banner
Breaking
Browsing Category

ରାଜ୍ୟ

ଆର୍ଥିକ କ୍ଷେତ୍ରରେ ଭାରତ ଏକ ନମ୍ବର ହେବ : ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଉତ୍କଳ ମଣ୍ଡପଠାରେ ଆୟୋଜିତ ଜ୍ଞାନପ୍ରଭା ମିଶନର ଦ୍ବିତୀୟ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ସେ କହିଛନ୍ତି, ଆଜିର ସମାଜରେ ଆଧ୍ୟାତ୍ମିକତା ବିକାଶ ହେବା…
Read More...

ଆଜି ଆସୁଛନ୍ତି ରା୍ଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୧ଟା ୪୫ରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା…
Read More...

ଇସ୍ପାତ ଓ ଖଣି ବିଭାଗରେ ୬୫ ଜଣକୁ ନିଯୁକ୍ତି

ଭୁବନେଶ୍ୱର :ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୫-ଟି, ମୋ ସରକାର ଭଳି ଅଭିନବ କାର୍ଯ୍ୟକ୍ରମ କରିଛନ୍ତି। ଏସବୁ କେତେଦୂର ଆଶ୍ଚର୍ଯ୍ୟଚକିତ ଓ ଅଭିନବ କୌଶଳ ତାହା ବଡ଼ କଥା ନୁହେଁ। ବାସ୍ତବ କ୍ଷେତ୍ରରେ କାର୍ଯ୍ୟକାରିତା ହେଉଛି ଏହାର ସଫଳ ଉପଯୋଗ । ବିିଚାରବନ୍ତ, ସାଧୁତା…
Read More...

ଓଡ଼ିଶାର ସମସ୍ତ ଗ୍ରାମରେ ମିଳିବ ୪ଜି ସେବା

ଭୁବନେଶ୍ୱର,୯।୨: ଭାରତ ସରକାରଙ୍କ ମେକ ଇନ ଇଣ୍ଡିଆ ଓ ଡିଜିଟାଲ ଇଣ୍ଡିଆ ପରିକଳ୍ପନାକୁ ସାକାର କରିବାକୁ କେନ୍ଦ୍ର ସରକାରଙ୍କ ଟେଲିକମ ବିଭାଗ (ଡିଓଟି) ବେଶ ଗୁରୁତ୍ୱାରୋପ କରୁଥିବା ଜଣାପଡିଛି। ଏପରିକି ଦେଶର ଟେଲି ଯୋଗାଯୋଗକୁ ଅଗ୍ରାଧିକାର ଭିତ୍ତିରେ ବିକଶିତ କରିବାକୁ ଡିଓଟି ବ୍ୟାପକ ଯୋଜନା…
Read More...

ରୋଗର ପୂର୍ବାନୁମାନ ଏବଂ ତ୍ବରିତ ଚିକିତ୍ସା ପ୍ରଦାନ କ୍ଷେତ୍ରରେ ଉପଯୋଗୀ ସାଜିବ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ

ଭୁବନେଶ୍ୱର : ଜରୁରୀକାଳୀନ କ୍ଷେତ୍ରରେ ତ୍ବରିତ ଚିକିତ୍ସା ସେବା ଯୋଗାଇବା ନିମନ୍ତେ ରୋଗର ଶୀଘ୍ର ଚିହ୍ନଟ କରିବା ବେଶ ଗୁରୁତ୍ୱପୂର୍ଣ୍ଣ। ଯେତେବେଳେ କର୍କଟ କିମ୍ବା ପକ୍ଷାଘାତ (ପାରାଲିସିସ୍‌/ବ୍ରେନ୍‌ ଷ୍ଟ୍ରୋକ୍) ରୋଗୀଙ୍କୁ ଡାକ୍ତରଖାନାର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଏ, ରୋଗୀଙ୍କୁ…
Read More...

୧୦ ଜିଲ୍ଲାରେ ଭର୍ଚୁଆଲ ହାଇକୋର୍ଟ ଆରମ୍ଭ

କଟକ : ରାଜ୍ୟର ୧୦ ଜିଲାରେ ଶୁକ୍ରବାରଠାରୁ ଭର୍ଚୁଆଲ ହାଇକୋର୍ଟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମର ବ୍ରହ୍ମପୁର, ଭଦ୍ରକ, କଳାହାଣ୍ଡିର ଭବାନୀପାଟଣା, ଖୋର୍ଦ୍ଧାର ଭୁବନେଶ୍ୱର, ବଲାଙ୍ଗୀର, କୋରାପୁଟର ଜୟପୁର, ପୁରୀ ଓ ସୁନ୍ଦରଗଡ଼ର ରାଉରକେଲାଠାରେ ହାଇକୋର୍ଟର…
Read More...

ଓଡ଼ିଶାକୁ ମିଳିବ ୪୬,୨୫୧ କୋଟି

ନୂଆଦିଲ୍ଲୀ : ୨୦୨୩-୨୪ ଆର୍ଥିକବର୍ଷରେ କେନ୍ଦ୍ରୀୟ ଟିକସ ଓ ଶୁଳ୍କ ବାବଦ ଅଂଶଧନ ଆକାରରେ ଓଡ଼ିଶା ୪୬,୨୫୧ କୋଟି ଟଙ୍କା ପାଇବ। ୨୦୨୨-୨୩ ତୁଳନାରେ ଏହା ହେଉଛି ୩,୨୬୧ କୋଟି ଟଙ୍କା ଅଧିକ। କେନ୍ଦ୍ର ସରକାର ମୋଟ ୧୦.୨୧ ଲକ୍ଷ କୋଟି ଟଙ୍କା ରାଜ୍ୟଗୁଡ଼ିକ ପାଇଁ ବଜେଟରେ ଆବଣ୍ଟନ କରିଛନ୍ତି।…
Read More...

ଅଗ୍ନିଶମ ବିଭାଗ ନାମ ପରିବର୍ତ୍ତନ

ଭୁବନେଶ୍ୱର,୨।୨(ବ୍ୟୁରୋ): ପରିବର୍ତ୍ତନ ହେଲା ଓଡ଼ିଶା ଅଗ୍ନିଶମ ବିଭାଗ ନାଁ। ଏହାର ନାଁକୁ ବଦଳାଇ ଅଗ୍ନିଶମ ଓ ଜରୁରୀ ସେବା ବିଭାଗ ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୌଣସି ବିପଦ ସମୟରେ ଉଦ୍ଧାର, ପୁନରୁଦ୍ଧାର ଏବଂ ରିଲିଫରେ ଅଗ୍ନିଶମ ବିଭାଗ ସେବା ଯୋଗାଇ…
Read More...

ଫେବୃଆରୀ ୨୧ରୁ ବଜେଟ ଅଧିବେଶନ

ଭୁବନେଶ୍ବର,୨।୨(ବ୍ୟୁରୋ): ଫେବୃୟାରୀ ୨୧ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ୨ଟି ପର୍ଯ୍ୟାୟରେ ଏହି ଅଧିବେଶନ ବସିବ। ଫେବୃୟାରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଏବଂ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ବସିବ।…
Read More...

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି

ଭୁବନେଶ୍ୱର : ଝାରସୁଗୁଡ଼ା ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ରବିବାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ମଙ୍ଗଳବାର ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଭାବେ ନିର୍ବାଚନ କମିଶନ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମେତ ରାଜ୍ୟ ସଭା, ଲୋକ ସଭା, ଓଡ଼ିଶାର ସମସ୍ତ…
Read More...