Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
ବିପଦରେ ଚନ୍ଦ୍ରଶେଖରପୁର ଅଞ୍ଚଳ।
ଭୁବନେଶ୍ୱର, ୭/୫(ଓଡ଼ିଆ ନ୍ୟୁଜ) ଭୁବନେଶ୍ୱରର ବୃହତ୍ତମ ଅଞ୍ଚଳ ଚନ୍ଦ୍ରଶେଖରପୁରକୁ କରୋନା ବିପଦ ମାଡି ଆସୁଛି।କାରଣ ବହୁ କଲିକତା ଫେରନ୍ତା ଓ ହଟସ୍ପଟ ଅଞ୍ଚଳର ଲୋକ ଚନ୍ଦ୍ରଶେଖରପୁରର ବିଭିନ୍ନ ଅଞ୍ଚଳରେ ପହଞ୍ଚି ବିନଦାସରେ ବୁଲାବୁଲି କରୁଛନ୍ତି। ସୁଚନା ଅନୁସାରେ ନୀଳାଦ୍ରିବିହାର…
Read More...
Read More...
ରାଜ୍ୟରେ ପୁଣି ୨୦ ଆକ୍ରାନ୍ତ ଚିହ୍ନଟ। ମୟୂରଭଞ୍ଜରେ ପହଞ୍ଚିଲା କରୋନା।
ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୭ଜଣ ଗଞ୍ଜାମ ଓ ୩ଜଣ ମୟୁରଭଞ୍ଜ ଅଂଚଳର ଅଟନ୍ତି । ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା ଓ ଏମାନଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି । ଏମାରଙ୍କ ବୟସ ୧୮ରୁ ୫୦ ବର୍ଷ ମଧ୍ୟରେ ଓ…
Read More...
Read More...
ନୟାଗଡ଼ କୋଭିଡ ହସ୍ପିଟାଲ ବୁଲିଲେ ୫ ଟି ସଚିବ ଓ ଉନ୍ନୟନ କମିଶନର
ନୟାଗଡ,୬/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏନେଇ ରାଜ୍ୟର ସବୁ ଜିଲାରେ କୋଭିଡ଼ ହସ୍ପିଟାଲ ନିର୍ମାଣ କରିବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ । ତେଣୁ ସବୁ ଜିଲ୍ଲାରେ ଏହି କୋଭିଡ଼ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ସଠିକ ଭାବେ…
Read More...
Read More...
କରୋନା ପଞ୍ଝାରେ ଜଗତସିଂହପୁର। ପୁଣି ୬ ପଜିଟିଭ୍ ଚିହ୍ନଟ।
ଭୁବନେଶ୍ୱର, ୬ା୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ୧୮୫ କୁ ବୃଦ୍ଧି ପାଇଛି । ଜଣେ ଆକ୍ରାନ୍ତ ଯାଜପୁରର ହୋଇଥିଲା ବେଳେ ଅନ୍ୟ ୪ ଜଣ ଜଗତସିଂହପୁରର ଏବଂ ଜଣେ କେନ୍ଦ୍ରାପଡାର ବୋଲି ଜଣାପଡ଼ିଛି । ଏଥି ସହିତ ଆଉ…
Read More...
Read More...
ପୁଣି ୨ ପଜିଟିଭ୍ । ଆକ୍ରାନ୍ତଙ୍କ ସ°ଖ୍ୟା ୧୭୯ କୁ ବୃଦ୍ଧି।
ଭୁବନେଶ୍ୱର, ୬ା୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ୧୭୯କୁ ବୃଦ୍ଧି ପାଇଛି । ଜଣେ ଆକ୍ରାନ୍ତ ବାଲେଶ୍ୱରର ହୋଇଥିଲା ବେଳେ ଅନ୍ୟ ଜଣଙ୍କ ଯାଜପୁରର ବୋଲି ଜଣାପଡ଼ିଛି । ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ…
Read More...
Read More...
ଓଡ଼ିଶାରେ ଦ୍ବିତୀୟ କରୋନା ମୃତ୍ୟୁ।
ଭୁବନେଶ୍ୱର,୬।୫:(ଓଡ଼ିଆ ନ୍ୟୁଜ)- ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ଭୁବନେଶ୍ୱର ମଧୁସୂଦନ ନଗରର ୭୭ ବର୍ଷୀୟ ବ୍ୟକ୍ତି।ସେ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ କିଡନୀ ରୋଗରେ ପିଡୀତ ଥିଲେ। କିମସ ସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ବୋଲି ସ୍ୱାସ୍ଥ୍ୟ…
Read More...
Read More...
ଆଉ ଜଣେ ଆକ୍ରାନ୍ତ ଚିହ୍ନଟ। ୧୭୬ କୁ ବୃଦ୍ଧି
ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଯାଜପୁର ଜିଲାର ଏବଂ ସେ ଜଣେ ୫୮ବର୍ଷୀୟ ପୁରୁଷ ହୋଇଥିବା ଜଣାପଡ଼ିଛି। ନିକଟରେ ସେ ପଶ୍ଚିମବଙ୍ଗରୁ ଫେରିଥିଲେ। ଏଥିସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସୂଚନା ଓ…
Read More...
Read More...
ରାଜ୍ୟରେ ପୁଣି ୪ ଆକ୍ରାନ୍ତ ଚିହ୍ନଟ।
ଭୁବନେଶ୍ୱର, ୫।୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ୪ କରୋନା ପଜିଟିଭ ମଙ୍ଗଳବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବାଲେଶ୍ୱର ଜିଲାର। ସେମାନଙ୍କ ମଧ୍ୟରେ ଜଣେ ମହିଳା ହୋଇଥିବା ବେଳେ ଅନ୍ୟ…
Read More...
Read More...
ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ। ୧୭୦ କୁ ବୃଦ୍ଧି।
ଭୁବନେଶ୍ଵର,୫/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ମଙ୍ଗଳବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି।
ଆକ୍ରାନ୍ତ ଜଣକ ଗଞ୍ଜାମ ଜିଲାର, ସେ ନିକଟରେ ସୁରତରୁ ଫେରିଥିଲେ। ତାଙ୍କ ବୟସ ୧୮ ବର୍ଷ ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…
Read More...
Read More...
ରାଜ୍ୟରେ ପୁଣି ୬ ପଜିଟିଭ।ଆକ୍ରାନ୍ତଙ୍କ ସ°ଖ୍ୟା ୧୬୯ରେ ପହଞ୍ଚିଲା।
ଭୁବନେଶ୍ୱର,୪/୫(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଉ ୬ କରୋନା ପଜିଟିଭ ସୋମବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ତେବେ ଏହି ୬ଜଣଙ୍କ ମଧ୍ୟରେ ଯାଜପୁରର ୪ ଜଣ ହୋଇଥିବା ବେଳେ ଭଦ୍ରକର ୨ ପଜିଟିଭ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ଏ ନେଇ କୋଭିଡ୍…
Read More...
Read More...