banner
Breaking
Browsing Category

ରାଜ୍ୟ

ରାଜ୍ୟସ୍ତରୀୟ ଦିଲ୍ଲୀପ ରାୟ ୬୯ତମ ଜୟନ୍ତୀ ଉତ୍ସବ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ଦିଲ୍ଲୀପ ରାୟ ଜୟନ୍ତୀ କମିଟି ପକ୍ଷରୁ ବିଶିଷ୍ଟ ରାଜନେତା, ମେ ଫେୟାର ପ୍ରତିଷ୍ଠାତା ତଥା ବିଶିଷ୍ଟ ଶିଳ୍ପପତି ଦିଲ୍ଲୀପ ରାୟଙ୍କ ୬୯ ତମ ଜୟନ୍ତୀ ଉତ୍ସବ ହୋଟେଲ ମେ ଫେୟାର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମହିଳା ସଶକ୍ତୀକରଣ ଓ ଗଣମାଧ୍ୟମ ଶୀର୍ଷକ…
Read More...

୧୨୫ କୋଟି ଟଙ୍କାର ସୁଧ ଛାଡକଲେ ସରକାର

ଭୁବନେଶ୍ବର : ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କୁ ଅଧିକ ସଶକ୍ତ ଓ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ସୋମବାର ରାଜ୍ୟ ସରକାର ଅଢ଼େଇ ଲକ୍ଷ ମିଶନ ଶକ୍ତି ଗ୍ରୁପର ବ୍ୟାଙ୍କ ଖାତାକୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ୨୦୨୨…
Read More...

ସହମତିରେ ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ – ହାଇକୋର୍ଟ

କଟକ : ବିବାହ ପ୍ରତିଶ୍ରୁତି ଦେଇ ସହମତିରେ ପ୍ରାପ୍ତ ବୟସ୍କା ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଲେ ବଳାତ୍କାର ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି। ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ବଳାତ୍କାର ମାମଲାରେ ଜାମିନ ଆବେଦନର ଶୁଣାଣି କରି ଏହି ରାୟ…
Read More...

ଜୟଗୁରୁ କହି ଅଭିଭାଷଣ ରଖିଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀ ତାଳବଣିଆସ୍ଥିତ ସ୍ପୋଟର୍ସ କମ୍ପ୍ଲେକ୍ସଠାରେ ରବିବାର ଆୟୋଜିତ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ ତମ ପୂର୍ତ୍ତି ଉତ୍ସବରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ  ଆହ୍ବାନ ଦେଇଛନ୍ତି। ସଭାସ୍ଥଳକୁ ଯାଇ ପ୍ରଥମେ ଜୟ ଜଗନ୍ନାଥ…
Read More...

ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର : ଗୁଣାତ୍ମକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଦେଶବିଦେଶରେ ଏମ୍‌ସ ଭୁବନେଶ୍ୱର ଭରସାର ପ୍ରତୀକ ପାଲଟିଛି। ଏହି ଜାତୀୟ ପ୍ରତିଷ୍ଠାନ ପ୍ରତିଷ୍ଠା ନେଇ ଦେଶର ଦୂରଦର୍ଶୀ ତଥା ଲୋକପ୍ରିୟ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଦେଖିଥିବା ସ୍ବପ୍ନକୁ ଏମ୍‌ସ ଏହାର ଏକ ଦଶନ୍ଧିର…
Read More...

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡିଶା। ଗତ କିଛି ଦିନ ହେବ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ପ୍ରବଳ ଥଣ୍ଡାର ପ୍ରକୋପ। ତେବେ ଆହୁରି ୨ ରୁ ୩ ଦିନ ଯାଏ ଜାଡରେ ଥରିବ ଅଧିକାଂଶ ଜିଲା। ୨ ରୁ ୩ ଦିନ ଯାଏଁ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ କମିବ। ତାପମାତ୍ରା ୩ ରୁ ୫…
Read More...

୧୭ରୁ ବସ୍ ଧର୍ମଘଟ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଦାବି ପୂରଣ ନେଇ ନିଖିଳ ଓଡ଼ିଶା ଘରୋଇ ବସ୍‌ ମାଲିକ ସଂଘ ପୁଣି ସରକାରଙ୍କୁ ଚେତାବନୀ ଦେଇଛି। ଆସନ୍ତା ୧୬ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୧୭ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ରାଜ୍ୟବ୍ୟାପୀ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ…
Read More...

ନୂତନ ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ କଲ୍ୟାଣ ସ୍ବାସ୍ଥ୍ୟ ଯୋଜନାରେ ଯୋଗାଇ ଦିଆଯାଉଥିବା ସେବାର ବିକାଶ ପାଇଁ ନୂଆ ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିଯୁକ୍ତି ଦେଇଛନ୍ତି । ବିଭିନ୍ନ ସରକାରୀ ଯୋଜନା, ମେଡିକାଲ କଲେଜ ଓ ହସ୍ପିଟାଲରେ…
Read More...

ବଢିଲା ମେଡିକାଲ କଲେଜ ଅଧ୍ୟାପକଙ୍କ ଦରମା

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ଠିକାରେ ନିଯୁକ୍ତି ପାଇଥିବା ଅଧ୍ୟାପକମାନଙ୍କ ଦରମା ବୃଦ୍ଧି କରିଛନ୍ତି। ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ପ୍ରଫେସରଙ୍କ ଦରମା ବୃଦ୍ଧି ସହ ବାର୍ଷିକ ୩ରୁ ୫ ପ୍ରତିଶତ ଇନ୍‌କ୍ରିମେଣ୍ଟ ପାଇଁ …
Read More...

ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମ ପ୍ରସ୍ତୁତ ହୋଇ ସାରିଲାଣି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇ ଏହି ଷ୍ଟାଡିୟମ୍‌ ଉଦ୍‌ଘାଟନ…
Read More...