Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
Browsing Category
ରାଜ୍ୟ
ରାଜ୍ୟରେ ପୁଣି ୧୪୬ ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୩୧୪୦ କୁ ବୃଦ୍ଧି
ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୩୬ ଜଣ ଚିକିତ୍ସା ହେଉଥିବା ବେଳେ ୨୦୦୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯ଜଣଙ୍କର କରୋନାରେ ମୃତ୍ୟୁ…
Read More...
Read More...
ବଜ୍ରପାତରେ ଗଲା ୧୦ଜୀବନ।
ଭୁବନେଶ୍ୱର, ୮।୬(ବ୍ୟୁରୋ) – ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହୋଇଛି। ଏହି ସମୟରେ ବଜ୍ରପାତ ଘଟି ୧୦ ଜଣଙ୍କ ଜୀବନ ଯାଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜଣେ ନାବାଳକ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଜଣେ ଯୁବକ, କେନ୍ଦ୍ରାପଡ଼ାର ମହାକାଳପଡ଼ା,…
Read More...
Read More...
କାଲିଠାରୁ ବର୍ଷା ଆରମ୍ଭ।
ଭୁବନେଶ୍ୱର,୮।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଜାରି ରହିଲେ ଆଉମାତ୍ର ୨ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚତ୍ବ ବୋଲି ଭୁବନେଶ୍ୱରସ୍ଥିତ…
Read More...
Read More...
ସ୍କୁଲରେ ନାମ ଲେଖା ଆରମ୍ଭ।
ଭୁବନେଶ୍ଵର,୮/୬(ଓଡ଼ିଆ ନ୍ୟୁଜ) : ସୋମବାରଠାରୁ ସ୍କୁଲରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଈଛି । ରାଜ୍ୟ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀଙ୍କ ନିର୍ଦେଶ ଅନୁସାରେ ସୋମବାର ଠାରୁ ଆରମ୍ଭ ହୋଇ ଏହି ପ୍ରକ୍ରିୟା ଜୁଲାଇ ୧୫ ଯାଏଁ ଚାଲିବ । ସମସ୍ତ ସରକାରୀ,ଅନୁଦାନପ୍ରାପ୍ତ ଓ ଅଣଅନୁଦାନପ୍ରାପ୍ତ ଏବଂ…
Read More...
Read More...
ଅମାନିଆଙ୍କ ପାଇଁ ବଢିପାରେ ସଟଡାଉନ ଅବଧି।
ଭୁବନେଶ୍ୱର : କରୋନାର ଲୁଚକାଳି ଖେଳରେ ଜନଜୀବନ ଅସ୍ତବ୍ୟସ୍ତ। ଅନଲକ୍-୧ରେ ସବୁ ଖୋଲାମେଲା ଥିଲାବେଳେ ପ୍ରବାସୀ ଫେରନ୍ତା ପାଇଁ ରାଜ୍ୟରେ ହୁହୁ ମାଡିଚାଲିଛି କରୋନା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିଲେ ବି କଟକଣାକୁ ଖାତିର କରୁନାହାନ୍ତି ଜନତା । ସଟଡାଉନରେ ବି ମନଇଛା…
Read More...
Read More...
ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୯ ଜଣ।
ଭୁବନେଶ୍ବର,୮।୬(ଓଡ଼ିଆ ନ୍ୟୁଜ) : ସୋମବାର ରାଜ୍ୟରୁ ପୁଣି ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୯୯୩ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୯୯ ଜଣଙ୍କ ମଧ୍ୟରୁ ଯାଜପୁରରୁ ୧୬ ଜଣ, ଖୋର୍ଦ୍ଧାରୁ ୧୩ ଜଣ, କେନ୍ଦ୍ରାପଡାରୁ ୧୧ ଜଣ ଓ ଗଞ୍ଜାମରୁ ୯ଜଣ ଆକ୍ରାନ୍ତ…
Read More...
Read More...
ରାଜ୍ୟରେ ପୁଣି ୧୩୮ ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୨୯୯୪ କୁ ବୃଦ୍ଧି।
ଭୁବନେଶ୍ୱର,୮ ।୬(ଓଡ଼ିଆ ନ୍ୟୁଜ): ରାଜ୍ୟର ୧୮ଟି ଜିଲ୍ଲାରୁ ଆଜି ପୁଣି ୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮୯ ଜଣ ଚିକିତ୍ସା ହେଉଥିବା ବେଳେ ୧୮୯୪ଜଣ ସୁସ୍ଥ ହୋଇ…
Read More...
Read More...
ଜୁନ ମାସ ଆମପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସତର୍କ ଓ ସଚେତନ ରୁହନ୍ତୁ-ବାଗଚୀ
ଭୁବନେଶ୍ୱର,୭।୬(ବ୍ୟୁରୋ): ଓଡ଼ିଶା ପାଇଁ ଜୁନ୍ ମାସ ନିର୍ଣ୍ଣାୟକ ମାସ। ଏହା ପଛରେ ଦୁଇଟି କାରଣ ରହିଛି। ଗତ କିଛି ସପ୍ତାହରେ ରାଜ୍ୟକୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଛନ୍ତି। ଏମାନଙ୍କ ଉପରେ କରୋନାର ପ୍ରଭାବ ପଡ଼ିଛି କି ନାହିଁ ତାହା ଆଉ ୧୫ ଦିନ ମଧ୍ୟରେ ଜଣାପଡ଼ିବ। ସେହି ଘାଟି…
Read More...
Read More...
୨୦ରୁ କମ୍ ପିଲା ଥିବା ସ୍କୁଲ ବନ୍ଦ ହେବନାହିଁ।
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ୨୦ରୁ କମ୍ ଛାତ୍ରୀଛାତ୍ର ଥିବା ସ୍କୁଲ ବନ୍ଦ ହେବ ନାହିଁ। ଗତବର୍ଷ ଯେଉଁ ସବୁ ସ୍କୁଲରେ ନାମଲେଖା ହୋଇଥିଲା ଚଳିତ ବର୍ଷ ମଧ୍ୟ ହେବ। କରୋନା ପାଇଁ ସବୁ ସ୍କୁଲରେ ଆଡମିଶନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୋମବାରଠାରୁ ଜୁଲାଇ ୧୫ ଯାଏ ନାମଲେଖା ଚାଲିବ ବୋଲି…
Read More...
Read More...
ରାଜ୍ୟ ପାଇଁ ଖୁସି ଖବର। ଗୋଟିଏ ଦିନରେ ସର୍ବାଧିକ ୧୭୮ ସୁସ୍ଥ।
ଭୁବନେଶ୍ୱର,୭।୬(ଓଡ଼ିଆ ନ୍ୟୁଜ): ରାଜ୍ୟ ପାଇଁ ଖୁସି ଖବର।ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୧୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୮୯୪ରେ ପହଞ୍ଚିଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୯, ଗଜପତିର ୨୩, ନୂଆପଡ଼ାର ୨୨, ଭଦ୍ରକର…
Read More...
Read More...