banner
Breaking
Browsing Category

ରାଜନୀତି

ନୂଆ ଦଳ ଗଢିବେ ଗୁଲାମନବୀ

ନୂଆଦିଲ୍ଲୀ: କଂଗ୍ରେସ ଦଳଠାରୁ ଶୁକ୍ରବାର ଇସ୍ତଫା ଦେଇଥିବା ବରିଷ୍ଠ ରାଜନେତା ଗୁଲାମନବୀ ଆଜାଦ୍‌ ଖୁବ୍‌ଶୀଘ୍ର ନୂଆ ଦଳ ଗଠନ କରିବେ ବୋଲି ସୂଚନା ମିଳିଛି । ଦଳର ପ୍ରଥମ ଶାଖା ଜମ୍ମୁ-କାଶ୍ମୀରରେ ଖୋଲିବ ବୋଲି ଗୁଲାମନବୀ କହିଛନ୍ତି । ଆଗାମୀ ଦିନରେ ଜମ୍ମୁ-କାଶ୍ମୀରରେ ବିଧାନସଭା ନିର୍ବାଚନ…
Read More...

ସୁନୀଲ ବ°ଶଲ ରାଜ୍ୟ ଭାଜପା ପ୍ରଭାରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ଭାଜପା ପାଇଁ ନୂଆ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି।  ବୁଧବାର ସୁନୀଲ ବଂଶଲଙ୍କୁ ରାଜ୍ୟ ଭାଜପା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଥିବା ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସୁନୀଲଙ୍କୁ ଓଡ଼ିଶା ସହିତ ପଶ୍ଚିମବଙ୍ଗ ଏବଂ…
Read More...

ବିହାର ରାଜନୀତି ସରଗରମ, ନୀତୀଶ ହେବେ ମୁଖ୍ୟମନ୍ତ୍ରୀ

ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ଜେଡ଼ିୟୁ ନେତା ନୀତୀଶ କୁମାରଙ୍କୁ ଚୟନ କରାଯାଇଛି। ମଙ୍ଗଳବାର ଅପରାହ୍ନରେ ନୀତୀଶ ରାବ୍ରୀ ଦେବୀଙ୍କ ବାସଜ ଭବନରେ ପହଞ୍ଚିଥିଲେ। ସେଠାରୁ ଆରଜେଡି ନେତା ତେଜସ୍ବୀ ଯାଦବ ଏବଂ କଂଗ୍ରେସର ଭକ୍ତ ଚରଣ ଦାସଙ୍କ ସହିତ ମିଶି ମୁଖ୍ୟମନ୍ତ୍ରର ଆବାସ ଯାଇଥିଲେ।…
Read More...

ଗୋଟିଏ ମଞ୍ଚରେ ଶାହା ଓ ନବୀନ

କଟକ,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…
Read More...

ରାଜରାସ୍ତାରେ କ°ଗ୍ରେସ କର୍ମୀ

ନୂଆଦିଲ୍ଲୀ,୫।୮: ସାରା ଦେଶରେ ମୁଦ୍ରାସ୍ଫୀତି ଏବଂ ବେକାରୀ ବିରୋଧରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି। କଂଗ୍ରେସ ନେତାମାନେ ଦିଲ୍ଲୀ ସମେତ ସାରା ଦେଶରେ ବିରୋଧ କରୁଛନ୍ତି। ରାଷ୍ଟ୍ରପତି ଭବନ ଏବଂ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ଦଳ ପକ୍ଷରୁ ଧାରଣା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖିରେ…
Read More...

ଚାଲିଛି ରାଷ୍ଟ୍ରପତି ନିର୍ବାଚନ, ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ…
Read More...

ଏନଡିଏର ଉପରାଷ୍ଟ୍ରପତି ହେଲେ ଜଗଦୀପ ଧନଖର

ନୂଆଦିଲ୍ଲୀ : ଭାଜପାର ସଂସଦୀୟ ବୋର୍ଡ ବୈଠକରେ ଉପରାଷ୍ଟ୍ରପତି ପଦ ପାଇଁ  ଜଗଦୀପ ଧନଖରଙ୍କୁ ଏନଡ଼ିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି। ଦିଲ୍ଲୀରେ ଅନୁଷ୍ଠିତ ଏହି ସଂସଦୀୟ ବୋର୍ଡର ଏହି ବୈଠକରେ ଭାଜପାର ବହୁ ବଡ ନେତା ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
Read More...

ନୂଆ ମନ୍ତ୍ରୀଙ୍କୁ ନବୀନଙ୍କ ୬ଟି ମନ୍ତ୍ର

ଭୁବନେଶ୍ୱର,୬।୬(ବ୍ୟୁରୋ): ଶପଥ ଗ୍ରହଣ କରିଥିବା ନୂଆ ମନ୍ତ୍ରୀମାନେ ୫-ଟି ବଦଳରେ ୬-ଟି ରେ କାମ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି। ପୂର୍ବର ଟ୍ରାନ୍ସପରେନ୍ସି, ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟାଇମ୍‌, ଟ୍ରାନ୍ସଫରମେଶନ(୫-ଟି)କୁ ନେଇ କାର୍ଯ୍ୟ ହେଉଥିଲା।…
Read More...

କିଏ କେଉଁ ବିଭାଗ ପାଇଲେ ଜାଣନ୍ତୁ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍‌ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ମଧ୍ୟ ଏଥର ମନ୍ତ୍ରୀ ହୋଇ ପୂର୍ବ…
Read More...

ଶପଥଗ୍ରହଣ କଲେ ନବୀନଙ୍କ ନୂଆ ଟିମ

ଭୁବନେଶ୍ୱର,୫।୬(ବ୍ୟୁରୋ): ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌। ରବିବାର ଲୋକ ସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳରେ ୧୩ଜଣଙ୍କୁ କ୍ୟାବିନେଟ ପାହ୍ୟା…
Read More...