Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
Browsing Category
ରାଜ୍ୟ
ମମତାଙ୍କୁ ସହଯୋଗର ହାତ ବଢାଇଲେ ନବୀନ।
ଭୁବନେଶ୍ବର,୨୨/୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟେଲିଫୋନ୍ ଯୋଗେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀଙ୍କ ସହିତ ବାତ୍ୟା ଅମ୍ପନ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଅମ୍ପନ ବାତ୍ୟାଜନିତ କ୍ଷୟକ୍ଷତି ସଂପର୍କରେ ପଚାରି…
Read More...
Read More...
ନବୀନଙ୍କୁ ପ୍ରଶ°ସା କରିବା ସହିତ ୫୦୦ କୋଟି ସହାୟତା ଘୋଷଣା କଲେ ମୋଦି।
ଭୁବନେଶ୍ୱର,୨୨।୫(ଓଡ଼ିଆ ନ୍ୟୁଜ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସାମୁଦ୍ରିକ ଝଡ ଅମ୍ଫନ କ୍ଷୟକ୍ଷତି ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ବାତ୍ୟାର ସଫଳ ମୁକାବିଲା ପାଇଁ…
Read More...
Read More...
ଭାରତରେ ୨୪ ଘଣ୍ଟାରେ ୬୦୮୮ ଆକ୍ରାନ୍ତ ୧୪୮ ମୃତ।
ନୂଆଦିଲ୍ଲୀ, ୨୨/୫(ବ୍ୟୁରୋ) :ଭାରତରେ କରୋନା ଭୂତାଣୁ ଦିନକୁ ଦିନ ଚିନ୍ତା ବଢ଼ାଉଛି। ପ୍ରତିଦିନ ୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ପ୍ରଥମ ଥର ପାଇଁ ସଂକ୍ରମିତଙ୍କ ଦିନକରେ ୬ ହଜାର ପାର୍ ହୋଇଛି। ଗତ ୨୪ ଘଣ୍ଟାରେ ଦେଶରେ ୬୦୮୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୪୮…
Read More...
Read More...
ରାଜ୍ୟରେ ପୁଣି ୮୬ ପଜିଟିଭ୍। ଆକ୍ରାନ୍ତଙ୍କ ସ°ଖ୍ୟା ୧୧୮୯ କୁ ବୃଦ୍ଧି।
ଭୁବନେଶ୍ୱର,୨୨/୫ (ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୮୬ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।ଏମାନଙ୍କ ଭିତରୁ ୮୦ଜଣ ସଂଗରୋଧରେ…
Read More...
Read More...
ମାଟ୍ରିକ ଖାତାଦେଖା ୨୬ ରୁ, ଜୁଲାଇରେ ଫଳ ପ୍ରକାଶ-ମନ୍ତ୍ରୀ
ଭୁବନେଶ୍ବର ,୨୧/୫(ଓଡ଼ିଆ ନ୍ୟୁଜ): ମାଟ୍ରିକ ଖାତା ଦେଖାନେଇ ଗୁରୁବାର ରାଜ୍ୟସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଖାତାଦେଖା ପ୍ରକ୍ରିୟାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁପାଳନ କରାଯିବ। ମେ ୨୬ରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା…
Read More...
Read More...
ଅମ୍ଫନ ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ସହିତ ତୁରନ୍ତ କାର୍ଯ୍ୟ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଭୁବନେଶ୍ବର,୨୧/୫(ଓଡ଼ିଆ ନ୍ୟୁଜ): ସାମୁଦ୍ରିକ ଝଡ଼ ଅମ୍ପନ ପ୍ରଭାବରେ ରାଜ୍ୟର ୪ଟି ଜିଲା ବିଶେଷ ପ୍ରଭାବିତ ହୋଇଛି । ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଆକାଶମାର୍ଗରୁ ପ୍ରଭାବିତ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲାର…
Read More...
Read More...
ରାଜ୍ୟରେ ପୁଣି ୫୧ ପଜିଟିଭ୍। ଆଉ ଗୋଟିଏ ମୁଣ୍ଡ ନେଲା କରୋନା।
ଭୁବନେଶ୍ୱର,୨୧/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୫୧ ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେଥିମଧ୍ୟରୁ ନୟାଗଡ଼ରୁ ୧୧,କଳାହାଣ୍ଡି,୧୧,କଟକ…
Read More...
Read More...
ଓଡିଶାରେ ହଜାରେ ଟପିଲା ଆକ୍ରାନ୍ତଙ୍କ ସ°ଖ୍ୟା। ଆଜି ପୁଣି ୭୪ ପଜିଟିଭ୍ ଚିହ୍ନଟ ଏବଂ ଜଣେ ମୃତ।
ଭୁବନେଶ୍ୱର,୨୦/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୭୪ ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ବୌଦ୍ଧରୁ ସର୍ବାଧିକ ୨୮ଆକ୍ରାନ୍ତ…
Read More...
Read More...
କରୋନା @ ଅମ୍ଫାନ। ସାମାଜିକ ଦୂରତା ବନାମ ଏକତାର ମହାସ°ଗ୍ରାମ।
ଭୁବନେଶ୍ୱର, ୧୯/୫(ଓଡ଼ିଆ ନ୍ୟୁଜ): କରୋନା @ ଅମ୍ଫାନ। ସାମାଜିକ ଦୂରତା ବନାମ ସାମାଜିକ ଏକତାର ମହା ସ°ଗ୍ରାମ ହେବାକୁ ଯାଉଛି। ଏଥିରେ କିଏ ଜିତିବ କିଏ ହାରିବ କହିହେବ ନାହିଁ। କେବଳ ଏତିକି କହିହେବ ବଳି ପଡିପାରେ ଜୀବନ। କରୋନା ମହାମାରୀ ତାର କରାଳ ବିଭିଷିକା ଜାରି ରଖିଛି। ଏହାକୁ ପ୍ରତିହତ…
Read More...
Read More...
ରାଜ୍ୟରେ ପୁଣି ୩୦ ସୁସ୍ଥ।
ଭୁବନେଶ୍ଵର ,୧୯/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ୩୦କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୦୭କୁ ବୃଦ୍ଧି ପାଇଛି । ୩୦ କରୋନା ଆକ୍ରାନ୍ତଙ୍କ ସୁସ୍ଥ ମଧ୍ୟରେ ଗଞ୍ଜାମରରୁ ୨୦, କେନ୍ଦ୍ରାପଡ଼ାରୁ ୫, ନୟାଗଡ଼ରୁ ଜଣେ, ବାଲେଶ୍ୱର ଓ ଭଦ୍ରକ…
Read More...
Read More...