
Breaking
Browsing Category
ରାଜନୀତି
ଓପିଡିସିର ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର, ୧୯ା୧(ଓଡ଼ିଆ ନ୍ୟୁଜ); ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ସୁବାଷ ଚନ୍ଦ୍ର ପାତ୍ର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଏଭଳି ଗୁରୁ ଦାୟିତ୍ୱ ପ୍ରଦାନ କରିଥିବାରୁ ସେ…
Read More...
Read More...
କ°ଗ୍ରେସ ଛାଡ଼ିଲେ ସତ୍ୟ ପ୍ରକାଶ ନାୟକ
ଭୁବନେଶ୍ୱର : ଅସନ୍ତୋଷ ବଖାଣି କଂଗ୍ରେସ ପଦରୁ ୩ ମାସ ତଳେ ଇସ୍ତଫା ଦେଇଥିଲେ ସତ୍ୟପ୍ରକାଶ ନାୟକ । ଆଜି ମଙ୍ଗଳବାର ହାତ ଛାଡ଼ିଛନ୍ତି ସତ୍ୟପ୍ରକାଶ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ ସତ୍ୟ ପ୍ରକାଶ ଇସ୍ତଫା ପତ୍ର ପଠାଇଛନ୍ତି । ଇସ୍ତଫା ଦେବା ସହ ସତ୍ୟପ୍ରକାଶ ଦଳର…
Read More...
Read More...
ବିଧାନସଭା ପାଇଁ ପ୍ରସ୍ତୁତି ହେଉଛନ୍ତି ଦଳ
ଭୁବନେଶ୍ବର : ବିଧାନସଭାର ଷୋଡଶ ଅଧିବେଶନ ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ଉଭୟ ଶାସକ ଏବଂ ବିରୋଧୀ ନିଜ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଦେଲେଣି। ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଚାଲିଥିବାରୁ ବିରୋଧୀଙ୍କ ପକ୍ଷରୁ କେତେଗୁଡିଏ ଗୁରୁତ୍ୱପୂର୍ଣ୍ଣ…
Read More...
Read More...
ଆଜି ଗୁଜରାଟ ନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି
ନୂଆଦିଲ୍ଲୀ,୧୯/୧୧: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ପ୍ରାୟ ସମସ୍ତ ରାଜନୈତିକ ଦଳ ଯୋର ସୋରରେ ସେମାନଙ୍କ ପ୍ରଚାର ଅଭିଯାନ ଆରମ୍ଭ କରି ସାରିଛନ୍ତି । ଏହି କ୍ରମରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟରେ ନିର୍ବାଚନ ପ୍ରଚର ପାଇଁ ବାହାରିଛନ୍ତି ।
ଗୁଜରାଟ ନିର୍ବାଚନକୁ ନେଇ…
Read More...
Read More...
ବଢ଼ିବ ବିଧାୟକଙ୍କ ଦରମା
ଭୁବନେଶ୍ୱର :ବିଧାୟକ ମାନଙ୍କର ଦରମା, ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗରେ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଗଠିତ କମିଟି ଆସନ୍ତା ୨୪ ତାରିଖରେ ହେବାକୁ ଥିବା ଶୀତ ଅଧିବେଶନରେ ବାଚସ୍ପତିଙ୍କୁ ରିପୋର୍ଟ ପ୍ରଦାନ କରିବ। ବିଭିନ୍ନ ରାଜ୍ୟରେ ବିଧାୟକମାନଙ୍କୁ ମିଳୁଥିବା ଦରମା,ଭତ୍ତା ଓ…
Read More...
Read More...
ଆଜି ପ୍ରାର୍ଥୀପତ୍ର ଯାଞ୍ଚ
ପଦ୍ମପୁର,୧୮।୧୧(ଓଡ଼ିଆ ନ୍ୟୁଜ): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏହାକୁ ନେଇ ପାଇଁ ଏବେ ରାଜନୀତି ସରଗରମ ରହିଛି। ଗୁରୁବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବା ବେଳେ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ହେବ। ଗୁରୁବାର ଥିଲା ପ୍ରାର୍ଥିପତ୍ର ଦାଖଲର ଶେଷ ଦିବସ। ଅନ୍ତିମ ଦିବସରେ ୧୩ଜଣ…
Read More...
Read More...
ପଦ୍ମପୁରରେ ବିଜେଡି କାହାକୁ କରିବ ପ୍ରାର୍ଥୀ
ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ଦୁଇ ଜଣ ପୂର୍ବତନ ବିଧାୟକ। ଏହି ଉପନିର୍ବାଚନ ପାଇଁ କଂଗ୍ରେସ ଶନିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ଉପରେ ଦଳ ଭରସା କରିଛି। ସତ୍ୟଭୂଷଣଙ୍କୁ ପ୍ରାର୍ଥୀ କରାଯିବା ନେଇ ଅଖିଳ ଭାରତ କଂଗ୍ରେସ କମିଟି…
Read More...
Read More...
ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ବିଜୁ ଜନତା ଦଳ(ବିଜେଡି) ଜନାଦେଶକୁ ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…
Read More...
Read More...
ବାଜି ମାରିଲା ବିଜେପି
ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି।
ମୋଟ୍ ୧୯ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ସୂରଜ…
Read More...
Read More...
ରାତି ପାହିଲେ ଭୋଟ ଗଣତି
ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ ପ୍ରାର୍ଥୀ। କିଏ ପିନ୍ଧିବ ବିଜୟର ମୁକୁଟ।…
Read More...
Read More...