Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜ୍ୟ
ଆଜି ସରଗରମ ହେବ ବିଧାନସଭା
ଭୁବନେଶ୍ୱର,୨୧ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୨୧ରୁ ମାର୍ଚ୍ଚ ୧ ଓ ୨ୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ। ପ୍ରଥମ ଦିବସର ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ…
Read More...
Read More...
ବଜେଟ ଅଧିବେଶନ ପାଇଁ କଡ଼ା ସୁରକ୍ଷା
ଭୁବନେଶ୍ୱର : ବିଧାନସଭାର ବଜେଟ ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି। ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୋଲିସ ଡିଜି ସୁନୀଲ ବଂଶଲଙ୍କ ସହ ପୋଲିସ କମିଶନର, ଭୁବନେଶ୍ୱର ଡିସିପି, ଗୁଇନ୍ଦା ବିଭାଗ ଓ ଆଇନଶୃଙ୍ଖଳାର ବରିଷ୍ଠ ଅଧିକାରୀ ସୁରକ୍ଷାର…
Read More...
Read More...
ଓଡ଼ିଶାର ଏମ୍ସ ଡାକ୍ତରଙ୍କୁ ମୋଦିଙ୍କ ପ୍ରଶଂସା
ଭୁବନେଶ୍ୱର :ଏମ୍ସ ଭୁବନେଶ୍ବରରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କ ଦୁଇ ଆଣ୍ଠୁ ଓ ଦୁଇ ହିପ୍ (ନିତମ୍ବ ଗଣ୍ଠି)ର ଏକକାଳୀନ ପ୍ରତିରୋପଣ କରାଯାଇଥିଲା। ଭୁବନେଶ୍ବର ଏମ୍ସର ଏହି ସଫଳ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ସୋମବାର ଟୁଇଟ୍ କରି…
Read More...
Read More...
ଜେଲରେ ମୃତ୍ୟୁ ବରଣ ହେଲେ ମିଳିବ ସହାୟତା
ଭୁବନେଶ୍ୱର : ଜେଲ ଅନ୍ତେବାସୀଙ୍କ କୌଣସି କାରଣରୁ ମୃତ୍ୟୁ ହେଲେ ସେମାନଙ୍କର ନିକଟ ସମ୍ପର୍କୀୟଙ୍କୁ ରାଜ୍ୟ ସରକାର ଆର୍ଥିକ କ୍ଷତିପୂରଣ ପ୍ରଦାନ କରିବେ। ହାଇକୋର୍ଟ ଏବଂ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଜେଲ ଅନ୍ତେବାସୀଙ୍କ ଉଦ୍ଦେଶ୍ୟରେ କ୍ଷତିପୂରଣ ପ୍ରଦାନ ରୁଲ୍ସ-୨୦୨୩…
Read More...
Read More...
କ୍ୟାବିନେଟ ବୈଠକରେ ୧୫ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର : ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ବୈଠକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଲାଗି ୧୦୦ ସିଟ୍ ବିଶିଷ୍ଟ ୨୩୭ଟି ହଷ୍ଟେଲ…
Read More...
Read More...
ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୫ ତମ ଜନ୍ମ ମହୋତ୍ସବ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ଜୀବନକୁ ସୁନିୟନ୍ତ୍ରିତ କରିବାରେ ଗୁରୁଙ୍କର ରହିଛି ବିଶେଷ ଭୂମିକା। ତାଙ୍କ ପ୍ରଦର୍ଶିତ ମାର୍ଗରେ ନିଜକୁ ପରିଚାଳିତ କରିପାରିଲେ ବ୍ୟକ୍ତି, ସମାଜ ଓ ରାଷ୍ଟ୍ର ଜୀବନ ମଧୁମୟ ହୋଇଉଠେ। ଆଉ ଏହି ମାର୍ଗରେ ଚାଲିବା ପାଇଁ ଆଚାର୍ଯ୍ୟଙ୍କ ଅନୁସରଣ ଅପରିହାର୍ଯ୍ୟ। ପରମ…
Read More...
Read More...
ବଦଳିଲେ ୧୩ ରାଜ୍ୟପାଳ
ନୂଆଦିଲ୍ଲୀ,୧୨।୨ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ୧୩ ରାଜ୍ୟର ରାଜ୍ୟପାଳ-ଉପରାଜ୍ୟପାଳ ବଦଳି କରିଛନ୍ତି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ ଇସ୍ତଫା ଗ୍ରହଣ କରି ସେ ରମେଶ ବୈସଙ୍କୁ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଏହା ବ୍ୟତୀତ ଲଦାଖର ଉପରାଜ୍ୟପାଳ ରାଧା…
Read More...
Read More...
ଏମ୍ସ ଭୁବନେଶ୍ୱରରେ ଜଣେ ପଙ୍ଗୁପ୍ରାୟ ରୋଗୀଙ୍କର ଦୁଇ ଆଣ୍ଠୁ ଓ ଦୁଇ ହିପ୍(ନିତମ୍ବ ଗଣ୍ଠି)ର ସଫଳ ମିଳିତ ପ୍ରତିରୋପଣ
ଭୁବନେଶ୍ୱର : ଏମ୍ସ ଭୁବନେଶ୍ବରର ପ୍ରଥମ ଦଶନ୍ଧିର ସ୍ବର୍ଣ୍ଣିମ ଯାତ୍ରାରେ ଯୋଡ଼ିହୋଇଛି ଆଉ ଏକ ସଫଳ ଫର୍ଦ୍ଦ। ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କର ଏକକାଳୀନ ଦୁଇ ଆଣ୍ଠୁ ଓ ଦୁଇ ହିପ୍(ନିତମ୍ବ ଗଣ୍ଠି)ର ସଫଳ ପ୍ରତିରୋପଣ କରିଛନ୍ତି ଡାକ୍ତରୀଦଳ। ଯାହାକି…
Read More...
Read More...
ସୋମବାର ବସିବ ରାଜ୍ୟ କ୍ୟାବିନେଟ ବୈଠକ
ଭୁବନେଶ୍ୱର: ରାଜ୍ୟ ବଜେଟ ଅଧିବେଶନ ପୂର୍ବରୁ ଆସନ୍ତା ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ ସହିତ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ ପ୍ରଥମେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ଏଥିରେ ୨୦୨୩-୨୪ ଆର୍ଥିକ ବର୍ଷ…
Read More...
Read More...
ଏସଆଇ ନିଯୁକ୍ତି ନେଇ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ
କଟକ : ଓଡ଼ିଶା ପୋଲିସ ସବ୍ଇନ୍ସପେକ୍ଟର (ଏସ୍ଆଇ) ନିଯୁକ୍ତି ନେଇ ୨୦୨୧ ଜୁନ୍ ୨୨ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅଦାଲତଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇପାରିବ ନାହିଁ ବୋଲି କୋର୍ଟ…
Read More...
Read More...