Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜନୀତି
ପଦ୍ମପୁର ନିର୍ବାଚନ ପାଇଁ ତାରିଖ ଘୋଷଣା
ଭୁବନେଶ୍ୱର : ପଦ୍ମପୁର ଉପ-ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ମୁଖ୍ୟ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସୂଚନା ଦେଇଛନ୍ତି । ନଭେମ୍ବର ୧୦ରେ ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ୧୭ରେ ନାମାଙ୍କନ…
Read More...
Read More...
ଧାମନଗର ନିର୍ବାଚନରେ ୬୬.୬୩ ପ୍ରତିଶତ ମତଦାନ
ଭଦ୍ରକ : ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ ପ୍ରକ୍ରିୟା। ଇଭିଏମରେ ସିଲ୍ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ମୋଟ ୬୬.୬୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ ଚାଲିଥିଲା। ୨୫୨ ପୋଲିଂ ପାର୍ଟି, ୧ ହଜାର ୮ ଜଣ ପୋଲିଂ କର୍ମଚାରୀଙ୍କ…
Read More...
Read More...
୨୪ ରୁ ବିଧାନସଭା ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର : ନଭେମ୍ବର ୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟ ଦିବସ ରହିବ। ଏହି ଅଧିବେଶନର ପ୍ରଥମ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ୍ ଆଗତ କରିବେ। ଏଥିପାଇଁ…
Read More...
Read More...
ଆଜି ଧାମନଗର ନିର୍ବାଚନ, ଚାଲିଛି ମତଦାନ
ଧାମନଗର,୨।୧୧ : ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର ଦେଖାଇ ଭୋଟ ଦେଉଛନ୍ତି।
ପ୍ରକାଶ ଯେ,…
Read More...
Read More...
୮ ନମ୍ବର ଓ୍ବାର୍ଡରେ ଜନସମ୍ପର୍କ ପଦଯାତ୍ରା
ଭୁବନେଶ୍ୱର : ଉତ୍ତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭୁବନେଶ୍ୱର ମହାନଗର ନିଗମର ୮ ନମ୍ବର ଓ୍ବାର୍ଡରେ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଲୋକଙ୍କ ପାଇଁ କାମକର, ଲୋକଙ୍କ ସହିତ ରୁହ, ଲୋକଙ୍କ ସୁଖ ଦୁଃଖ ରେ ଭାଗୀ ହୁଅ ଓ ଲୋକଙ୍କ ପାଖକୁ…
Read More...
Read More...
ରାଜେନ୍ଦ୍ର ଦାସ ବିଜେଡିରୁ ବହିଷ୍କୃତ
ଭୁବନେଶ୍ୱର : ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ ବିଜେଡିରୁ ବହିଷ୍କୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜେନ୍ଦ୍ରଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ସୂଚନାନୁସାରେ, ଧାମନଗର ଉପନିର୍ବାଚନ ସ୍ବାଧୀନ ପ୍ରାର୍ଥୀ ଭାବେନିର୍ବାଚନ…
Read More...
Read More...
ଉତ୍ତର ଭୁବନେଶ୍ୱରରେ ବିଶାଳ ପଦଯାତ୍ରା ଅନାଥ ପିଲାଙ୍କ ମେଳରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ପାଳିଲେ ବିଧାୟକ
ଭୁବନେଶ୍ୱର - ଓଡିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଉପଲକ୍ଷେ ଉତ୍ତର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ବିଶାଳ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ନେତୃତ୍ୱରେ ଆଜି ଡମଣା ଦୁର୍ଗାପୁଜା ପଡିଆ ଠାରୁ ଏହି ପଦଯାତ୍ରା…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ରୋଗୀଙ୍କୁ ଫଳ ବଣ୍ଟନ
ଭୁବନେଶ୍ୱର : ଭାରତର ଏକ ନମ୍ବର ମୁଖ୍ୟମନ୍ତ୍ରୀ ତଥା ଓଡିଶାର ଜନପ୍ରିୟ, ଦରଦି ନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ୭୭ ତମ ଜନ୍ମ ଦିବସ ପାଳନ ଅବସରରେ ବିଜୁ ଜନତା ଦଳ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ତରଫରୁ କ୍ୟାପିଟାଲ ହସ୍ପିଟାଲ ପରିସରରେ ଚିକିତ୍ସାରତ ରୋଗୀ ମାନଙ୍କୁ ଫଳ ବଣ୍ଟନ କରାଯାଇଛି…
Read More...
Read More...
ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷଙ୍କୁ ଶୁଭେଚ୍ଛାର ସୁଅ
ଭୁବନେଶ୍ୱର – ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଭାବେ ନବ ନିଯୁକ୍ତ ହୋଇଥିବା କୁନ ବିହାରୀ ଦାସଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ଆଜି ତାଙ୍କ କାର୍ଯ୍ୟାଳୟ ଠାରେ ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଧାୟକ ପ୍ରଶାନ୍ତ ମୁଦୁଲି, କର୍ପୋରେଟର ମିହିର କୁମାର ରାଉତ, ଅମରେଶ ଜେନା, ପ୍ରୀତିନନ୍ଦା…
Read More...
Read More...
ସରକାରଙ୍କ ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆମ ଦଳ ଲୋକଙ୍କ ସାଥୀରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ତେଣୁ ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ, ତାହା ଉପରେ ଧ୍ୟାନ ଦିଅ।
ବାଙ୍ଗାଲୋରରୁ ଏମିତି ବାର୍ତ୍ତା ଦେଇ ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର…
Read More...
Read More...