ୍ରହଣ କରିବା ପରେ ଗୁରୁବାର ରାତି ୮ରେ ପ୍ରଥମ କ୍ୟାବିନେଟ ବୈଠକ ବସିବା ସହ ଛତ୍ରପତି ଶିବାଜୀ ମହାରାଜଙ୍କ ରାଜଧାନୀ ରାୟଗଡ଼ ଦୁର୍ଗର ସଂରକ୍ଷଣ ଲାଗି ୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହ ରାଜ୍ୟର କୃଷକଙ୍କୁ…
Read More...

ଚାଷୀଙ୍କ ଋଣ ଛାଡ ସହିତ ୧୦ ଟଙ୍କାରେ ଖାଇବାକୁ ଦେବ ମହାରାଷ୍ଟ୍ରର ନୂଆ ସରକାର।

ମୁମ୍ବାଇ, ୨୯।୧୧(ଓଡ଼ିଆ ନ୍ୟୁଜ):ମହାରାଷ୍ଟ୍ରରେ ନବଗଠିତ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ରାଜ୍ୟରେ କୃଷକ ସମସ୍ୟାର ସମାଧାନ ଓ ସେମାନଙ୍କ ଋଣଛାଡ଼ ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିସହ ସ୍ଥାନୀୟ ଯୁବତୀଯୁବକଙ୍କ ଲାଗି ୮୦ ପ୍ରତିଶତ କର୍ମନିଯୁକ୍ତି ସୁବିଧା ଯୋଗାଇ ଦେବାକୁ ମହାରାଷ୍ଟ୍ର…
Read More...

କାର୍ଯ୍ୟ ଦିବସ ଥାଇ ଶେଷହେଲା ବିଧାନସଭା।

ଭୁବନେଶ୍ବର,୨୮/୧୧ : ଷୋଡଶ ବିଧାନସଭାର ଦ୍ବିତୀୟ ତଥା ଶୀତକାଳୀନ ଅଧିବେଶନ ୧୭ଟି କାର୍ଯ୍ୟଦିବସ ପୂର୍ବରୁ ଶେଷ ହୋଇଛି। ବାଚସ୍ପତି ଡକ୍ଟର ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି। ନଭେମ୍ବର ୧୩ରୁ ଆରମ୍ଭ ହୋଇଥିବା ଶୀତକାଳୀନ ଅଧିବେଶନ…
Read More...

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଉଦ୍ଧବ ଠାକରେ।

ମୁମ୍ବଇ,୨୮/୧୧(ଓଡ଼ିଆ ନ୍ୟୁଜ) : ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଗୁରୁବାର ସନ୍ଧ୍ୟାରେ ସେଣ୍ଟ୍ରାଲ୍‍ ମୁମ୍ବାଇର  ଶିବାଜୀ ପାର୍କରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଶ୍ରୀ ଠାକରେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ଶ୍ରୀ ଠାକରେ…
Read More...

ମହାରାଷରେ ଭାଜପା ଓ ଏନସିପିର ମିଳିତ ସରକାର। ଦେବେନ୍ଦ୍ର ଫନଡ଼ବିସ ମୁଖ୍ୟମନ୍ତ୍ରୀ ଏବଂ ଅଜିତ ପାୱାର ଉପ-ମୁଖ୍ୟମନ୍ତ୍ରୀ।

ମୁମ୍ବାଇ,୨୩।୧୧:(ବ୍ୟୁରୋ) ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଶନିବାର ପୂର୍ବାହ୍ନ ୮ଟା ୧୫ରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ଼ନବିସ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଏନ୍‌ସିପିର ଅଜିତ୍‌ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ…
Read More...

୨୦୨୦ ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳକୁ ପିଇବା ପାଣି- ପ୍ରତାପ ଜେନା

ଭୁବନେଶ୍ୱର, ୧୯।୧୧(ଓଡ଼ିଆ ନ୍ୟୁଜ): ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସହରାଞ୍ଚଳକୁ ପାଇପ୍‌ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ। ମଙ୍ଗଳବାର ପଶ୍ନୋତ୍ତରବେଳେ ଏହି ସୂଚନା ଦେଇଛନ୍ତି ପଞ୍ଜାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା। କଂଗ୍ରେସ ସଭ୍ୟ ତାରା ପ୍ରସାଦ ବାହିନୀପତି ରାଜ୍ୟରେ…
Read More...

ବଡ଼ିବ ନାହିଁ ବିଧାୟକ ପାଣ୍ଠି,୨୦୧୮-୧୯ ଟଙ୍କା ପଡି ରହିଛି।

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବିଧାୟକମାନଙ୍କ ପାଣ୍ଠି ବୃଦ୍ଧି କରିବା ନେଇ ରାଜ୍ୟ ସରକାର କୌଣସି ଚିନ୍ତା କରି ନାହାନ୍ତି। ଏନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ। ବାରମ୍ବାର ବିଧାୟକମାନେ ସେମାନଙ୍କ ପାଣ୍ଠି ବୃଦ୍ଧି ପାଇଁ କହିଆସୁଥିଲେ ମଧ୍ୟ ଏନେଇ କିଛି ନିଷ୍ପତ୍ତି ହୋଇ ନ ଥିବା ଜଣାପଡିଛି।…
Read More...

ତିନିଜଣ ନେତାଙ୍କୁ ନୂଆ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦଳର ଯୁବନେତାଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ସାଧାରଣ ସମ୍ପାଦକ(ସଂଗଠନ) ଏବଂ ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର…
Read More...