banner
Breaking
Browsing Category

ରାଜ୍ୟ

ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନା

ଭୁବନେଶ୍ଵର: ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଭିତରକନିକାରୁ ଧାମରା ମଧ୍ୟରେ ହାବେଳିଖଟିରେ ବାତ୍ୟା ଦାନା ଲ୍ୟାଣ୍ଡଫଲ କରିଛି । ମଧ୍ୟରାତ୍ରି ପ୍ରାୟ ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସ୍ଥଳଭାଗ ଛୁଇଁଥିଲା ବାତ୍ୟା । ଦୀର୍ଘ…
Read More...

ଏମ୍‌ସରେ ପ୍ରତ୍ୟେକ ସୋମବାର କାର୍ଯ୍ୟ କରୁଛି ସ୍ବତନ୍ତ୍ର ମୁଣ୍ଡ ଏବଂ ଗଳା କର୍କଟ କ୍ଲିନିକ୍

ଭୁବନେଶ୍ୱର, : ବର୍ଷକୁ ବର୍ଷ ମୁଣ୍ଡ ଏବଂ ଗଳା କର୍କଟ ରୋଗୀଙ୍କ ସଂଖ୍ୟା ଉଲ୍ଲେଖନୀୟ ଭାବେ ବୃଦ୍ଧି ଘଟୁଛି। ଯାହାକି ନିହାତି ଚିନ୍ତାଜନକ। ଏମ୍‌ସ ଭୁବନେଶ୍ୱର ଇଏନ୍‌ଟି ଏବଂ ରେଡିଓଥେରାପି ବିଭାଗକୁ କେବଳ ବାର୍ଷିକ ୧୦ ହଜାରରୁ ଅଧିକ ରୋଗୀ ଚିକିତ୍ସା ନିମନ୍ତେ ଆସୁଛନ୍ତି। ଏଥିମଧ୍ୟରୁ ସାଢ଼େ…
Read More...

ଦିନ ୧ ଟା ସୁଦ୍ଧା ରାଜ୍ୟରେ ୩୭% ମତଦାନ

ଭୁବନେଶ୍ବର: ରାଜ୍ୟରେ ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଜାରି ରହିଛି ମତଦାନ । ଭୋଟ୍ ଦେଉଛନ୍ତି ରାଜ୍ୟବାସୀ । ମିଳିଥିବା ସୂଚନା ଅନୁସାରେ, ଅପରାହ୍ନ ୧ ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ହୋଇଛି । ତେବେ ଭଦ୍ରକରେ ୩୪.୭୩ ପ୍ରତିଶତ ମତଦାନ ହୋଇଥିବାବେଳେ, ବାଲେଶ୍ୱରରେ ୪୧.୪୪…
Read More...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଓଡିଶା ପୁଲିସର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତାକାଲି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏଥିରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ ପଡ଼ିବ। ଏଥର ୧୦ ହଜାର ୮୮୨ଟି ବୁଥ୍ ହୋଇଥିବାବେଳେ, ଏଥିରୁ ୨୧ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଅଟେ । ଯାହାକୁ ନେଇ ସୁରକ୍ଷା ଦୃଷ୍ଟିରୁ ୩୬…
Read More...

ଷ୍ଟ୍ରଙ୍ଗରୁମରେ ପହଁଚିଲା ଇଭିଏମ ଓ ଭିଭିପ୍ୟାଟ ୨୪ ଘଣ୍ଟିଆ ସୁରକ୍ଷା ସହ ସିସିଟିଭି ବ୍ୟବସ୍ଥା

ଭୁବନେଶ୍ୱର : ଚଳିତ ଏକକ ସାଧାରଣ ନିର୍ବାଚନକୁ ସ୍ୱଚ୍ଛ,ଅବାଧ ଓ ନିରପେକ୍ଷ କରିବା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି । ନିର୍ବାଚନରେ ବ୍ୟବହାର ହେବାକୁ ଥିବା ଇଭିଏମ…
Read More...

ଏମ୍‌ସ ଭୁବନେଶ୍ୱର କାଏଜ୍‌ମା-୨୦୨୪କୁ ଉଦ୍‌ଘାଟନ କଲେ ମାନ୍ୟବର ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ

ଭୁବନେଶ୍ୱର : କୋଭିଡ୍‌ ମହାମାରୀ ସମୟରେ ଏମ୍‌ସ ଭୁବନେଶ୍ୱର ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ଗୁଣବତ୍ତାପୂର୍ଣ୍ଣ ସ୍ବାସ୍ଥ୍ୟସେବା ପ୍ରଦାନରେ ଏହି ଜାତୀୟ ସ୍ବାସ୍ଥ୍ୟପ୍ରତିଷ୍ଠାନର ଅବଦାନ ଅନସ୍ବୀକାର୍ଯ୍ୟ। ବିକଶିତ ଭାରତର ପ୍ରକୃତ ଭାବନା ପୂରଣ କରିବାରେ ଦେଶର ଯୁବଗୋଷ୍ଠୀ ସମ୍ମୁଖଭାଗରେ…
Read More...

