Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
Browsing Category
ରାଜ୍ୟ
୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ। ପତାକା ଉତ୍ତୋଳନ କଲେ ରାଜ୍ୟପାଳ।
ଭୁବନେଶ୍ୱର: ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭୁବନେଶ୍ୱର ଗାନ୍ଧୀମାର୍ଗରେ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବା ସହ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଓଡ଼ିଶାକୁ ଦେଶର ଏକ ସମୃଦ୍ଧ ଏବଂ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ଶପଥ…
Read More...
Read More...
ଓ ଏ ଏସ ସ୍ତରରେ ଅଦଳବଦଳ।
ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳ ବଦଳ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଏ ନେଇ ଶନିବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ଟିଟିଲାଗଡ଼ ବିଡିଓ ମୋତିଲାଲ ସୁଳିଆଙ୍କୁ ବୀରମହାରାଜପୁର ବ୍ଲକକୁ ବଦଳି କରାଯାଇଥିବା…
Read More...
Read More...
ଆଧାର ସହ ଯୋଗ ହେବ ଭୋଟର କାର୍ଡ।
ନୂଆଦିଲ୍ଲୀ,୨୫ା୧(ବ୍ୟୁରୋ): ଭୋଟର ପରିଚୟପତ୍ର ସହ ଆଧାର ନମ୍ବରକୁ ସଂଯୋଗ କରାଯିବ। ଏଥିପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନୂଆ ଆଇନ ପ୍ରସ୍ତୁତ କରୁଥିବା ଜଣାପଡିଛି। ଅନେକେ ଏକାଧିକ ସ୍ଥାନରେ ନିଜକୁ ଭୋଟର ଭାବେ ପଞ୍ଜୀକୃତ କରିଛନ୍ତି। ସେଗୁଡ଼ିକୁ ବନ୍ଦ କରିବାକୁ ହେଲେ ଭୋଟର ପରିଚୟପତ୍ର ସହ…
Read More...
Read More...
କଟକ ମେଡିକାଲ ପୂନର୍ବିନ୍ୟାସ ପାଇଁ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୧(ଓଡ଼ିଆ ନ୍ୟୁଜ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ପ୍ୟାକେଜରେ ସ୍ଥାୟୀ…
Read More...
Read More...
ବିମାନବନ୍ଦରରେ ଛାତ ଭୁଶୁଡିବା ଘଟଣାର ତଦନ୍ତ କରିବ ଏକ୍ସପୋର୍ଟ ଟିମ-ଡିସିପି
ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ ଏକ୍ସପର୍ଟ ଟିମ୍ କରିବ। ସମ୍ପୃକ୍ତ ଠିକାଦାର ଏବଂ ଇଞ୍ଜିନିୟରମାନଙ୍କୁ ପଚରାଉଚରା ଚାଲିଛି। ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାହାର ତଦନ୍ତ ପାଇଁ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି।ଯୋଜନା, କାର୍ଯ୍ୟାନ୍ବୟନ,…
Read More...
Read More...
ମୋ ସରକାର ଅଧିନକୁ ଆସିବ ରାଜସ୍ୱ ବିଭାଗ । ଦିନକରେ ମିଳିବ ଜମିବାଡ଼ି କାଗଜପତ୍ର।
ଭୁବନେଶ୍ବର,୨୪/୧(ଓଡ଼ିଆ ନ୍ୟୁଜ) : “ମୋ ସରକାର” ଅଧିନକୁ ରାଜସ୍ବ ବିଭାଗ ଆସିବାକୁ ଥିବାବେଳେ ଏହା ଫେବୃଆରୀ ୧୦ରୁ କାର୍ଯ୍ୟକାରୀ କରିବ। ଯାହାଫଳରେ ଏପ୍ରିଲ ୧ରୁ ମାତ୍ର ଏକ ଘଣ୍ଟା ସମୟ ମଧ୍ୟରେ ଜମିବାଡ଼ି କାଗଜପତ୍ର ମିଳିପାରିବ। ଜମିବାଡ଼ି କାଗଜପତ୍ର ପାଇଁ ଲୋକମାନଙ୍କ ଆଉ ମାସ ମାସ ଧରି…
Read More...
Read More...
ରନ୍ଧା ଖାଦ୍ୟରୁ ବାହାରିଲା ବିଷଧର ସାପ। ମହାପ୍ରଭୁ ହରଣକଲେ ବିଷ।
ପଟ୍ଟାମୁଣ୍ଡାଇ,(ଓଡ଼ିଆ ନ୍ୟୁଜ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ପଞ୍ଚାୟତର ଦେଉଳି ଗ୍ରାମରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏସ.ଏଚ.ଜି ଗ୍ରୁପର ମହିଳାମାନେ ଏକ ସ୍ଥାନରେ ଭୋଜି କରୁଥିଲେ। କିଛି ମହିଳା ଖାଇସାରିବା ପରେ ଅନ୍ୟ ମାନଙ୍କୁ ଖାଇବା ପରସିବା…
Read More...
Read More...
ସାବିତ୍ରୀ ରଥ ହେବେ ହାଇକୋର୍ଟର ବିଚାରପତି।
କଟକ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ ଉପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ମୋହର ମାରିବା ପରେ ରଥ ନିଯୁକ୍ତି ପାଇବେ। ସାବିତ୍ରୀ ଏବେ…
Read More...
Read More...
କଟକ ଉନ୍ନତି କରଣ ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ।
କଟକ, ୨୩ା୧(ଓଡ଼ିଆ ନ୍ୟୁଜ): ଓଡ଼ିଶାର ପୂର୍ବତନ ରାଜଧାନୀ ତଥା ଓଡ଼ିଶାର ଅନ୍ୟତମ ବାଣିଜ୍ୟ କେନ୍ଦ୍ର କଟକ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି ।
ଆଜି ସେ କଟକ ଗ୍ରସ୍ତ କରି ନିଜେ ପାଦରେ ଚାଲିଚାଲି ବୁଲି ଦେଖିବା ସହ ସମୀକ୍ଷା କରି କହିଛନ୍ତି କଟକ ସହରର ନବକଳେବର…
Read More...
Read More...
ଡିଗ୍ରୀ କଲେଜରୁ ହଟିବ ବିଧାୟକ ଓ ନେତାଙ୍କ ପ୍ରଭାବ। ଦାୟିତ୍ୱ ନେବେ ଛାତ୍ରଛାତ୍ରୀ ଓ ଅଭିଭାବକ।
ଭୁବନେଶ୍ୱର,୨୩/୧(ଓଡ଼ିଆ ନ୍ୟୁଜ): ପରିଚାଳନା କମିଟିରେ ରହିପାରିବେ ନାହିଁ ବିଧାୟକ ଓ ନେତା। ଡିଗ୍ରୀ କଲେଜ୍ ପରିଚାଳନାରେ ଶିକ୍ଷାବିତ୍ଙ୍କୁ ମିଳିବ ଗୁରୁତ୍ୱ। କ୍ୟାମ୍ପସକୁ ରାଜନୀତିରୁ ମୁକ୍ତ ରଖିବାକୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।
ଭୁବନେଶ୍ୱରରେ ଅଭିଭାବକ ମହାସଂଘ ପକ୍ଷରୁ…
Read More...
Read More...