Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
କେନ୍ଦୁଝରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ।
କେନ୍ଦୁଝର ,(ଓଡ଼ିଆ ନ୍ୟୁଜ): କେନ୍ଦୁଝର ଜିଲା ଆନନ୍ଦପୁରର ମିନି ଷ୍ଟାଡ଼ିୟମରେ ବିଜେଡ଼ି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପହଞ୍ଚି ବିଭିନ୍ନ ଜନହିତକାରୀ ପ୍ରକଳ୍ପର ଶୁଭ ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଆନନ୍ଦପୁର ଠାରେ ୪୭୫ କୋଟି ବ୍ୟୟରେ ନିର୍ମିତ…
Read More...
Read More...
ମୋ ସରକାରେ ସାମିଲ ହେଲା ଶ୍ରମ ବିଭାଗ।
ଭୁବନେଶ୍ୱର, (ଓଡ଼ିଆ ନ୍ୟୁଜ): ମୋ ସରକାରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗକୁ ସାମିଲ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାରରେ…
Read More...
Read More...
ପ୍ରଥମ ଶ୍ରେଣୀରୁ ସ୍ପୋକନ ଇଂରାଜୀ ପଢିବେ ଛାତ୍ରଛାତ୍ରୀ।
ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ରାଜ୍ୟର ସମସ୍ତ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ପିଲାଙ୍କୁ ସ୍ପୋକନ ଇଂଲିଶ ଶିକ୍ଷା ଦିଆଯିବ। ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ବୃଦ୍ଧି ସକାଶେ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଛାତ୍ରୀଛାତ୍ରମାନଙ୍କ ଆଧାର ସଂଯୋଗକୁ ମଧ୍ୟ ସୁନିଶ୍ଚିତ କରାଯିବ। ୩୦…
Read More...
Read More...
ମହିଳା ସିଟରେ ପୁରୁଷ ବସିଲେ ଜରିମାନା।
ଭୁବନେଶ୍ୱର,(ବ୍ୟୁରୋ):ଘରୋଇ ବସ୍ ଓ ମୋ ବସ୍ରେ ମହିଳା ଯାତ୍ରୀ ଅନେକ ସମୟରେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ନିଯୁକ୍ତ ଏସ୍ପିଓମାନେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଭିଯୋଗ କରିଥିଲେ। କମିଶନର ମୋ ବସ୍ର ନିର୍ଦ୍ଦେଶକ ଅରୁଣ ବୋଥ୍ରା ଓ ବିଭିନ୍ନ…
Read More...
Read More...
ବାର୍ଡ ଫ୍ଲୁ ଘଟଣାର ଅନୁଧ୍ୟାନ କରିବେ କନ୍ଦ୍ରୀୟ ଟିମ୍।
ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକ୍କୁଟ ପ୍ରଜନନ ଓ ଗବେଷଣା କେନ୍ଦ୍ର ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହେବାପରଠାରୁ ଆତଙ୍କ ଜାରି ରହିଛି। ବାର୍ଡ ଫ୍ଲୁ ଭୂତାଣୁ ଯେପରି ମଣିଷ ଓ ଅନ୍ୟ ଅଞ୍ଚଳକୁ ନ ବ୍ୟାପିବ ସେଥିପାଇଁ ସମସ୍ତ ପ୍ରକାର…
Read More...
Read More...
ବିଧାନ ପରିଷଦ ବୈଠକ। ସା°ସଦଙ୍କୁ ତାଗିଦ। ଓବିସି ସାମିଲ ହେବେ ଏନଆରସିରେ।
ଭୁବନେଶ୍ୱର,୨୮।୧(ଓଡ଼ିଆ ନ୍ୟୁଜ): ବିଜେଡିର ସଂସଦୀୟ ଦଳର ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ମାସ ୨୯ରେ ପାର୍ଲାମେଣ୍ଟର ବଜେଟ ଅଧିବେଶନବେଳେ ଉଭୟ ସଦନରେ ଦଳର ରଣନୀତି…
Read More...
Read More...
ବାରିପଦାରେ ପାଳିତ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ରଘୁନନ୍ଦନ ଦାସ।
ବାରିପଦା,୨୭/୧(ଓଡ଼ିଆ ନ୍ୟୁଜ) : ବାରିପଦାଠାରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡ଼ର…
Read More...
Read More...
ଉତ୍କଳମଣିଙ୍କ ପୀଠ ହେବ ନବକଳେବର। ୫ଟି ସଚିବଙ୍କ ପରିଦର୍ଶନ।
ସୁଆଣ୍ଡୋ : ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ କରାଯିବା ପାଇଁ ସୁଆଣ୍ଡୋସ୍ଥ ପଣ୍ଡିତଜୀଙ୍କ ବାସଭବନରେ ୫- ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନ ଓ ଜିଲ୍ଲାପାଳ ବଳୱନ୍ତ ସିଂହ ରବିବାର ଅପରାହ୍ନରେ ପହଞ୍ଚିଥିଲେ। ଜନ୍ମପୀଠ ଠାରୁ ଶହେ ଫୁଟ ଦୂରରେ ସଂଗ୍ରହାଳୟ ନିର୍ମାଣ କରାଯିବ । ପୁରାତନ…
Read More...
Read More...
ଦୁଇଦିନ ବର୍ଷା ତାପରେ ଶୀତ। ପାଣିପାଗ
ଭୁବନେଶ୍ୱର,୨୭।୧(ବ୍ୟୁରୋ): ଆସନ୍ତା ଦୁଇଦିନ ମଧ୍ୟରେ ପୁଣି ଶୀତ ବଢ଼ିବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ୨୮ ଓ ୨୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୮ରେ କଟକ, ଅନୁଗୋଳ,…
Read More...
Read More...
୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ। ପତାକା ଉତ୍ତୋଳନ କଲେ ରାଜ୍ୟପାଳ।
ଭୁବନେଶ୍ୱର: ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭୁବନେଶ୍ୱର ଗାନ୍ଧୀମାର୍ଗରେ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବା ସହ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଓଡ଼ିଶାକୁ ଦେଶର ଏକ ସମୃଦ୍ଧ ଏବଂ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ଶପଥ…
Read More...
Read More...