Breaking
ଡମଣା ଗୋପୀନାଥ ଜୀଉ ଦୁର୍ଗାପୂଜା କମିମିଟିର ପ୍ରସ୍ତୁତି ବୈଠକନେକ୍ସସ୍ ଏକ୍ସପ୍ଲାନେଡ୍ ମଲରେ ଖୋଲିଲା ‘ କେ ସେ କୁଲଚା’ ଆଉଟଲେଟ୍ଭାରତୀୟ ଗ୍ରାହକମାନଙ୍କ ନିମନ୍ତେ ସାମସଙ୍ଗ ଦ୍ୱାରା ୧୦ଟି ବୃହତ୍ ଏଆଇ କ୍ଷମତାଯୁକ୍ତ ବେସପୋକ ୱାସିଙ୍ଗ ମେସିନର ଶୁଭ ଉନ୍ମୋଚନନୀଳାଦ୍ରି ବିହାର ଦୁର୍ଗାପୂଜା ପାଇଁ ମାଟି ଅନୁକୂଳନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ରାଜ୍ୟ
ଏମ୍ସ ଭୁବନେଶ୍ୱର ପକ୍ଷରୁ ଏନଏସଏସ ମହିଳା ସ୍ବେଚ୍ଛାସେବୀଙ୍କ ପାଇଁ ସ୍ବତନ୍ତ୍ର ସିପିଆର୍ ତାଲିମ କର୍ମଶାଳା
ଭୁବନେଶ୍ୱର : ବର୍ତ୍ତମାନ ସମୟରେ ସମଗ୍ର ଦେଶରେ ହୃଦ୍ ରୋଗ ମୃତ୍ୟୁର ମୁଖ୍ୟ କାରଣ ଭାବେ ଉଭା ହୋଇଛି। ତୁରନ୍ତ ଚିକିତ୍ସା ସେବା ଉପଲବ୍ଧ ହେବା ପର୍ଯ୍ୟନ୍ତ ମସ୍ତିଷ୍କକୁ ଜୀବିତ ରଖିବା ନିମନ୍ତେ ଉକ୍ତ ସ୍ଥାନରେ ଉପସ୍ଥିତ ବ୍ୟକ୍ତିଙ୍କ ଭୂମିକା (ଜୀବନ ରକ୍ଷାକାରୀ) ଗୁରୁତ୍ୱପୂର୍ଣ୍ଣ ହୋଇଯାଏ।…
Read More...
Read More...
ଆସ୍ପାୟାର ହସ୍ପିଟାଲ ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳିତ
ଭୁବନେଶ୍ୱର,୪ା୨ ଭୁବନେଶ୍ୱର ଆସ୍ପାୟାର ହସ୍ପିଟାଲ ପକ୍ଷରୁ ଚଳିତବର୍ଷର ବିଷୟ ବସ୍ତୁ ଯତ୍ନର ବ୍ୟବଧାନ ବନ୍ଦ କରକୁ ନେଇ ବିଶ୍ୱ କର୍କଟ ଦିବସ ପାଳିତ ହୋଇଯାଇଛି । ହସ୍ପିଟାଲର ନିର୍ଦ୍ଦେଶକ ତଥା ବିଶିଷ୍ଟ ଆଙ୍କୋଲୋଜିଷ୍ଟ ସର୍ଜନ ଡାକ୍ତର ଅମିତାଭ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
Read More...
Read More...
ଏମ୍ସ ଭୁବନେଶ୍ୱର ଧର୍ମଶାଳା, ନୂତନ ଟ୍ରମା କେନ୍ଦ୍ର ଏବଂ ଅତ୍ୟାଧୁନିକ ହେଲା ମେସିନ୍କୁ ଉଦ୍ଘାଟନ କଲେ କେନ୍ଦ୍ର…
ଭୁବନେଶ୍ୱର : ସ୍ୱାସ୍ଥ୍ୟ ସେବାକ୍ଷେତ୍ରରେ ପୁନର୍ବାର ଅନନ୍ୟ ଯୋଗଦାନ ପୂର୍ବକ ଏମ୍ସ ଭୁବନେଶ୍ୱର ପକ୍ଷରୁ ରୋଗୀସେବାରେ ଏକାଧିକ ନୂତନ ବ୍ୟବସ୍ଥା ଯୋଡ଼ିହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମନସୁଖ୍ ମାଣ୍ଡଭିୟ ଆଜି ଆଭାସି କାର୍ଯ୍ୟକ୍ରମ ମାଧ୍ୟମରେ ଏମ୍ସ ଭୁବନେଶ୍ୱରର ଧର୍ମଶାଳା, ନୂତନ…
Read More...
Read More...
ଜାତୀୟ ସ୍ତରୀୟ ସ୍ତ୍ରୀକର୍କଟ ରୋଗ ବିଶେଷଜ୍ଞ ସମ୍ମିଳନୀ ଉଦ୍ଘାଟିତ
ଭୁବନେଶ୍ୱର,୨୪ା୧୧ ଭାରତୀୟ ସ୍ତ୍ରୀକର୍କଟ ବିଶେଷଜ୍ଞ ସଂଘ ପକ୍ଷରୁ ୩୦ ତମ ଜାତୀୟ ସ୍ତରୀୟ ସ୍ତ୍ରୀକର୍କଟ ରୋଗ ବିଶେଷଜ୍ଞ ସମ୍ମିଳନୀ ଭୁବନେଶ୍ୱରର ଏକ ତାରକା ହୋଟେଲରେ ଉଦ୍ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗଦେଇ ଉଦ୍ଘାଟନ…
Read More...
