banner
Breaking
Browsing Category

ରାଜନୀତି

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ବିଧାନସଭା ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭା ନିର୍ବାଚନ ପାଇଁ ବିଧିବଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଜୁନ୍‌ ୧୦ରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ମଙ୍ଗଳବାରଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ୩…
Read More...

ଉତ୍ତରର ତିନି ଦକ୍ଷ କର୍ପୋରେଟରଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ବିଭାଗ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ଷ୍ଟାଣ୍ଡିଂ କମିଟି ଗଠନ ହେବାର ୨୦ଦିନ ପରେ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ସୋମବାର ବିଏମ୍‌ସି କନ୍‌ଫରେନ୍ସ ହଲ୍‌ରେ ଏହି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୧୦ କମିଟି ମଧ୍ୟରୁ ନିୟମ ଅନୁଯାୟୀ କଣ୍ଟ୍ରାକ୍ଟସ୍‌ କମିଟିର ଅଧ୍ୟକ୍ଷ ଭାବେ ମେୟର ସୁଲୋଚନା…
Read More...

ପିସିସି ସଭାପତି ହେଲେ ଶରତ ପଟ୍ଟନାୟକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପିସିସି ସଭାପତି ଭାବେ ସୋମବାର ନିଯୁକ୍ତ କରାଯାଇଛି। ଏ ନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଥର ପାଇଁ ସେ ପିସିସି ସଭାପତି ହୋଇଛନ୍ତି। ପୂର୍ବରୁ ରାଜ୍ୟ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ…
Read More...

ଜୁନ ୧୦ ରେ ରାଜ୍ୟସଭା ନିର୍ବାଚନ, ଓଡ଼ିଶାର ୩ଟି ଆସନରେ ଭୋଟ

ନୂଆଦିଲ୍ଲୀ,୧୨ ।୫: ନିର୍ବାଚନ କମିଶନ ଗୁରୁବାର ରାଜ୍ୟ ସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବାକୁ ଘୋଷଣା କରିଛନ୍ତି । ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ୧୫ ରାଜ୍ୟର ମୋଟ ୫୭ ରାଜ୍ୟ ସଭା ଆସନ ଲାଗି ଜୁନ ୧୦ରେ ଭୋଟ ଗ୍ରହଣ କରାଯିବ । ଏଥିମଧ୍ୟରୁ ଉତ୍ତର ପ୍ରଦେଶ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…
Read More...

ହିତାଧିକାରୀଙ୍କ ସହିତ କଥା ହୋଇ ଭାବପ୍ରବଣ ହେଲେ ମୋଦି

ନୂଆଦିଲ୍ଲୀ,୧୨।୫: ଗୁଜରାଟର ଭରୁଚଠାରେ ଗୁରୁବାର ଆୟୋଜିତ ‘ଉତ୍କର୍ଷ ସମରୋହ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ। ଏହି ସମୟରେ ସେ ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା ହୋଇ ଭାବପ୍ରବଣ ହୋଇପଡିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…
Read More...

ପ୍ରାର୍ଥୀପତ୍ର ଦାଖଲ କଲେ ଅଳକା ମହାନ୍ତି

ବ୍ରଜରାଜନଗର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ଅଳକା ମହାନ୍ତି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ନିଜ ସମର୍ଥକଙ୍କ ସହ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ତାଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ନବ…
Read More...

ଅଳକା ମହାନ୍ତି ହେଲେ ବିଜେଡ଼ି ପ୍ରାର୍ଥୀନୀ

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ତାର ପ୍ରାର୍ଥୀ ଘୋଷଣା କରିଛି । ଅଳକା ମହାନ୍ତିଙ୍କୁ ବିଜୁ ଜନତା ଦଳ ବ୍ରଜରାଜନଗର ନିର୍ବାଚନ ପାଇଁ ପ୍ରାର୍ଥୀ କରିଥିବା ସୂଚନା ଦେଇଛି । ସ୍ୱର୍ଗତଃ କିଶୋର ମହାନ୍ତିଙ୍କ ପତ୍ନୀଙ୍କ ହେଉଛନ୍ତି ଅଳକା ମହାନ୍ତି । ତେଣୁ ଦଳ ତାଙ୍କ ଉପରେ…
Read More...

ଭାଜପା ପ୍ରାର୍ଥୀ ହେଲେ ରାଧାରାଣୀ ପଣ୍ଡା

ଝାରସୁଗୁଡା ,୮।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆସନ୍ତା ୩୧ତାରିଖରେ ନିର୍ବାଚନ ହେବ। ଏହାକୁ ନେଇ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ପକ୍ଷରୁ ପ୍ରାର୍ଥୀ କିଏ ହେବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ଭାଜପାରେ ପୂର୍ବତନ ବିଧାୟିକା ରାଧାରାଣୀ…
Read More...

ବଢିପାରେ ବିଧାୟକଙ୍କ ଦରମା

ନୂଆଦିଲ୍ଲୀ,୬ ।୫: ରାଜଧାନୀ ଦିଲ୍ଲୀରେ ଖୁବଶୀଘ୍ର ବିଧାୟକଙ୍କ ଦରମା ବଢିଯାଇପାରେ । ଦିଲ୍ଲୀ ବିଧାନସଭାର ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜରୀ ପ୍ରଦାନ କରିଛନ୍ତି । ଏବେ ୧୧ ବର୍ଷ ପରେ ବିଧାୟକଙ୍କ ଦରମା ବୃଦ୍ଧି କରାଯାଉଛି । ବିଧାୟକଙ୍କ ଦରମା ବ୍ୟତୀତ ଅନ୍ୟ ଭତ୍ତା ବି ବୃଦ୍ଧି କରାଯିବ ।…
Read More...

ସେ ୩୧ରେ ବ୍ରଜରାଜନଗର ନିର୍ବାଚନ

ଭୁବନେଶ୍ୱର,୨।୫(ବ୍ୟୁରୋ): ବ୍ରଜରାଜନଗରରେ ସ୍ଥଗିତ ଥିବା ଉପନିର୍ବାଚନ ମେ’୩୧ରେ ହେବ। ଏ ନେଇ  ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ପାଇଁ ମେ’୪ରେ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇବ। ମେ’୧୧ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ଓ  ୧୨ରେ ନାମାଙ୍କନ…
Read More...