ଏମ୍‌ସ ଭୁବନେଶ୍ୱର ପକ୍ଷରୁ ଏନଏସଏସ ମହିଳା ସ୍ବେଚ୍ଛାସେବୀଙ୍କ ପାଇଁ ସ୍ବତନ୍ତ୍ର ସିପିଆର୍‌ ତାଲିମ କର୍ମଶାଳା

ଭୁବନେଶ୍ୱର : ବର୍ତ୍ତମାନ ସମୟରେ ସମଗ୍ର ଦେଶରେ ହୃଦ୍ ରୋଗ ମୃତ୍ୟୁର ମୁଖ୍ୟ କାରଣ ଭାବେ ଉଭା ହୋଇଛି। ତୁରନ୍ତ ଚିକିତ୍ସା ସେବା ଉପଲବ୍ଧ ହେବା ପର୍ଯ୍ୟନ୍ତ ମସ୍ତିଷ୍କକୁ ଜୀବିତ ରଖିବା ନିମନ୍ତେ ଉକ୍ତ ସ୍ଥାନରେ ଉପସ୍ଥିତ ବ୍ୟକ୍ତିଙ୍କ ଭୂମିକା (ଜୀବନ ରକ୍ଷାକାରୀ) ଗୁରୁତ୍ୱପୂର୍ଣ୍ଣ ହୋଇଯାଏ।…
Read More...

ଆସ୍ପାୟାର ହସ୍ପିଟାଲ ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳିତ

ଭୁବନେଶ୍ୱର,୪ା୨ ଭୁବନେଶ୍ୱର ଆସ୍ପାୟାର ହସ୍ପିଟାଲ ପକ୍ଷରୁ ଚଳିତବର୍ଷର ବିଷୟ ବସ୍ତୁ ଯତ୍ନର ବ୍ୟବଧାନ ବନ୍ଦ କରକୁ ନେଇ ବିଶ୍ୱ କର୍କଟ ଦିବସ ପାଳିତ ହୋଇଯାଇଛି । ହସ୍ପିଟାଲର ନିର୍ଦ୍ଦେଶକ ତଥା ବିଶିଷ୍ଟ ଆଙ୍କୋଲୋଜିଷ୍ଟ ସର୍ଜନ ଡାକ୍ତର ଅମିତାଭ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
Read More...

ଏମ୍‌ସ ଭୁବନେଶ୍ୱର ଧର୍ମଶାଳା, ନୂତନ ଟ୍ରମା କେନ୍ଦ୍ର ଏବଂ ଅତ୍ୟାଧୁନିକ ହେଲା ମେସିନ୍‌କୁ ଉଦ୍‌ଘାଟନ କଲେ କେନ୍ଦ୍ର…

ଭୁବନେଶ୍ୱର : ସ୍ୱାସ୍ଥ୍ୟ ସେବାକ୍ଷେତ୍ରରେ ପୁନର୍ବାର ଅନନ୍ୟ ଯୋଗଦାନ ପୂର୍ବକ ଏମ୍‌ସ ଭୁବନେଶ୍ୱର ପକ୍ଷରୁ ରୋଗୀସେବାରେ ଏକାଧିକ ନୂତନ ବ୍ୟବସ୍ଥା ଯୋଡ଼ିହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମନସୁଖ୍‌ ମାଣ୍ଡଭିୟ ଆଜି ଆଭାସି କାର୍ଯ୍ୟକ୍ରମ ମାଧ୍ୟମରେ ଏମ୍‌ସ ଭୁବନେଶ୍ୱରର ଧର୍ମଶାଳା, ନୂତନ…
Read More...

ଜାତୀୟ ସ୍ତରୀୟ ସ୍ତ୍ରୀକର୍କଟ ରୋଗ ବିଶେଷଜ୍ଞ ସମ୍ମିଳନୀ ଉଦ୍‌ଘାଟିତ

ଭୁବନେଶ୍ୱର,୨୪ା୧୧ ଭାରତୀୟ ସ୍ତ୍ରୀକର୍କଟ ବିଶେଷଜ୍ଞ ସଂଘ ପକ୍ଷରୁ ୩୦ ତମ ଜାତୀୟ ସ୍ତରୀୟ ସ୍ତ୍ରୀକର୍କଟ ରୋଗ ବିଶେଷଜ୍ଞ ସମ୍ମିଳନୀ ଭୁବନେଶ୍ୱରର ଏକ ତାରକା ହୋଟେଲରେ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗଦେଇ ଉଦ୍‌ଘାଟନ…
Read More...