Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
Browsing Category
ରାଜ୍ୟ
ହାରିବ କରୋନା ଜିତିବ ଓଡିଶା। ଆଉ ଦୁଇ ସୁସ୍ଥ।
ଭୁବନେଶ୍ବର : ହାରିବ କରୋନା ଜିତିବ ଓଡିଶା। ଏ ନାରା ଧିରେ ଧିରେ ସତ୍ୟତା ଆଡକୁ ଅଗ୍ରସର ହେଉଛି। କାରଣ ୬୦ ଆକ୍ରାନ୍ତଙ୍କ ମଧ୍ୟରୁ ଜଣକୁ ଛାଡିଦେଲେ ୨୧ ଜଣ ସୁସ୍ଥ ହେଲେଣି ଅନ୍ୟ ମାନଙ୍କ ଅବସ୍ଥା ପ୍ରାୟ ଭଲ ଅଛି। ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କ ମଧ୍ୟରୁ ଆଉ…
Read More...
Read More...
ଆସନ୍ତା କାଲି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ବାର୍ଷିକ।
ଭୁବନେଶ୍ୱର,୧୬।୪(ବ୍ୟୁରୋ): ପ୍ରବାଦ ପୁରୁଷ ତଥା ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀ ଆସନ୍ତା କାଲି (ଏପ୍ରିଲ ୧୭) ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ। ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରବାଦ…
Read More...
Read More...
ଶୁଣା କଥାକୁ ବିଶ୍ୱାସ ନକରି ସଚେତନ ରୁହନ୍ତୁ-ବାଗଚୀ
ଭୁବନେଶ୍ବର ,୧୫/୪ (ଓଡ଼ିଆ ନ୍ୟୁଜ) : ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ କରୋନା ମୁକାବିଲା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ ସୂଚନା ଦେଇ କହିଛନ୍ତି। କରୋନାକୁ ନେଇ ଲୋକମାନଙ୍କ ମନରେ ଅନେକ ଭ୍ରାନ୍ତ ଧାରଣା ରହିଛି। ବିଶେଷକରି ୧୨ଟି କୋଭିଡ…
Read More...
Read More...
ଭୁବନେଶ୍ୱରରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡା ପଦକ୍ଷେପ।
ଭୁବନେଶ୍ୱର, ୧୫।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ କେବଳ ଭୁବନେଶ୍ୱରରେ ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସରକାର ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ମହାନଗର…
Read More...
Read More...
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୦ ହଜାର ଟଙ୍କା ଦେବାସହ ବନଫୁଲ ବସ୍ତିରେ ଶୁଖିଲା ଖାଦ୍ୟ ବାଣ୍ଟିଲା ପଟିଆ ଶୀରିଡ଼ ସାଇ…
ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଧାର୍ମିକ ଅନୁଷ୍ଠାନ ମଧ୍ୟରେ ପଟିଆ ସ୍ଥିତ ଶୀରିଡ଼ ସାଇ ଟ୍ରଷ୍ଟ ଅନ୍ୟତମ। ଏହି ଅନୁଷ୍ଠାନ ସବୁବେଳେ ଲୋକମାନଙ୍କ ହିତ ପାଇଁ କାର୍ଯ୍ୟ କରିଆସୁଛି।କରୋନା ସାରା ପୃଥିବୀରେ କାୟା ବିସ୍ତାର କରିବାରେ ଲାଗିଛି। ଏଥିରୁ ବାଦପଡିନି ଓଡିଶା।…
Read More...
Read More...