Read More...
ଓମ୍ରାର ୩୬ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର,୨୯।୮ : ରାଜ୍ୟ ସ୍ତରୀୟ ସ୍ବେଛାସେବୀ ଅନୁଷ୍ଠାନ ଓମ୍ରାର ୩୬ତମ ବାର୍ଷିକ ଉତ୍ସବ ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର ମୂଖ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।
ଉକ୍ତ ଉତ୍ସବରେ ଓମ୍ରା ର ସଭାପତି ଡାକ୍ତର ଚିତ୍ତ ରଞ୍ଜନ ମିଶ୍ର ଅତିଥି ମାନଙ୍କୁ ସ୍ବାଗତ କରିବା ସହ ଅତିଥି…
Read More...
Read More...
ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆପଣମାନେ ଖୁସି ତ? ମହାନଗର ନିଗମର ଗରିବ ଲୋକଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶ୍ନରେ ଆନନ୍ଦ, ଉଲ୍ଲାସ, କରତାଳି ଓ ହୁଳହୁଳିରେ କମ୍ପିଥିଲା କଳିଙ୍ଗ ଷ୍ଟାଡିୟମ।
ଗରିବ ଲୋକଙ୍କ ପାଇଁ ଆଜି ଏକ ଐତିହାସିକ ଦିବସ। ଯେଉଁମାନେ…
Read More...
Read More...
ଏମ୍ସ ଭୁବନେଶ୍ୱରରେ ସିଜିଏଚଏସ୍ ହିତାଧିକାରୀଙ୍କ ପାଇଁ ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ର ଉଦ୍ଘାଟନ କଲେ କାର୍ଯ୍ୟନିର୍ବାହୀ…
ଭୁବନେଶ୍ୱର,: ଏମ୍ସ ଭୁବନେଶ୍ୱରରେ ସମସ୍ତ ସିଜିଏଚଏସ୍ ହିତାଧିକାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ରକୁ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ
ଉଦ୍ଘାଟନ କରିଛନ୍ତି।
ଓପିଡି ଫୋୟରରେ ଆରମ୍ଭ ହୋଇଥିବା ଏହି ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ର ମାଧ୍ଯମରେ ସିଜିଏଚଏସ୍…
Read More...
Read More...
ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଶବ ପରିଚାଳନା କ୍ଷେତ୍ରରେ ଅନନ୍ୟ ପାରଦର୍ଶିତା ନିମନ୍ତେ ଏମ୍ସ ଭୁବନେଶ୍ୱରକୁ ସମ୍ମାନିତ…
ଭୁବନେଶ୍ୱର : ବାଲେଶ୍ବର ଜିଲ୍ଲା ଅନ୍ତର୍ଗତ ବାହାନଗାରେ ହୋଇଥିବା ଦୁର୍ଭାଗ୍ୟଜନକ ଟ୍ରେନ୍ ଦୁର୍ଘଟଣାରେ ମୃତ ଶରୀର ପରିଚାଳନା କ୍ଷେତ୍ରରେ ଏମ୍ସ ଭୁବନେଶ୍ୱରର ପ୍ରତିବଦ୍ଧତା, ଉତ୍ସର୍ଗୀକୃତ ମନୋଭାବ ଏବଂ ନିରନ୍ତର ପ୍ରୟାସ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜାତୀୟ…
Read More...
Read More...
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଓଏସ୍ଡି ସୁଧାଂଶ୍ ପନ୍ତଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ, ଗୁଣବତ୍ତାପୂର୍ଣ୍ଣ…
ଭୁବନେଶ୍ୱର : ଗୌରବମୟ ପ୍ରଥମ ଦଶନ୍ଧିର ଯାତ୍ରା ଅବସରରେ ଏମ୍ସ ଭୁବନେଶ୍ୱର ଓଡ଼ିଶା ତଥା ପଡୋଶୀ ରାଜ୍ୟର ଜନସାଧାରଣଙ୍କୁ ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାରେ ଅଗ୍ରଣୀ ଭୂମିକା ନିର୍ବାହ କରିଛି। ରୋଗୀସେବା କ୍ଷେତ୍ରରେ ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଦେଶରେ ଏକ ନୂତନ…
Read More...
Read More...
ଏମ୍ସ ଭୁବନେଶ୍ୱର ୧୧ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର : ପ୍ରଥମ ଦଶନ୍ଧିର ଗୌରବମୟ ଯାତ୍ରା ସହିତ ପୂର୍ବ ଭାରତରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସମସ୍ତଙ୍କ ଆସ୍ଥାଭାଜନ ହୋଇପାରିଥିବା ଏମ୍ସ ଭୁବନେଶ୍ୱର ଆଜି ଏହାର ୧୧ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଏମ୍ସ ପକ୍ଷରୁ ଇ-ଅଫିସ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ଏହି ସୁବିଧା…
Read More...
Read More...