Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜ୍ୟ
ଅଗ୍ରୟୋଧୀ ଲୋଗୋ, ୱେବ୍ସାଇଟ୍ ଉନ୍ମୋଚିତ ଉପକୃତ ହେବେ ଦଶମ ଓ ଦ୍ୱାଦଶ ଶ୍ରେଣୀର ସି.ବି.ଏସ୍.ଇ ଛାତ୍ରଛାତ୍ରୀ
ଭୁବନେଶ୍ୱର : ସମ୍ବାଦ ଡ଼ିଜିଟାଲ୍ ଦ୍ୱାରା ଆରମ୍ଭ ହୋଇଥିବା ଅଗ୍ରୟୋଧୀ ଲୋଗୋ ଏବଂ ୱେବ୍ସାଇଟ୍ ଉନ୍ମୋଚିତ କରାଯାଇଛି । ସି.ବି.ଏସ୍.ଇ ଅନୁବନ୍ଧିତ ବିଦ୍ୟାଳୟରେ ଦଶମ ଏବଂ ଦ୍ୱାଦଶ ବୋର୍ଡ଼ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନଙ୍କୁ ସାହାଯ୍ୟ କରିବା ଉଦ୍ଦେଶ୍ୟରେ ସମ୍ବାଦ…
Read More...
Read More...
ଆବାସ ଘରରେ ସାଧୁତା ଅବଲମ୍ବନ କରନ୍ତୁ ରାଜ୍ୟ ସରକାର: ଧର୍ମେନ୍ଦ୍ର
ଭୁବନେଶ୍ବର : କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର ଗଣମାଧ୍ୟମକୁ କହିଛନ୍ତି,…
Read More...
Read More...
ବଦଳିଲେ ୧୪ ଡିଏସପି
ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟ ପୋଲିସର ୧୪ ଜଣ ଡିଏସ୍ପିଙ୍କୁ ବଦଳି କରାଯାଇଛି। ଏ ନେଇ ବୁଧବାର ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ସମସ୍ତ ପୋଲିସ ଅଫିସରଙ୍କୁ ନିକଟରେ ଡିଏସ୍ପି ପାହ୍ୟାକୁ ପଦୋନ୍ନତି ମିଳିଥିଲା। ରାଜ୍ୟ ପୋଲିସ ଏଷ୍ଟାବ୍ଲିଶମେଣ୍ଟ ବୋର୍ଡର…
Read More...
Read More...
ଓପିଡିସିର ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର, ୧୯ା୧(ଓଡ଼ିଆ ନ୍ୟୁଜ); ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ସୁବାଷ ଚନ୍ଦ୍ର ପାତ୍ର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଏଭଳି ଗୁରୁ ଦାୟିତ୍ୱ ପ୍ରଦାନ କରିଥିବାରୁ ସେ…
Read More...
Read More...
ଆଜିଠାରୁ ପୁଣି ଟିକାକରଣ ଆରମ୍ଭ
ଭୁବନେଶ୍ୱର : ରାଜ୍ୟରେ ଗୁରୁବାରଠାରୁ ପୁଣି କୋଭିଡ୍ ଟିକାକରଣ ଆରମ୍ଭ ହେବ। ରାଜ୍ୟର ସମସ୍ତ ଜିଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଟିକା ଦିଆଯିବ। ଯେଉଁମାନେ ଦ୍ୱିତୀୟ ଓ ପ୍ରିକଶନ୍ ଡୋଜ୍ ବା ବୁଷ୍ଟର ଡୋଜ୍ ନେଇ ନାହାନ୍ତି, ସେମାନେ ଏହି ଟିକା ନେଇପାରିବେ। ଏହି…
Read More...
Read More...
ଏପ୍ରିଲ ୧ରୁ ହଟିବ ୧୫ ବର୍ଷର ପୁରୁଣା ଗାଡ଼ି
ନୂଆଦିଲ୍ଲୀ : ଦେଶରେ ପ୍ରଦୂଷଣକୁ ରୋକିବା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଚାଲୁଥିବା ସମସ୍ତ ୧୫ ବର୍ଷ ପୁରୁଣା ଗାଡିର ପଞ୍ଜୀକରଣ ରଦ୍ଦ କରିବାକୁ ମୋଦି ସରକାର ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଏହି ଆଦେଶ ୧ ଏପ୍ରିଲ…
Read More...
Read More...
ଭୁବନେଶ୍ବର ଫେରିଲା ବିଜୁଙ୍କ ଡାକୋଟା
ଭୁବନେଶ୍ବର : ବିଜୁ ପଟ୍ଟନାୟକଙ୍କ ସ୍ମୃତି ଡାକୋଟା ଭିଟି-ଏୟୁଆଇ ବିମାନ ବୁଧବାର ପୂର୍ବାହ୍ନରେ ଓଡ଼ିଶାକୁ ଫେରିଛି। ଅତି ସାବଧାନତାର ସହିତ ବିମାନକୁ ସଡ଼କ ପଥରେ ଅଣାଯାଉଛି। କୋଲ୍କାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ୍ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଭୁବନେଶ୍ବର ଅଭିମୁଖେ ଆସିଛି ଡାକୋଟା।…
Read More...
Read More...
ଓଏଏସ ସ୍ତରରେ ଅଦଳବଦଳ
ଭୁବନେଶ୍ୱର : ରାଜ୍ୟ ସରକାର ବରିଷ୍ଠ ଓଏଏସ୍ (ଓଡ଼ିଶା ପ୍ରଶାସନିକ ସେବା) ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୫ ଓଏଏସ୍ ଅଫିସରଙ୍କୁ ବଦଳି ସହ ଅନ୍ୟତ୍ର ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ, ଭିମସାର ବୁର୍ଲାର କୁଳସଚିବ (ପ୍ରଶାସନ) ସୁବ୍ରତ କୁମାର…
Read More...
Read More...
ଜାନୁଆରୀ ୧୫ରୁ ନମ୍ବର ପ୍ଲେଟ୍ ଯାଞ୍ଚ
ଭୁବନେଶ୍ୱର : ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ(ଏଚ୍ଏସ୍ଆର୍ପି) ନ ଥିଲେ ଚାଲାଣ କଟିବ । ଜାନୁଆରୀ ୧୫ ତାରିଖରୁ ଏହି ନିୟମ କଡ଼ାକଡ଼ି କରାଯିବ। ତେବେ ୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ ଚାଲାଣ କଟାଯିବ ବୋଲି ଅତିରିକ୍ତ ପରିବହନ କମିଶନର (ଏନ୍ଫୋର୍ସମେଣ୍ଟ) ଲାଲ ମୋହନ ସେଠୀ ଏକ ପ୍ରେସ…
Read More...
Read More...
ସରକାରୀ କର୍ମଚାରୀ ସମ୍ପତ୍ତି ତାଲିକା ନଦେଲେ ଦରମା ବନ୍ଦ
ଭୁବନେଶ୍ୱର : ଜାନୁୟାରୀ ଶେଷ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀ ନିଜ ସମ୍ପତ୍ତି ତାଲିକା ଦେବେ। ଏନେଇ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ଜାନୁୟାରୀ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନ ଦେଲେ ଫେବୃୟାରୀ ମାସର ଦରମା ମିଳିବ ନାହିଁ ବୋଲି ଏହି…
Read More...
Read More...