୫ଜଣଙ୍କ ଗ୍ରସ୍ତ ବିବରଣୀ। ହାଟରୁ, ବାଟରୁ ଆସିଲାଣି କରୋନା। ସତର୍କ ରୁହନ୍ତୁ
ଭୁବନେଶ୍ବର,୧୪/୪ (ଓଡ଼ିଆ ନ୍ୟୁଜ): ରାଜଧାନୀରେ କରୋନା ଦିନକୁଦିନ ବ୍ୟାପିବାରେ ଲାଗିଛି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଛୁଇଁଛି । ପୂର୍ବରୁ ଯେଉଁମାନେ ସଂକ୍ରମିତ ହୋଇଥିଲେ ସେମାନଙ୍କର ଅନ୍ୟ ରାଜ୍ୟ ବା ଦେଶ ସହ ପ୍ରତ୍ୟକ୍ଷ ବା ପରୋକ୍ଷ ସଂଯୋଗ ରହିଥିଲା। ସେମାନେ ବିଦେଶରୁ ବା ଅନ୍ୟ…
Read More...
Read More...
କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଲେ ରାଜ୍ୟପାଳ।
ଭୁବନେଶ୍ୱର, ୧୪ା୪ (ଓଡ଼ିଆ ନ୍ୟୁଜ): ଭାରତୀୟ ସମ୍ବିଧାନର ପ୍ରଣେତା ଭିମରାଓ ଆମ୍ବେଦକରଙ୍କ ଜୟନ୍ତି ଅବସରରେ ଭିଡ଼ିଓ ବାର୍ତ୍ତା ଜାରି କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ୍ । ସମ୍ବିଧାନ ପ୍ରଣେତା ଭିମରାଓ ଆମ୍ବେଦକରଙ୍କ ଅବଦାନକୁ ରାଜ୍ୟପାଳ ପ୍ରଶଂସା କରିବା ସହ କରୋନା ମୁକାବିଲାରେ ରାଜ୍ୟ…
Read More...
Read More...
ରାଜ୍ୟରେ ୧୬ଟି ଜିଲ୍ଲାରେ ୧୭ କୋଭିଡ-୧୯ ହସ୍ପିଟାଲ।
ଭୁବନେଶ୍ୱର, ୧୪ା୪(ଓଡ଼ିଆ ନ୍ୟୁଜ): ଭାରତରେ କରୋନା କାୟା ବିସ୍ତାର କରୁଥିବା ବେଳେ ବିଭିନ୍ନ ରାଜ୍ୟ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିମଧ୍ୟରୁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ପଦକ୍ଷେପ ଓ ରାଜ୍ୟ ବାସୀଙ୍କ ସାହାଯ୍ୟ ସହଯୋଗ ପାଇଁ ଓଡିଶା ଅନ୍ୟ ରାଜ୍ୟଠାରୁ ବହୁ…
Read More...
Read More...
ଓଡିଶାବାସୀଙ୍କୁ ରାଜ୍ୟ ସରକାରଙ୍କ ପଦକ୍ଷେପ ଉପରେ ସୂଚନା ଦେଲେ ବାଗଚୀ
ଭୁବନେଶ୍ବର,୧୩/୪(ଓଡ଼ିଆ ନ୍ୟୁଜ) : ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିଦିନ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି। ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ…
Read More...
Read More...
୪ ଆକ୍ରାନ୍ତଙ୍କ ଗ୍ରସ୍ତ ବିବରଣୀ।
ଭୁବନେଶ୍ୱର,୧୩/୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଚିହ୍ନଟ ହୋଇଥିବାଚାରି ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ସମ୍ପର୍କରେ ଜଣାପଡ଼ିଛି । ୫୧ନମ୍ବର ଆକ୍ରାନ୍ତଙ୍କ ବୟସ ୬୭ବର୍ଷ । ତାଙ୍କ ଘର ସୁନ୍ଦରଗଡ଼ ବିସ୍ରା ଅଞ୍ଚଳରେ । ସେ ଦିଲ୍ଲୀ ନିଜାମୁଦ୍ଦିନ ଫେରନ୍ତା ବୋଲି ସ୍ପଷ୍ଟ ହୋଇଛି । ଆକ୍ରାନ୍ତ ଜଣଙ୍କ…
Read More...
Read More...